Latest Odisha News

BREAKING NEWS

Browsing Category

କଟକ

Cuttack

[ଭିଡ଼ିଓ] ‘ନାମର୍ଦ୍ଦ’ର ଶୁଭ ମହୁରତ

କଟକ: ଆଗକୁ ଆସୁଛି ଫିଲ୍ମ ନାମର୍ଦ୍ଦ । ଜଣେ ପୁରୁଷର ଚିନ୍ତା ଧାରା ଉପରେ ପର୍ଯ୍ୟବେସିତ ହୋଇଛି ଏହି ମୁଭି । ଜଣେ ସମ୍ଭ୍ରାନ୍ତ ଘରର ଯୁବକ ପ୍ରେମରେ ପଡ଼ି କିଭଳି ବିପଥଗାମୀ ହେଉଛି ତାହା ଏଥିରେ ଦେଖାଯାଇଛି । କଟକ ଚୌଧୁରୀ ବଜାର କଳିଙ୍ଗ ଗେଷ୍ଟ ହାଉସ ପରିସରରେ ଏହାର ଶୁଭ ମହୁରତ ଅନୁଷ୍ଠିିତ…

[ଭିଡ଼ିଓ]ଓଡ଼ିଶା ବନ୍ଦ ଡ଼ାକରାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଭୁବନେଶ୍ୱର: ମମିତା ମାମଲାରେ କାଲି କଂଗ୍ରେସ ପକ୍ଷରୁ ବନ୍ଦ ଡାକରାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବନ୍ଦ କରିପାରିବନି ବୋଲି କୋର୍ଟ କହିଛନ୍ତି । ବନ୍ଦ କରିପାରିବେନି, ଚାହିଁଲେ ହରତାଳ କରିପାରିବେ ବୋଲି ହାଇକୋର୍ଟ…

ଭାଇରାଲ ହେଉଛି ଭିଡ଼ିଓ, ସୀମା ଟପିଯାଉଛି ଅଶ୍ଳୀଳତା

କଟକ: ଭାଇରାଲ ହେଉଛି ଭିଡ଼ିଓ । ସୋସିଆଲ ମିଡିଆରେ ଅଶ୍ଳୀଳତାର ସୀମା ଟପି ଯାଉଛନ୍ତି ଯୁବପୀଢି । କଟକରେ ସେମିତି ଏକ ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି । ଭୁବନେଶ୍ବରର କେବିଏନ୍ ଗ୍ରୁପ ଭଳି କଟକରେ ମଧ୍ୟ ଗୋଟିଏ ଗୋଷ୍ଠୀର ମାରଣାସ୍ତ୍ର ସହ ଭିଡିଓ ଭାଇରାଲ ହୋଇଛି ।  ଭିଡିଓରେ ବ୍ୟବହୃତ…

ପ୍ରଫେସର ଗଣେଶ୍ୱର ମିଶ୍ରଙ୍କ ତୈଳଚିତ୍ର ଉନ୍ମୋଚିତ

କଟକ: ସୁନାମଧନ୍ୟ ଲେଖକ ପ୍ରଫେସର ଗଣେଶ୍ୱର ମିଶ୍ରଙ୍କ ତୈଳଚିତ୍ର କଟକ ବାଣୀପୀଠ ଶ୍ରୀରାମଚନ୍ଦ୍ର ଭବନଠାରେ ଉନ୍ମୋଚିତ ହୋଇଯାଇଛି । ଓଡ଼ିଶାର ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଉତ୍କଳ ସାହିତ୍ୟ ସମାଜ ପକ୍ଷରୁ ଶ୍ରୀ ରାମଚନ୍ଦ୍ରଭବନରେ ରବିବାର ସନ୍ଧ୍ୟାରେ ଏହି କାର୍ଯ୍ୟ‌କ୍ରମ ଅନୁଷ୍ଠିତ…

DRDO ଗୁପ୍ତତଥ୍ୟ ଚୋରି ମାମଲାରେ ମୁମ୍ବାଇ ଲିଙ୍କ୍

ଭୁବନେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଗୁପ୍ତ ତଥ୍ୟ ଲିକ୍ ଘଟଣା  ।  ଏବେ ମୁମ୍ବାଇ ଲିଙ୍କ୍ ସମାନକୁ ଆସିଛି । ୫ ଜଣ ଗିରଫ ହେବା ଘଟଣାରେ ସାମ୍ନାକୁ ଆସିଛି ନୂଆ ତଥ୍ୟ । ଏହି ଘଟଣାରେ ଆଉ ଜଣେ ମହିଳାଙ୍କ ସମ୍ପୃକ୍ତି ଥିବା ନେଇ ସୂଚନା ମିଳିଥିବା କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ…

