Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟର ସହରାଞ୍ଚଳରେ ପାର୍କର ବଦଳିବ ରୂପରେଖ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ…

ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି

ଭୁବନେଶ୍ୱର: ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି । ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଛନ୍ତି । ଏହି ଅବସରରେ ସେ ହାଇକୋର୍ଟଙ୍କୁ ପୂର୍ବ ନିର୍ଦ୍ଦେଶ ପାଳନ କରିଥିବା ରିପୋର୍ଟ ଦାଖଲ କରିଛନ୍ତି । ନିର୍ଦ୍ଦେଶ…

ରାସନକାର୍ଡର ମୃତ ହିତାଧିକାରୀଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା ସେହି ବ୍ୟକ୍ତିଙ୍କ ଠାରୁ…

PUCC ନଥିଲେ ବି ମିଳିବ ପେଟ୍ରୋଲ ଓ ଡିଜେଲ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର

ଭୁବନେଶ୍ବର: ପେଟ୍ରୋଲ ଓ ଡିଜେଲ ନମିଳିବା ନିଷ୍ପତ୍ତି ପ୍ରତ୍ୟାହୃତ କଲା ପରିବହନ ବିଭାଗ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନିଜ ନିଷ୍ପତ୍ତିରୁ ଓହରିଛି ବିଭାଗ । ଗାଡ଼ିର ପ୍ରଦୂଷଣ ସାର୍ଟିଫିକେଟ୍ ନଥିଲେ ମଧ୍ୟ ପେଟ୍ରୋଲ ପମ୍ପଗୁଡ଼ିକ ଗ୍ରାହକଙ୍କୁ ତେଲ ଦେବାରୁ ବଞ୍ଚିତ କରିପାରିବେ ନାହିଁ ବୋଲି…

ଚାଲିଥିଲା ବେଆଇନ ବାଣ ତିଆରି, ବିସ୍ଫୋରଣ ଘଟି ୫ ଆହତ

ଭୁବନେଶ୍ବର: ଛାତ ଉପରେ ବାଣ ଭିଡିବା ବେଳେ ବିସ୍ଫୋରଣ ଘଟି ୫ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ୩ ଜଣ ମହିଳା ଅଛନ୍ତି । ଭୁବନେଶ୍ବର ସୁନ୍ଦରପଦା ନିୟୁ ଆଜାଦ ନଗରରେ ଏହି ଘଟଣା ଘଟିଛି । ବାଣ ବିସ୍ଫୋରଣରେ ପରେ ସେ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ନେଇ ଜଣାପଡିଛି । ବିନା ଲାଇସେନ୍ସରେ…

ଏହି ସବୁ ସମସ୍ୟା ନେଇ ଫେବ୍ରୁଆରୀ ୨ରୁ ୧୭ ଯାଏଁ ପ୍ରତିଟି ଜିଲ୍ଲାରେ ବିକ୍ଷୋଭ କରିବ ବିଜେଡି

ଭୁବନେଶ୍ୱର: ଫେବ୍ରୁଆରୀ ୨ରୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରତିଟି ଜିଲ୍ଲାରେ ବିକ୍ଷୋଭ କରିବ ବିଜେଡି । ଚାଷୀଙ୍କ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ । ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତୃମଣ୍ଡଳୀ ଏହି ସୂଚନା…

Weather Update: ଆସନ୍ତା ୪ ଦିନ ମଧ୍ୟରେ ୨ରୁ ୩ ଡିଗ୍ରି ବଢିବ ରାତି ତାପମାତ୍ରା, କମିବ ଶୀତ

ଭୁବନେଶ୍ବର: ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଫଳରେ ପୂର୍ବ ଅପେକ୍ଷା ଶୀତ ପ୍ରକୋପ କମିଛି । ତେବେ ଆଗକୁ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ…

Police Medals: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।…

Republic Day: ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର: ଦିଲ୍ଲୀରୁ ପଲ୍ଲୀ ସବୁଠି ଗଣତନ୍ତ୍ର ଦିବସର ଉତ୍ସାହ । ଆଜି ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ । ଚାରିଆଡେ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ଏହି ଅବସରରେ ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହ ଭବ୍ୟ ପରେଡ ଆରମ୍ଭ…

ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ

ଭୁବନେଶ୍ବର: ଆସନ୍ତା ୨୮ ତାରିଖରେ ଓଡ଼ିଶା ବନ୍ଦ । ଏହି ବନ୍ଦ ଡାକରା ଦେଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ । ସାଧାରଣ ଲୋକଙ୍କ ୩ ଦଫା (ପ୍ରଦୂଷଣ, ଧାନମଣ୍ଡି ଅବ୍ୟବସ୍ଥା, ଟାଟା ପାଓ୍ବାର ଯନ୍ତ୍ରଣା) ଦାବିକୁ ନେଇ ଏହି ବନ୍ଦ ପାଳନ କରାଯିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି । ଅନ୍ୟ…