Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ପୋଲିସ୍ ସେବା ସଦନ ସମ୍ମିଳନୀ କକ୍ଷରେ ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ ତଥା ମତ ବିନିମୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ଵର-କଟକ ପୋଲିସ କମିଶନରେଟ ଏବଂ ଚାଇଲ୍ଡ ଇନ ନୀଡ ଇନଷ୍ଟିଚ୍ୟୁଟ୍ (ସିନି)ର ମିଳିତ ସହଯୋଗରେ ଏବଂ ଟେରେଡ଼େସ ହୋମସ,…

ସରକାରୀ କର୍ମଚାରୀ ଓ ଅଧିକ ଆୟ ଥିବା ଲୋକଙ୍କ କଟିଲାଣି ୨୬ହଜାର ରାସନ କାର୍ଡ

ଭୁବନେଶ୍ବର: ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୮ହଜାର ୪୪୨ଜଣ ସରକାରୀ କର୍ମଚାରୀ ଓ ଅଧିକ ଆୟ ଥିବା ୮ହଜାର ୧୫୦କୁ ମିଶାଇ ମୋଟ ୨୬ ହଜାର ୫୯୨ଜଣଙ୍କ ରାସନ କାର୍ଡ କଟି ଯାଇଥିବା ସୂଚନା ମିଳିଛି । ତେବେ ରାସନ କାର୍ଡ ଫେରାଇଥିବା ସରକାରୀ କର୍ମଚାରୀ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ରହିଛନ୍ତି…

ଭୁବନେଶ୍ୱରରେ ରହସ୍ୟମୟ ବର୍ଷା: ଗୋଟିଏ ସ୍ଥାନରେ ବର୍ଷୁଛି, ଅଧ କିଲୋମିଟର ଦୂରରେ ପ୍ରବଳ ଖରା

ଭୁବନେଶ୍ୱର: ଆପଣ କେବେ ଭୁବନେଶ୍ୱରରେ ବର୍ଷା ଦିନକୁ ଉପଭୋଗ କରିଛନ୍ତି? ଯଦି ଆପଣ ଭୁବନେଶ୍ୱରରେ ରହୁଥିବେ ତ ନିଶ୍ଚିତ ଭାବେ ଭୁବନେଶ୍ୱର ବର୍ଷା ଦେଖିଥିବେ। ଆପଣ ଖଣ୍ଡଗିରିରୁ ବାହାରୁଥିବେ ପ୍ରବଳ ବର୍ଷା ହେଉଥିବ, ଆଉ କିଛି ବାଟ ଗଲାପରେ ପ୍ରବଳ ଖରା ଏବଂ ଗରମ। ଏହି ସମୟରେ ଭାବୁଥିବେ ମାତ୍ର…

ଓଏସଏସସିର ନୂତନ ଅଧ୍ୟକ୍ଷ ହେଲେ ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି

ଭୁବନେଶ୍ୱର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ(ଓଏସଏସସି)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଅବସରପ୍ରାପ୍ତ ଆଇଏଏସ ସୁଧାକର ବୁର୍ଗି । ପୂର୍ବତନ ଡିଜିପି ଅଭୟ ଇସ୍ତଫା ପରେ ସୁଧାକର ବୁର୍ଗିଙ୍କୁ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ୧୯ ମେ’ ୨୦୨୫ରେ ଅଭୟ ଓଏସଏସସି ଅଧ୍ୟକ୍ଷ ପଦବୀରୁ ଇସ୍ତଫା…

ପୁଣି ବଢିଲା ସୁନା ରୂପା ଦର, ଜାଣନ୍ତୁ କେତେ ବୃଦ୍ଧି ପାଇଲା

ଭୁବନେଶ୍ୱର: ପୁଣି ଥରେ ବୃଦ୍ଧି ପାଇଛି ସୂନା ରୂପା ଦର । କିଛି ଦିନ ତଳେ ସୁନା ଓ ରୂପା ଦରରେ ହ୍ରାସ ହୋଇଥିବା ବେଳେ ପୁଣି ଥରେ ବଜାରରେ ଆକାଶ ଛୁଆଁ ହୋଇଛି ଦାମ୍‌ । ଜାଣନ୍ତୁ ଆଜି କେତେ ରହିଛି ସୁନା ଓ ରୂପା ଦର... ଭୁବନେଶ୍ବରରେ ପ୍ରମୁଖ ସୋରୁମ୍‌ ଗୁଡ଼ିକରେ ଆଜି ୨୪ କ୍ୟାରେଟ୍‌ ସୁନା…