କଟକରୁ ପୁଣି ଜବତ ହେଲା ୫ ଲକ୍ଷ ଟଙ୍କାରୁ ଅଧିକ ବେଆଇନ ବାଣ

କଟକ:  କଟକରୁ ପୁଣି ଜବତ ହେଲା ବେଆଇନ ବାଣ । ସ୍ଥାନୀୟ ଗୋପାଳ ସାହିରେ ଚଢ଼ାଉ କରି ବିଡ଼ାନାସି ପୋଲିସ ବିପୁଳ ପରିମାଣର ବାଣ ଜବତ କରାଯାଇଛି । ଜବତ ହୋଇଥିବା ବାଣର ଅନୁମାନିକ ମୂଲ୍ୟ ୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ । ଏହି ବାଣ ରଖିବା ଅଭିଯୋଗ ରେ ଜଣେ ଯୁବକଙ୍କୁ ପୋଲିସ ଅଟକ ରଖିଛି ।…

ଧବଳେଶ୍ୱର ପୀଠରେ ଲାଗିଲା ୧୪୪ ଧାରା

ଆଠଗଡ଼: ପୁଣି ଲାଗିଲା ୧୪୪ ଧାରା । କଟକ ଜିଲ୍ଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ଲାଗିଛି ୧୪୪ ଧାରା । ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଛି । ଦୀପାବଳି ଅବସରରେ ଭିଡ଼କୁ ଦୃଷ୍ଟିରେ ରଖି ଆଠଗଡ଼ ପ୍ରଶାସନ କଟକଣା ଜାରି କରିଛନ୍ତି । କୋଭିଡ଼…

[ଭିଡ଼ିଓ ] ଭିଜିଲାନ୍ସ ଜାଲରେ ନିମାପଡା ତହସିଲଦାର

ପୁରୀ : ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ । ପୁରୀ ନିମାପଡା ତହସିଲଦାର ରାମ ଚନ୍ଦ୍ର ଜେନା ଭିଜିଲାନ୍ସ ଜାଲରେ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଂକ ନିମାପଡା କାର୍ଯ୍ୟଳୟ ନିକଟ ବାସଭବନରେ ଉପରେ ଆଜି ଚଢ଼ାଉ କରାଯାଇଛି । ନିମାପଡ଼ା ତହସିଲଦାରଙ୍କ ପୁରୀ ସରକାରୀ…

[ଭିଡ଼ିଓ] ସବୁଜ ବାଣକୁ ଗ୍ରୀନ୍ ସିଗନାଲ

କଟକ : ଚଳିତ ବର୍ଷ ବାଣ ଫୁଟାଇବା ପାଇଁ ମିଳିଛି ଅନୁମତି । ଆଉ ଏହି ଅନୁମତି ଦେଇଛନ୍ତି ହାଇକୋର୍ଟ । କେବଳ ଗ୍ରୀନ୍ ବାଣ ଫୁଟାଇବା ପାଇଁ ହାଇକୋର୍ଟ ଦେଇଛନ୍ତି ସବୁଜ ସଙ୍କେତ । ଅଲ୍ ଓଡ଼ିଶା ଫାୟାର ୱାର୍କ୍ସ ଡିଲର୍ସ ଆସୋସିଏସନ୍ ପକ୍ଷରୁ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ରାୟ ଦେଇଛନ୍ତି…

ଶିବ ମନ୍ଦିର ଭିତରୁ ନାଗ ସାପ ଉଦ୍ଧାର

ଆଠଗଡ : ଶିବ ମନ୍ଦିର ଭିତରୁ ନାଗ ସାପ ଉଦ୍ଧାର । ଉଦ୍ଧାର ସମୟରେ ଫଣା ଟେକି ରହିଲା ନାଗ । ଏହି ଦୃଶ୍ୟ ଦେଖିବାକୁ ମିଳିଛି ଆଠଗଡ ସମସରପୁର ପଞ୍ଚାୟତ ନଡୁଆପଡ଼ା ଶଙ୍କର୍ଷଣ ମନ୍ଦିର ରୋଷେଇ ଘରେ  । ଏକ ତିନି ଫୁଟର ନାଗ ସାପକୁ ଉଦ୍ଧାର ବେଳେ ସାପଟି ଫଣା ଟେକି ରହିଥିଲା । ଦୀର୍ଘ ସମୟ…