Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପବିତ୍ର ଅକ୍ଷୟ ତୃତୀୟା; ଆଜିର ଦିନରେ କରନ୍ତୁ ଏହି ସବୁ ଦାନ, ହେବେ ସୌଭାଗ୍ୟର ଅଧିକାରୀ

ଭୁବନେଶ୍ବର: ଆଜି ପବିତ୍ର ଅକ୍ଷୟ ତୃତୀୟା । ଆଜିର ଏହି ଦିବ୍ୟ ମୁହୂର୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ଆଜିର ଦିନରେ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ…

ପାକିସ୍ତାନୀ ଭାରତ ଛାଡିବା ପ୍ରସଙ୍ଗ; ଆଜି ମେଡିକାଲ ଭିସାଧାରୀଙ୍କ ପାଇଁ ସରୁଛି ସମୟସୀମା

ଭୁବନେଶ୍ବର: ଜମ୍ମୁ-କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କୀ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅନେକ କଡ଼ା ପଦକ୍ଷେପ ନେଉଛନ୍ତି ଭାରତ ସରକାର । ସେଥିମଧ୍ୟରୁ ଗୋଟିଏ ହେଲା ଅଟାରୀ-ବର୍ଡରକୁ ଅସ୍ଥାୟୀ ରୂପେ ବନ୍ଦ କରିବା ଏବଂ ପାକିସ୍ତାନ ନାଗରିକଙ୍କ ଭିସା ରଦ୍ଦ କରି ସେମାନଙ୍କୁ ୪୮ ଘଣ୍ଟା ଭିତରେ…

୨ ଯାଏଁ ରାଜ୍ୟରେ କାଳବୈଶାଖୀ, ଆଜି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଅସହ୍ୟ ଖରାରେ ଛଟପଟ ହେଉଥିବା ରାଜ୍ୟବାସୀଙ୍କୁ କାଳବୈଶାଖୀ ପ୍ରଭାବରେ ଆଶ୍ବସ୍ତି ମିଳିଛି । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୫ରୁ ୧୨ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇ ତାତି କମିଛି । ସେହିପରି ଦକ୍ଷିଣ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪…

ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା; ଖୁବଶୀଘ୍ର ଆସିବ ଫାଇନାଲ ରିପୋର୍ଟ

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ସୂଚନା ଦେଲେ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର । ସେ କହିଛନ୍ତି ଯେ, ଅନ୍ତରୀଣ ଚାର୍ଜସିଟ ବଳରେ ମାମଲାର ବିଚାର ଚାଲିଛି ଏବଂ ପରିବାରର ଅଭିଯୋଗ ଓ କେତେକ ପ୍ରସଙ୍ଗ ନେଇ ତଦନ୍ତ ଚାଲିଛି । ଗୋପାଳ ଦାସଙ୍କ ଫୋନ୍ କଲ୍…

୨୦୩୬ ସୁଦ୍ଧା ରାଜ୍ୟର ସମସ୍ତ କୃଷକଙ୍କୁ ସମବାୟ ପରିସରଭୁକ୍ତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ସମବାୟ ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଜି ଭୁବନେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କର ଜମାକାରୀମାନଙ୍କ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ସମୁଦାୟ ୯,୫୩୭ ଜଣ ଜମାକାରୀ ୨୦ କୋଟି ୯୬ ଲକ୍ଷ ଟଙ୍କା ଫେରସ୍ତ…

ରାଜ୍ୟ କ୍ରାଇମବ୍ରାଞ୍ଚକୁ ସଫଳତା; ୬ଟି ମାମଲାରେ ଅଭିଯୁକ୍ତଙ୍କୁ ଗିରଫ ସହ କୋର୍ଟ ଚାଲାଣ

ଭୁବନେଶ୍ବର: ଆଜି ରାଜ୍ୟ କ୍ରାଇମବ୍ରାଞ୍ଚ ଭିନ୍ନ ଭିନ୍ନ ୬ଟି ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ ଏବଂ କୋର୍ଟ ଚାଲାଣ କରିଛି । ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ପ୍ରସ୍ତୁତ କରି ଭକ୍ତମାନଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୁକ୍ତଙ୍କୁ ଗିରଫ…

ଭୁବନେଶ୍ୱର ଷ୍ଟେସନରେ ହାଇ ଆଲର୍ଟ; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ହାଇ ଆଲର୍ଟରେ ସମଗ୍ର ଭାରତ । ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି । ଦେଶର ସମସ୍ତ ରେଳ ଷ୍ଟେସନରେ ଫ୍ଳାଗ୍ ମାର୍ଚ୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି । ଏହି ପ୍ରରିପେକ୍ଷିରେ ସୋମବାର ଭୁବନେଶ୍ୱର…

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ ଆଧାର କାର୍ଡ ମଧ୍ୟ ରହିଛି । ସେମାନଙ୍କୁ ଖୁବଶୀଘ୍ର…

ଓପିଏସସି ଓ ଓଏସଏସସି ପରୀକ୍ଷାରେ ତୃଟି ମାମଲା; ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓପିଏସସି ଓ ଓଏସଏସସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ । ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ । ଯିଏ କେହି ବି ଦୋଷୀ ଥିବେ ତାଙ୍କୁ…

କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ..

ଭୁବନେଶ୍ୱର: ଜାତୀୟ ଚିହ୍ନ ଅଶୋକସ୍ତମ୍ଭର ଅପବ୍ୟବହାରକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନକୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ । ଯଦି କୌଣସି ଠାରେ ଏହାର ଅପବ୍ୟବହାର…