Latest Odisha News

BREAKING NEWS

Browsing Category

କଟକ

Cuttack

କଟକରେ ହନିଟ୍ରାପ୍‌ ! ୩ ଅଭିଯୁକ୍ତ ଗିରଫ, ଯୁବତୀ ଫେରାର

କଟକ: କଟକରେ ହନିଟ୍ରାପ୍‌ । ଦେହ ବ୍ୟବସାୟ ଲୋଭ ଦେଖାଇ ଲୁଟ୍‌ ଓ ବ୍ଲାକ୍‌ମେଲିଂ । କଟକ, ଲାଲବାଗ ଥାନା ପୋଲିସ ଦ୍ୱାରା ହନିଟ୍ରାପ ରାକେଟର ପର୍ଦ୍ଦାଫାସ୍ । ଜଣେ ଯୁବ ଇଞ୍ଜିନିୟରଙ୍କୁ ହନି ଟ୍ରାପର ଶୀକାର କରିବା ଅଭିଯୋଗରେ ଲାଲବାଗ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏହି ଘଟଣାରେ…

[ଭିଡ଼ିଓ] ପୁଣି ଧରା ପଡିଲା ସେକ୍ସ ରାକେଟ୍ :୨ ଯୁବତୀ ଉଦ୍ଧାର, ଦଲାଲ ଗିରଫ

କଟକ: କିଛି ଦିନ ବ୍ୟବଧାନ ପରେ ପୁଣି ଧରା ପଡିଲା ସେକ୍ସ ରାକେଟ୍ । ଖୋଦ୍ ଥାନା ପଛ ପଟେ ଚାଲିଥିଲା ଖୁଲମଖୁଲା ଦେହ ବେପାର । କଟକ ମର୍କତ ନଗର ଥାନା କିଛି ଦୂରରେ ଥିବା ଏକ ଗେଷ୍ଟ ହାଉସରେ ଚାଲିଥିଲା ଏହି ରାକେଟ । ତେବେ ପୁଲିସ ନିକଟରେ ଖବର ପହଂଚିବା ପରେ ଅଚାନକ ଭାବେ ଚଢାଉ କରାଯିବା ସହିତ ୨…

ବାରଙ୍ଗରେ ହାତୀ ଆତଙ୍କ, ହାତୀପଲଙ୍କୁ ଘଉଡ଼ାଇବାକୁ ବନ ବିଭାଗର ଉଦ୍ୟମ

କଟକ: ବଢ଼ୁଛି ହାତୀପଲଙ୍କ ଉପଦ୍ରବ । ଆତଙ୍କିତ ଅବସ୍ଥାରେ ଗ୍ରାମବାସୀ । କଟକ ବାରଙ୍ଗ ଅଞ୍ଚଳ ଚନ୍ଦକା ଡ଼ମପଡ଼ା ରେଞ୍ଜ ଅଧୀନ ରତାଗଡ଼ ପାହାଡ଼ରେ ହାତୀପଲ ପଶିଛନ୍ତି । ହାତୀପଲ ଚାଷ ଜମି ସହ ଫସଲ ନଷ୍ଟ କରିଦେଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ, ରତାଗତ ପାହାଡ଼ ନିକଟ ଚାଷଜମିକୁ ହାତୀପଲ…

ଭୁବନେଶ୍ୱର ମହାନଗର ନିଗମର ମେୟର ହେବେ ମହିଳା

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ପ୍ରକ୍ରିୟା ତାରିଖ ଘୋଷଣା ହୋଇଛି । ରାଜ୍ୟରେ ପୌର ନିର୍ବାଚନକୁ ରାଜ୍ୟ ସରକାର ଶୀଘ୍ର ସାରିବାକୁ ମଧ୍ୟ ଯୋଜନା କରିଛନ୍ତି। ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମର ମେୟର ପଦବୀକୁ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଥିବାବେଳେ କଟକ ମହାନଗର ନିଗମର ମେୟର…

କଟକରେ ଆପାର୍ଟମେଣ୍ଟରେ ଲାଗିଲା ନିଆଁ

କଟକ: ଆପାର୍ଟମେଣ୍ଟରେ ଲାଗିଲା ନିଆଁ । କଟକ ବାଦାମବାଡ଼ିରେ ଥିବା ଗୋଟିଏ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ହୋଇଛି । ବିକାଶ ଭବନ ସାମ୍ନାରେ ଥିବା ଆପାର୍ଟମେଣ୍ଟର ତୃତୀୟ ମହଲାରେ ନିଆଁ ଲାଗିଥିଲା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ ଟିମ୍ । ତୁରନ୍ତ ନିଆଁ ଲିଭା କାମ ଆରମ୍ଭ…

