Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ଉପରେ ରୋକ, ନମାନିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଆଉ ପ୍ଲାଷ୍ଟିକ ବୋତଲରେ ମିଳିବନି ପେଟ୍ରୋଲ । କାଚ ବୋତଲରେ ମିଳିବ ପେଟ୍ରୋଲ । ପେଟ୍ରୋଲିୟମ ନିୟମ ଅନୁଯାୟୀ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ହେବ ନାହିଁ । ସମସ୍ତ ଜିଲ୍ଲାପାଳଙ୍କୁ ଶକ୍ତ ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଯେଉଁମାନେ…

ବିଶ୍ୱଭୂଷଣ ହରିଚନ୍ଦନ ପାଇବେ ‘ଉତ୍କଳରତ୍ନ’ ସମ୍ମାନ…

ଭୁବନେଶ୍ବର: ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ, ସାରସ୍ବତ ସାଧକ ବିଶ୍ୱଭୂଷଣ ହରିଚନ୍ଦନ ଉତ୍କଳ ସାହିତ୍ୟ ସମାଜର ସର୍ବୋଚ୍ଚ ସମ୍ମାନ ‘ଉତ୍କଳରତ୍ନ’ ପାଇବାକୁ ମନୋନୀତ ହୋଇଛନ୍ତି । ଆସନ୍ତା ୨୭ ତାରିଖ ସଂଧ୍ୟାରେ ସାହିତ୍ୟ ସମାଜର ୧୨୩ତମ ବାର୍ଷିକ ଉତ୍ସବରେ…

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି । କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ପର୍ଯ୍ୟାପ୍ତ ପରିମାଣର ସାର ଆଗୁଆ ମହଜୁଦ ରଖିବାକୁ ସାର କମ୍ପାନୀମାନଙ୍କୁ ନିର୍ଦ୍ଦେଶ…

ଭୁବନେଶ୍ଵର: ଖରିଫ ଋତୁ ଆରମ୍ଭ ହୋଇସାରିଛି l ଏହି କ୍ରମରେ ରାଜ୍ୟରେ ପ୍ରାୟ ୫୮.୫୦ ଲକ୍ଷ ହେକ୍ଟର ଜମିରେ ଖରିଫ ଫସଲ ଯୋଜନା ରହିଛି l କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟରେ ଖରିଫ ଫସଲ ପାଇଁ ସାର ଯୋଗାଣ ସ୍ଥିତିର…

୪୬ ମିଶ୍ରଣ ସ୍କୁଲରୁ ତାଲା ଖୋଲିଲେ ରାଜ୍ୟ ସରକାର, ଆଗକୁ ଆଉ ୪ ସ୍କୁଲ ଖୋଲିବ…

ଭୁବନେଶ୍ବର: ଆଜି ଖୋଲିଲା ୪୬ଟି ମିଶ୍ରଣ ସ୍କୁଲ । ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି । ଖୁବ୍‌ଶୀଘ୍ର ଆଉ ୪ଟି ସ୍କୁଲ ଖୋଲିବା ନେଇ ସ୍କୁଲ୍ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୪୬ ସ୍କୁଲ ମଧ୍ୟରୁ…

ସୁନାବେଡା ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ…

ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଛନ୍ତି ବଳଙ୍ଗା ପୀଡ଼ିତା । ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଛି । ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଚିକିତ୍ସା କରିବେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ…

ଉଚ୍ଚଶିକ୍ଷା ବିଭାଗ ତଦନ୍ତ ଶେଷ, ୩୨ ଜଣଙ୍କ ବୟାନ ରେକର୍ଡ

ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ମାମଲା । ଶେଷ ହେଲା ଉଚ୍ଚଶିକ୍ଷା ବିଭାଗର ତଦନ୍ତ । ଏହି ଘଟଣାରେ ଆଜି ୩୦ରୁ ୩୨ ଜଣଙ୍କ ବୟାନ ରେକର୍ଡ କଲେ ଉଚ୍ଚଶିକ୍ଷା ବିଭାଗର ଟିମ୍ । ଏଥିରେ ଅଛନ୍ତି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, କ୍ରାମବ୍ରାଞ୍ଚ ଓ ଉଚ୍ଚଶିକ୍ଷା ବିଭାଗର ଟିମ୍…

‘ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ସୁରକ୍ଷିତ ବାତାବରଣ ପ୍ରଦାନ କରିବ “ଶକ୍ତିଶ୍ରୀ…

ଭୁବନେଶ୍ବର: କଲେଜ ଓ ବିଶ୍ୱ ବିଦ୍ୟାଳୟରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଯୋଜନା ‘ଶକ୍ତିଶ୍ରୀ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ…

୧୯ ବର୍ଷରେ ପାଦ ଥାପିଲା ସୋଆ, ସମାଜକୁ ଅଧିକ ସେବା ପ୍ରଦାନ ପାଇଁ ରହିଛି ଲକ୍ଷ୍ୟ: କୁଳପତି

ଭୁବନେଶ୍ୱର: ୧୯ ବର୍ଷରେ ପାଦ ଥାପିଲା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ । ଗୁଣବତ୍ତା ଶିକ୍ଷା, ସ୍ୱାସ୍ଥ୍ୟ ସେବା ଏବଂ ଗବେଷଣାକୁ ଅଗ୍ରାଧିକାର ଓ ସର୍ବାଧିକ ଗୁରୁତ୍ୱ ଦେଉଥିବା ସୋଆ ବିଶ୍ୱବିଦ୍ୟାଳୟ ଭବିଷ୍ୟତରେ ଦେଶର ଆଗଧାଡ଼ିର ଶିକ୍ଷାନୁଷ୍ଠାନ ତାଲିକାରେ ନିଜକୁ ସାମିଲ କରିବାର…