Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ୪ ପୋଲିସଙ୍କ ଉପରୁ ହଟିଲା ନିଲମ୍ବନ

ଭୁବନେଶ୍ବର: ଖଣ୍ଡଗିରି ଭରତପୁର ଥାନାରେ ମେଜର୍‌ ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ୪ ଜଣ ପୋଲିସ କର୍ମଚାରୀଙ୍କ ଉପରୁ ନିଲମ୍ବନ ହଟାଇ ଦିଆଯାଇଛି । ହେଲେ ଏହି ଘଟଣାରେ ନିଲମ୍ବିତ ତତ୍କାଳୀନ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ଉପରୁ ନିଲମ୍ବନ ଆଦେଶ ହଟିନାହିଁ ।…

ଆସନ୍ତା ୪ ଦିନ ଯାଏଁ ଝଡ଼ବର୍ଷା ଚେତାବନୀ, ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ପୂର୍ବ ଅପେକ୍ଷା ଖରାର ପ୍ରକୋପ ହ୍ରାସ ପାଇଛି ସତ ହେଲେ ଉପକୂଳବର୍ତ୍ତୀ ଜିଲ୍ଲା ଓ ଏହାର ଆଖପାକ ଅଞ୍ଚଳଗୁଡ଼ିକରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଅସହ୍ୟ ଗୁଳୁଗୁଳି ଅନୁଭୁତ ହେଉଛି । ଆଜି ସକାଳ ୮ଟା ୩୦ ସୁଦ୍ଧା ଆର୍ଦ୍ରତା…

ୟୁନିଟ-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ୩୦ ବର୍ଷ ପରେ ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠର ଠିକଣା । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପରିବର୍ତ୍ତେ ଆଜିଠୁ ୟୁନିଟ୍-୨ ସ୍ଥିତ କ୍ୟାପିଟାଲ ନର୍ସରି ନିକଟସ୍ଥ ପୁରୁଣା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ସାଧାରଣ…

ବିଏମସି କର୍ମଚାରୀଙ୍କୁ ମଦ ବୋତଲରେ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) କର୍ମଚାରୀଙ୍କୁ ମଦ ବୋତଲରେ ଆକ୍ରମଣ କରାଯାଇଥିବା ସୂଚନା ରହିଛି । ଭିଏସଏସ ନଗର ଫାଣ୍ଡି ସମ୍ମୁଖରେ ଷ୍ଟ୍ରିଟ ଲାଇଟ ମରାମତିବେଳେ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି । ମୁଣ୍ଡରେ ମଦ ବୋତଲ ଫଟାଇବା ସହିତ ଗୋଡ଼ାଇ ଗୋଡ଼ାଇ…

ଭୁବନେଶ୍ୱରରେ ଖୋଲିବ ରାଷ୍ଟ୍ରୀୟ ତଦନ୍ତ ସଂସ୍ଥା ଶାଖା

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ରାଷ୍ଟ୍ରୀୟ ତଦନ୍ତ ସଂସ୍ଥା (ଏନଆଇଏ) ର ଏସପି କାର୍ଯ୍ୟାଳୟ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଭୁବନେଶ୍ୱରର ଭିଏସଏସନଗରରେ ପ୍ରାରମ୍ଭିକ ଭାବେ ଏନଆଇଏର ଶାଖା କାର୍ଯ୍ୟ କରିବ ବୋଲି ଗୃହ ସଚିବ ସତ୍ୟବ୍ରତ ସାହୁଙ୍କ ଦ୍ୱାରା…

ସିନ୍ଦୁରର ନାଲି ରଙ୍ଗ ଶତୃମାନଙ୍କ ପାଇଁ ବିପଦ ଏବଂ ଭାରତୀୟଙ୍କ ପାଇଁ ବିଜୟର ସଂକେତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ କହିଛନ୍ତି ଯେ, ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ…

ଯାତ୍ରୀ ଚାହିଦା ବୃଦ୍ଧିକୁ ଦୃଷ୍ଟିରେ ରଖି ହାଓ୍ବଡ଼ା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ଅଧିକ କୋଚ୍ ସଂଯୋଗ

ଭୁବନେଶ୍ୱର: ହାଓ୍ବଡ଼ା ଏବଂ ପୁରୀ ମଧ୍ୟରେ ଦ୍ରୁତ ଏବଂ ଅଧିକ ଆରାମଦାୟକ ରେଳ ଯାତ୍ରା ଉପଲବ୍ଧ କରାଇବା ପାଇଁ ବର୍ଦ୍ଧିତ ଚାହିଦାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ୨୨୮୯୫/୨୨୮୯୬ ହାଓ୍ବଡ଼ା-ପୁରୀ-ହାଓ୍ବଡ଼ା ବନ୍ଦେ ଭାରତ ଏକ୍ସପ୍ରେସରେ ୨୫ ପ୍ରତିଶତ କୋଚ୍ ବୃଦ୍ଧି ଘୋଷଣା କରିଛି । ଆଜିଠାରୁ,…

ବଡବିଲ ‘ଡୁବୁନା’ ଲୌହ ପଥର ଖଣିର ପୁନଃ ଆରମ୍ଭ, ବାର୍ଷିକ ଉତ୍ପାଦନ ହେବ ୩ ନିୟୁତ ଟନ୍

ଭୁବନେଶ୍ୱର: ଖଣିଜ ସମ୍ପଦ ପରିପୂର୍ଣ୍ଣ ରାଜ୍ୟ ଭାବେ ଓଡିଶା ଭାରତ ବର୍ଷରେ ଏକ ଅଗ୍ରଣୀ ରାଜ୍ୟ । ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡିଶାରେ ମହଜୁଦ୍ ଅଛି । ଓଡ଼ିଶା ଖଣି ନିଗମ (ଓଏମସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ…

ରାଜା ଚକ୍ରକୁ ଝଟକା: ଜାମିନ ଆବେଦନ ଖାରଜ ସହ ବାଜ୍ୟାପ୍ତି ହେବ….

ଭୁବନେଶ୍ବର: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନ ଖାରଜ । ଆଜି ତାଙ୍କ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏହାସହ ରାଜାର ୩ ସହଯୋଗୀଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଦେଇଛନ୍ତି ହାଇକୋର୍ଟ । ଏହି ମାମଲାରେ ୫ ଗିରଫ ଅଭିଯୁକ୍ତଙ୍କ…

ରୁହନ୍ତୁ ସତର୍କ; ୭ ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ

ଭୁବନେଶ୍ବର: ଆଜି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୭ଟି ଜିଲ୍ଲାକୁ ୨ ଘଣ୍ଟିଆ ରେଡ୍‌ ଆଲର୍ଟ ଜାରି କରିଛି । କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମକୁ ରେଡ୍‌ ଆଲର୍ଟ ହୋଇଛି। ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପିଛା ୬୦ରୁ ୭୦ କିମି ସହ ବର୍ଷା ସମ୍ଭାବନା…