ବ୍ରିଜ ତଳୁ ଡ଼ାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ: କଟକ ମଧୁସୂଦନ ବ୍ରିଜ୍ ତଳୁ ଡ଼ାକ୍ତରୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ହେଲେ ଏସସିବି ମେଡ଼ିକାଲ କଲେଜରେ ପିଜି ଶେଷବର୍ଷ ଛାତ୍ର । ମୃତ ଛାତ୍ର ବ୍ରହ୍ମପୁର ଅଞ୍ଚଳର ଜଗମୋହନ ସେଠୀ ବୋଲି ଜଣାପଡ଼ିଛି । ଗତକାଲିଠାରୁ ସେ ନିଖୋଜ ଥିଲେ । ବ୍ରିଜ ଉପରେ ଗତକାଲିଠୁ ତାଙ୍କର…

ତପସ୍ୱିନୀ-ସୁମିତ ବିବାଦ ମାମଲା , ହାଇକୋର୍ଟରେ ସୁମିତ୍

କଟକ : ବ୍ରହ୍ମପୁର ଚର୍ଚ୍ଚିତ ତପସ୍ୱିନୀ ସୁମିତ୍ ବିବାଦ ମାମଲା । ଏହି ମାମଲା ଏବେ ହାଇକୋର୍ଟରେ ପହଁଞ୍ଚିଛି ।ସୁମିତ୍ ବ୍ରହ୍ମପୁର ଜିଲ୍ଲା ଦୌରା ଜଜଙ୍କ ନିର୍ଦ୍ଦେଶ ବିରୋଧରେ ହାଇକୋର୍ଟରେ ଅପିଲ କରିଛନ୍ତି ।ଗତ ୨୦ ତାରିଖ ରାତିରେ ୩୦ରୁ ଅଧିକ ମହିଳା ସୁମିତଙ୍କ ବ୍ରହ୍ମାନଗର ଘର ଗେଟ ଭାଙ୍ଗି…

କଟକ ଏସ୍ପି ସିଗନାଲ ଅଫିସରେ ୧୧ ଜଣ କୋଭିଡ ପଜିଟିଭ ଚିହ୍ନଟ

କଟକ : ରାଜ୍ୟରେ କୋରନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଛି । ଶୁକ୍ରବାର କଟକ ତୁଳସୀପୁର ଏସ୍ପି ସିଗନାଲ ଅଫିସରେ ୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସିଗନାଲ ଟ୍ରେନିଂ ସେଣ୍ଟର ଅଫିସକୁ ସିଲ କରାଯାଇଛି । ତେବେ ଯେଉଁମାନେ ସଂକ୍ରମିତ ଅଛନ୍ତି ତାଙ୍କ…

‘ଦିବଙ୍ଗତ ବିଜେପି ନେତା କୁଳମଣି ଓ ଦିବ୍ୟସିଂହ ବାବୁଙ୍କ ପରିବାରକୁ ନ୍ୟାୟ କେବେ ମିଳିବ ?

ଭୁବନେଶ୍ୱର: ମାହାଙ୍ଗା ଡବଲ ମର୍ଡର ଘଟଣାର ବର୍ଷେ ବିତିଯାଇଥିଲେ ମଧ୍ୟ ବିଜେପି ନେତା ସ୍ୱର୍ଗତ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ପରିବାର ଓ ତାଙ୍କୁ ଭଲ ପାଉଥିବା ଲୋକମାନେ ଏବେ ବି ନ୍ୟାୟ ଅପେକ୍ଷାରେ ଅଛନ୍ତି । ଏହି ଘଟଣାରେ ନିରପେକ୍ଷ ତଦନ୍ତ କରି ପ୍ରକୃତ ଦୋଷୀଙ୍କ ବିରୋଧରେ କେବେ ଦୃଢ଼…

ରାଜଧାନୀ କୋଚ ସହିତ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ଶୁଭାରମ୍ଭ କରିବେ କେନ୍ଦ୍ର ରେଳ ମନ୍ତ୍ରୀ

ଭୁବନେଶ୍ୱର: ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଜାନୁୟାରୀ ମାସ ୬ ତାରିଖ ଦିନ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ରାଜଧାନୀ କୋଚ ସହିତ ଚଳାଚଳକୁ ଆଭାସୀ (ଭିଡିଓ କାନଫରେନସି)…