ରାଜ୍ୟରେ କୋଭିଡ ସଂକ୍ରମଣ ପାଇଁ ଚିନ୍ତା କରିବାର କୌଣସି କାରଣ ନାହିଁ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର: ବର୍ତ୍ତମାନ ପୁଣି ଭାରତରେ କୋଭିଡ ବ୍ୟାପୁଥିବାବେଳେ, ଓଡିଶାରେ ଜଣେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜଧାନୀ ଭୁବନେଶ୍ୱରରେ ପ୍ରଥମ ମାମଲା ଚିହ୍ନଟ ହୋଇଛି । ସଂକ୍ରମିତ ବ୍ୟକ୍ତି ଜଣକ ଦିଲ୍ଲୀରୁ ଫେରିଥିଲେ। ସେ ବର୍ତ୍ତମାନ କ୍ୱାରାଣ୍ଟାଇନରେ ଅଛନ୍ତି । ଏହି ନୂତନ ମାମଲା…

ଏସଟିଏଫ୍ ପଞ୍ଝାରେ ବ୍ରାଉନ ସୁଗର ବେପାରୀ, ୩୩୦ ଗ୍ରାମ ଧଳା ଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଧଳା ଜହର ଜବତ ହୋଇଛି । ବିଶେଷ ସୂତ୍ରରୁ ଖବରପାଇ ଏସଟିଏଫ୍ ର ଏକ ଟିମ୍ ରସୁଲଗଡର ପାଣ୍ଡରା ରାସ୍ତାରୁ ବ୍ରାଉନ ସୁଗର ବେପାରୀ ପ୍ରକାଶ ସେଠୀକୁ ଗିରଫ କରିଛନ୍ତି । ପ୍ରକାଶ ନିକଟରୁ ୩୩୦ ଗ୍ରାମର ବ୍ରାଉନ ସୁଗର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ…

ଆଜି ଅବପାତ ରୂପ ନେବ ଲଘୁଚାପ, ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାକୁ ତାତି ପାଇଁ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ଆଜି ମୌସୁମୀ ବାୟୁ ଦକ୍ଷିଣ ଆରବ ସାଗର, ମାଳଦ୍ବୀପ ଏବଂ ଦକ୍ଷିଣ ବଙ୍ଗୋପସାଗରର କେତେକ ଅଞ୍ଚଳ ସହ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର-ପୂର୍ବ ବଙ୍ଗୋପସାଗର ଅନେକ ଅଞ୍ଚଳକୁ ସ୍ପର୍ଶ କରିଛି । ଆଗକୁ ଦକ୍ଷିଣ ଆରବ ସାଗର କିଛି ଅଞ୍ଚଳ, ମାଳଦ୍ବୀପର କିଛି ଅଂଶ, ଲାକ୍ଷାଦ୍ବୀପର ଅନେକ…

ଓଡିଶାକୁ ଫେରିଲା କୋରୋନା; ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ପୁଣି ଭାରତରେ ନିଜର କାୟା ବିସ୍ତାର କରିଛି କୋରୋନା । ଯାହାକୁ ନେଇ ଲୋକଙ୍କ ମନରେ ଏକ ପ୍ରକାର ଭୟର ବାତ୍ତାବରଣ ଦେଖିବାକୁ ମିଳିଥିବାବେଳେ, ଓଡିଶାରେ ଚିହ୍ନଟ ହୋଇଛନ୍ତି ପ୍ରଥମ କୋରୋନା ଆକ୍ରାନ୍ତ । ଆକ୍ରାନ୍ତ ଜଣଙ୍କ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାଯାଇଛି । ନିକଟରେ ସେ…

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ିଲା; ଜୁନରୁ ମିଳିବ ୩୫୦୦ ଟଙ୍କା

ଭୁବନେଶ୍ବର: ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢିଲା । ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତାଠାରୁ ଉର୍ଦ୍ଧ୍ବ ଦିବ୍ୟାଙ୍ଗଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ଏଣିକି ୩୫୦୦ ଟଙ୍କା ଭତ୍ତା ଦେବେ ସରକାର । ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର…