Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନସିପ୍‌: ପୁରୁଷ ବର୍ଗରେ ପଞ୍ଜାବ ପୋଲିସ ଓ ମହିଳା ବର୍ଗରେ ସିଆରପିଏଫ୍ ଚାମ୍ପିୟନ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ୭୩ତମ ସର୍ବଭାରତୀୟ ପୋଲିସ ହକି ଚାମ୍ପିୟନସିପ୍‌-୨୦୨୫ ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ଓଡ଼ିଶାର ରାଜ୍ୟପାଳ ଡ଼.ହରି ବାବୁ କମ୍ଭମପତି ଯୋଗ ଦେଇ ଚାମ୍ପିୟନ ହୋଇଥିବା ପଞ୍ଜାବ (ପୁରୁଷ) ଓ ସିଆରପିଏଫ…

ନାରୀ ନିର୍ଯ୍ୟାତନା ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ମଶାଲ ଶୋଭାଯାତ୍ରା

ଭୁବନେଶ୍ୱର: ଓଡ଼ିଶାର ନାରୀ ନିର୍ଯ୍ୟାତନା, ଦୁଷ୍କର୍ମ, ଗଣଦୁଷ୍କର୍ମ, ହତ୍ୟା ଓ ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ମଶାଲ ଶୋଭାଯାତ୍ରା ଆୟୋଜିତ ହୋଇଛି । ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସଙ୍କ ଆହ୍ୱାନ କ୍ରମେ ଆଜି ଭୁବନେଶ୍ଵର ଜିଲ୍ଲା କଂଗ୍ରେସ ପକ୍ଷରୁ…

‘ମା’ଙ୍କ ମୁହଁରେ ଶିଶୁ ପୁତ୍ରକୁ ପାଇବାର ହସ ଦେଖି ମୁଁ ଅତ୍ୟନ୍ତ ଆନନ୍ଦିତ’

ଭୁବନେଶ୍ୱର: ରାଜଧାନୀ ରାମ ମନ୍ଦିର ସାମ୍ନାରୁ ଜଣେ ଦୃଷ୍ଟି ବାଧିତ ମା' କୋଳରୁ ଚୋରି ହୋଇଥିବା ଶିଶୁ ପୁତ୍ରକୁ ବାଲେଶ୍ବରରୁ ଉଦ୍ଧାର କରାଯାଇଛି । ଏହି ଘଟଣାରେ ଆଜି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣଁ ମାଝୀ । ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସ ରେ ପୋଷ୍ଟ କରି…

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣା; ଦୋଷୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି । ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ…

ଟାଇମପାସ୍‍ ବହିବିଷୁବ: ନୂଆବର୍ଷରେ ପାଠକାର୍ପିତ ହେଲା ୮ ନୂଆ ଲେଖିକାଙ୍କ ବହି

ଭୁବନେଶ୍ୱର: ଖରାର ନଖରାମିରେ ଯେତେବେଳେ ଅସ୍ତବ୍ୟସ୍ତ ଏପ୍ରିଲ, ଝାଳର ଝାଲରରେ ଯେତେବେଳେ ଅଣନିଃଶ୍ୱାସୀ ଦେହମୁଣ୍ଡ, ତାତିର ପ୍ରକୋପରେ ହଟହଟା ମନ ଆଉ ଛାତି, ସେମିତି ଏକ ଖରାଟିଆ ଅପରାହ୍ନରେ ନିଆରା ଢଙ୍ଗରେ ପାଳିତ ହୋଇଥିଲା ସ୍ଥାନୀୟ ବୁଦ୍ଧମନ୍ଦିରରେ ‘ବହିବିଷୁବ’ କାର୍ଯ୍ୟକ୍ରମ । ମହାବିଷୁବ…

ଏପ୍ରିଲ ୧୯ରେ ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ

ଭୁବନେଶ୍ୱର: ଓଡିଶା ଆସୁଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ । ଏପ୍ରିଲ ୧୯ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୋମବାର ଗଣମାଧ୍ୟମକୁ ସୂଚନା…

ଦୁଇ ମାସ ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ବର: ଦୁଇ ମାସ ଯାଏଁ ସମୁଦ୍ରକୁ ଯାଇପାରିବେ ନାହିଁ ମତ୍ସ୍ୟଜୀବୀ । ରାଜ୍ୟର ପୂର୍ବ ଉପକୂଳ ଗୁଡିକରେ ଆସନ୍ତା ୧୫ ତାରିଖରୁ ସାମୁଦ୍ରିକ କଟକଣା ଲାଗୁ ହେବ । ଏନେଇ ଓଡ଼ିଶା ସରକାରଙ୍କ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ୧୧ ତାରିଖରେ ନୋଟିସ ଜାରି କରାଯାଇଛି । ନୋଟିସ ନଂ. ୪୦୩୮ରେ ରହିଛି…

ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ…

ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

ଭୁବନେଶ୍ବର: ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢୀ ଯୋଗଦେଇଥିଲେ । ଶ୍ରୀମତୀ ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।…

ରାମ ମନ୍ଦିର ଆଗରୁ ଶିଶୁ ପୁତ୍ର ଚୋରି ଅଭିଯୋଗ; ପୋଲିସର ତନାଘନା

ଭୁବନେଶ୍ବର: ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଛି । ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାମ ମନ୍ଦିର ପାଖରୁ ରାତି ୩ଟା ବେଳେ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା ଅଭିଯୋଗ ହୋଇଛି । ଏନେଇ ଖାରବେଳ ନଗର ଥାନାରେ ଅଭିଯୋଗ…