Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କଟକ ଜିଲ୍ଲାର ପ୍ରମୁଖ ମନ୍ଦିର ଗୁଡିକର ଉନ୍ନୟନ କାର୍ଯ୍ୟକୁ ଅତି ଶୀଘ୍ର ଶେଷ କରିବାକୁ ପୂର୍ତ୍ତ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: କଟକ ଜିଲ୍ଲା ଅନ୍ତର୍ଗତ ମା' କଟକ ଚଣ୍ଡୀ, ନୀଳମାଧଵ, ମା' ଚର୍ଚ୍ଚିକା, ଧବଳେଶ୍ୱର ଓ ଗୋପୀନାଥ ଜୀଉ ମନ୍ଦିର ଉନ୍ନୟନ ପ୍ରକଳ୍ପର ସମୀକ୍ଷା ବୈଠକ ଆଜି ସ୍ଥାନୀୟ ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ…

ଓଡ଼ିଶା ନାଭାଲ ଟାଟା ହକି ତୃଣମୂଳ ଲିଗ୍ ଚାମ୍ପିୟନସିପ୍: ଲାଠିକଟା ବାଳିକା, କୁଆଁରମୁଣ୍ଡା ବାଳକ ବିଜୟ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମ୍‌ ଠାରେ ଓଡ଼ିଶା ନାଭାଲ ଟାଟା ହକି ତୃଣମୂଳ ଲିଗ୍ ଚାମ୍ପିୟନସିପ୍ ୨୦୨୫ର ୫ମ ସଂସ୍କରଣର ଶେଷ ପର୍ଯ୍ୟୟ ସମାପ୍ତ ହୋଇଛି । ଓଡିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଉଦୀୟମାନ ହକି ପ୍ରତିଭାମାନଙ୍କ ପାଇଁ ଏହି ୫ ଦିନିଆ ଉତ୍ସବ ଆଜି ଉଦଯାପିତ ହୋଇଯାଇଛି । ବାଳିକା…

ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ବାଲେଶ୍ଵର ପୀଡ଼ିତା; ଏମ୍ସ ଯାଇ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଫକିର ମୋହନ ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ପୀଡ଼ିତାଙ୍କୁ ଆଇସିୟୁରେ ଭେଣ୍ଟିଲେଟରରେ ରଖି…

ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।…

ଆଜିଠୁ ୩ ଦିନ ପ୍ରବଳ ବର୍ଷିବ! ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ,…

୫ ଦିନ ପରେ ଆନ୍ଦୋଳନ ପ୍ରତ୍ୟାହାର କାଲା ଡ୍ରାଇଭର ସଙ୍ଘ

ଭୁବନେଶ୍ବର: ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଙ୍ଘ । ୫ଦିନ ପରେ ପ୍ରତ୍ୟାହାର ହେଲା ଡ୍ରାଇଭର ଆନ୍ଦୋଳନ । ଆଜିଠୁ ପୁଣିଥରେ ଷ୍ଟିୟରିଂ ଧରିଲେ ରାଜ୍ୟର ହଜାର ହଜାର ଡ୍ରାଇଭର । ୭ଦଫା ଦାବି ନେଇ ସରକାରଙ୍କ ସହ ସକରାତ୍ମକ ଆଲୋଚନା ହୋଇଥିବା ବେଳେ ଆନ୍ଦୋଳନ ପ୍ରତ୍ୟାହାର କରାଯାଇଥିବା ଘୋଷଣା…

କଲେଜ ଛାତ୍ରୀଙ୍କ ଆତ୍ମହୁତି ଉଦ୍ୟମ ଘଟଣା; ସାଙ୍ଘାତିକ ଅଭିଯୋଗ ଆଣିଲେ ପୀଡ଼ିତାଙ୍କ ବାପା..

ବାଲେଶ୍ବର: ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଜଣେ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ପ୍ରିନ୍ସିପାଲ ଓ ଏଚଓଡିଙ୍କ ବିରୋଧରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ପୀଡ଼ିତାଙ୍କ ବାପା । ସେ କହିଛନ୍ତି ମୋ ଝିଅକୁ ପ୍ରିନ୍ସିପାଲ ମାନସିକ ନିର୍ଯାତନା ଦେଇଛନ୍ତି । ପ୍ରିନ୍ସିପାଲ କହିଥିଲେ ସବୁ…

ଡ୍ରାଇଭର ସଂଘରେ ଫାଟ; ମୁହଁ ଖୋଲିଲେ ସଭାପତି ପ୍ରଶାନ୍ତ ମେଣ୍ଡୁଲି

ଭୁବନେଶ୍ୱର: ଡ୍ରାଇଭର୍ ସଂଘରେ ଫାଟ ନେଇ ସଂଙ୍ଘର ସଭାପତି ପ୍ରଶାନ୍ତ ମେଣ୍ଡୁଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । କାନ୍ଦି କାନ୍ଦି ଭିଡିଓ ଜାରି କଲେ ମେଣ୍ଡୁଲି । ଡ୍ରାଇଭର୍ ଭାଇମାନେ ବିଚାର କରନ୍ତୁ, ଏ ସମୟ ଆଉ ପାଇବନି ବୋଲି ସେ କହିଛନ୍ତି । ଯେଉଁ ଭାଇମାନେ ମାଲିକଙ୍କୁ ଚାହୁଁଛନ୍ତି,…

ଓଡ଼ିଶା ଆସୁଛନ୍ତି ମହାମହିମ; କମିଶନରେଟ୍ ପୋଲିସର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ବର: ଆସନ୍ତା ୧୪ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାମହିମଙ୍କ ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜୋରଦାର ଚାଲିଛି ପ୍ରସ୍ତୁତି । ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଉଛି । ୧୪ ତାରିଖ ଅପରାହ୍ନରେ ନୂଆଦିଲ୍ଲୀରୁ…

ଗିରଫଦାରି ପଛରେ ବିଜେଡିର ଷଡ଼ଯନ୍ତ୍ର ରହିଛି: ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା । ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ ବର୍ଷିଲେ । ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ୍‌ କଲେ ଅର୍ଚ୍ଚନା…