Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ, ୪୩ ପଞ୍ଚାୟତ ପାଇଁ ପଡିବ ଭୋଟ୍

ଭୁବନେଶ୍ବର: ଚଳିତ ବର୍ଷ ଜୁନ୍ ୨୩ ତାରିଖରେ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଅନୁଯାୟୀ, ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ହେବ ଉପନିର୍ବାଚନ । ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ…

ଆଜି ୧୩ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ ଜାରି ରହିଛି କାଳବୈଶାଖୀ ଜନିତ ବିଜୁଳି ଘଡ଼ଘଡ଼ି ବର୍ଷା ଓ ପବନ । ଏହି ସମୟରେ ତାପମାତ୍ରାରେ ହ୍ରାସ ଥିବାବେଳେ କିନ୍ତୁ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ଯାହାକୁ ନେଇ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି ଲୋକେ । ତେବେ ଆସନ୍ତା ୩ ଦିନ ଅର୍ଥାତ୍ ୨୩ ତାରିଖ…

ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ବର: ବଢିଲା ଯୁକ୍ତ ୩ ନାମଲେଖା ଆବେଦନ । ଆଜି ଆବେଦନର ଶେଷ ତାରିକ ଥିବାବେଳେ, ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି କରିଛନ୍ତି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାରେ କୁହାଯାଇଛି ଯେ, ଯେଉଁମାନେ…

ପୁଣି ଫେରିଛି କୋରୋନା: ସତର୍କ କରାଇଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ପୁଣି ହଂଙ୍କ ଓ ସିଙ୍ଗାପୁରରେ କୋରୋନା ମାମଲା ବୃଦ୍ଧି ପାଉଥିବା ବେଳେ ଚାରିଆଡେ ଏବେ ଭୟର ବାତ୍ତାବରଣ ଦେଖିବାକୁ ମିଳିଛି । ମୁମ୍ବାଇରେ ୨ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଘଟଣା ସାମ୍ନାକୁ ଆସିଛି । ଏହି ଭେରିଆଣ୍ଟରେ ‌ଥଣ୍ଡା, ଛିଙ୍କ, କଫ ଓ ଗୋଡ଼ହାତ ବିନ୍ଧା ହେବ ।…

ମାସିକ ବେତନ ବୃଦ୍ଧି ସହ ୧୩ ଦଫା ଦାବିରେ ସଫେଇ କର୍ମଚାରୀଙ୍କ ବିଏମସି ହେଡ଼ ଅଫିସ ଘେରାଉ

ଭୁବନେଶ୍ୱର: ଆଜି ସିଆଇଟିୟୁ ପରିଚାଳିତ ଭୁବନେଶ୍ୱର ମହାନଗର ନିଗମ ୱାର୍କର୍ସ ୟୁନିୟନ ଆହ୍ୱାନରେ ସଫାଇ କର୍ମଚାରୀଙ୍କ ୧୩ ଦଫା ଦାବି ହାସଲ ନିମନ୍ତେ ବିଏମସି ର ମୁଖ୍ୟ ଅଫିସ୍ ଘେରାଉ କରାଯାଇଥିଲା l ଓଡିଶା କୃଷକ ସଭାର ରାଜ୍ୟ ସଭାପତି ସୁରେଶ ପାଣିଗ୍ରାହୀ ମୁଖ୍ୟ ବକ୍ତା ଭାବରେ ଯୋଗଦେଇ କେନ୍ଦ୍ର…

ଆଜି ସରିବ ଯୁକ୍ତ ତିନି ଆବେଦନ ଅବଧି, ଏପର୍ଯ୍ୟନ୍ତ ‌ମୋଟ ୧ଲକ୍ଷ ୧୦ ହଜାରରୁ ଊର୍ଦ୍ଧ୍ବ ଫର୍ମ ଭରିଛନ୍ତି

ଭୁବନେଶ୍ୱର: ଆଜି ଶେଷ ହେବ ଯୁକ୍ତ ତିନି ନାମଲେଖା ପାଇଁ ଆବେଦନ । ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ନାମ ଲେଖାପାଇଁ ଯୁକ୍ତ ତିନି ଛାତ୍ରଛାତ୍ରୀ ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ) ଜରିଆରେ ଆବେଦନ କରୁଛନ୍ତି…

କାଳବୈଶାଖୀ ନେଇ ଆଜି ୧୮ ଜିଲ୍ଲାକୁ ସତର୍କ ସୂଚନା; ସେପଟେ, ଆସୁଛି ଦୁଇଟି ଲଘୁଚାପ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଥିବାବେଳେ, ୨୩ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଜି ୧୮ ଟି ଜିଲ୍ଲାକୁ ସତର୍କ ସୂଚନା ଦେଇଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହି ଜିଲ୍ଲା ଗୁଡିକ…

ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ୪ ପୋଲିସଙ୍କ ଉପରୁ ହଟିଲା ନିଲମ୍ବନ

ଭୁବନେଶ୍ବର: ଖଣ୍ଡଗିରି ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ୪ ଜଣ ପୋଲିସ କର୍ମଚାରୀଙ୍କ ଉପରୁ ନିଲମ୍ବନ ହଟାଇ ଦିଆଯାଇଛି । ହେଲେ ଏହି ଘଟଣାରେ ନିଲମ୍ବିତ ତତ୍କାଳୀନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ଉପରୁ ନିଲମ୍ବନ ଆଦେଶ ହଟିନାହିଁ ।…

ଆସନ୍ତା ୪ ଦିନ ଯାଏଁ ଝଡ଼ବର୍ଷା ଚେତାବନୀ, ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ପୂର୍ବ ଅପେକ୍ଷା ଖରାର ପ୍ରକୋପ ହ୍ରାସ ପାଇଛି ସତ ହେଲେ ଉପକୂଳବର୍ତ୍ତୀ ଜିଲ୍ଲା ଓ ଏହାର ଆଖପାକ ଅଞ୍ଚଳଗୁଡ଼ିକରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଅସହ୍ୟ ଗୁଳୁଗୁଳି ଅନୁଭୁତ ହେଉଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ଆର୍ଦ୍ରତା…

ୟୁନିଟ-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ୩୦ ବର୍ଷ ପରେ ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଠିକଣା । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ଆଜିଠୁ ୟୁନିଟ୍-୨ ସ୍ଥିତ କ୍ୟାପିଟାଲ ନର୍ସରି ନିକଟସ୍ଥ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ସାଧାରଣ…