Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜଧାନୀରୁ ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ

ଭୁବନେଶ୍ୱର: ରାଜଧାନୀରୁ ଆଜି ୨୬ ଲକ୍ଷ ଟଙ୍କାର ଧଳାଜହର ଜବତ ହୋଇଛି । ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍ । ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ ୨୬୩ ଗ୍ରାମର ଧଳାଜହର ଜବତ…

ପୁଣି ବଢିଲା ସୁନା ଦର: ଜାଣନ୍ତୁ କେତେ ରହିଛି ଦାମ୍

ଭୁବନେଶ୍ବର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ଆଜି ପୁଣି ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । କିଛି ଦିନର ଆଶ୍ୱସ୍ତି ପରେ ପୁଣି ସୁନା ଦରରେ ବୃଦ୍ଧି ଘଟି ଆକାଶ ଛୁଆଁ ହୋଇଛି । ଆଜି ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌ ପ୍ରତି ୯୮,୪୬୦ ଟଙ୍କା ରହିଛି । ଗତକାଲି ଅର୍ଥାତ୍…

ଦୀଘା ମନ୍ଦିରକୁ ଧାମ କହିବା ଠିକ୍‌ ନୁହେଁ: ଶଙ୍କରାଚାର୍ଯ୍ୟ

ଭୁବନେଶ୍ବର: ବର୍ତ୍ତମାନ ବିବାଦର ମୋଡ ନେଉଥିବା ଦୀଘା ଜଗନ୍ନାଥ ଧାମ ନାମ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଶଙ୍କରାଚାର୍ଯ୍ୟ । ଜ୍ୟୋର୍ତି ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ବରନନ୍ଦ ସରସ୍ବତୀ କହିଛନ୍ତି ଯେ, ଦୀଘା ପାଇଁ ଧାମ ଶବ୍ଦ ବ୍ୟବହାର କରାଯିବା ଉଚିତ୍ ନୁହେଁ । ସେ ଆହୁରି…

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରୀ ପରେ ଟ୍ବିଟ୍ କରି ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ସୋମବାର ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ଦେଇଛନ୍ତି । ବିମାନ ବନ୍ଦରକୁ ଅନୁମୋଦନ କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜାରାପୁଙ୍କୁ…

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ଟମକା ଥାନା…

୮ ତାରିଖରୁ ପୁଣି ଗ୍ରୀଷ୍ମ ରାଜ୍ୟରେ ପ୍ରବାହ, ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ଲାଗି ରହିଛି । ଫଳରେ ଅସହ୍ୟ ଗରମରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳୁଛି । ଆହୁରି ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ପୁଣି କଲବଲ କରିବ ତାତି । ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଛଟପଟ…

ହଠାତ୍ ମାଡ଼ି ଆସିଲା ପ୍ରବଳ ବର୍ଷା ସହ ଝଡ଼, ଭୁବନେଶ୍ୱରରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର: ହଠାତ୍ ମାଡ଼ି ଆସିଲା ପ୍ରବଳ ବର୍ଷା ସହ ଝଡ଼ । ଭୁବନେଶ୍ୱରରେ ତାଣ୍ଡବ ରଚୁଛି କାଳବୈଶାଖୀ । ରାତି ୯ଟାରେ ପ୍ରବଳ ବେଗରେ ପବନ ସହ ବର୍ଷା ହୋଇଛି । ଝଡ଼ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କେବଳ ଭୁବନେଶ୍ବର ନୁହେଁ, କଟକ, ବାଲେଶ୍ବର, କେନ୍ଦୁଝର ସମେତ ରାଜ୍ୟର ବିଭିନ୍ନ…

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ ମୁଖ୍ୟମନ୍ତ୍ରୀଙ୍କ ସହିତ ରୋଗୀ…

ମେଡିକାଲ୍‌ କଲେଜ୍ ସିଟ୍‌ ବିକ୍ରି; ୪ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର: ଆସନ୍ତାକାଲି ନିଟ୍ ପରୀକ୍ଷା । ଏହାପୂର୍ବରୁ ହୋଟେଲରେ ମେଡିକାଲ କଲେଜ ସିଟ୍ ପାଇଁ ଚାଲିଥିବା ମୂଲଚାଲ । ଛିଣ୍ଡି ସାରିଥିଲା ରେଟ୍ । ମାତ୍ର ଠିକ୍ ସମୟରେ ପହଞ୍ଚିଗଲା କମିଶନରେଟ ପୋଲିସ । ଏହାପରେ ଏକ ଆନ୍ତଃରାଜ୍ୟ ଗ୍ୟାଙ୍ଗର ୪ ଜଣଙ୍କୁ ମାଡ଼ି ବସିଛି ପୋଲିସ । ଓଡ଼ିଶାରୁ ୨ ଜଣ,…

ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ, ଆଜି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ, ଆଉ ୪ ଦିନ ଜାରି ରହିବ । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ନେଇ ପାଣିପାଗ…