Latest Odisha News

BREAKING NEWS

Browsing Category

କଟକ

Cuttack

[ଭିଡ଼ିଓ]କାଳୀ ପୂଜା ନେଇ ଚଳଚଞ୍ଚଳ ପୂଜା ମଣ୍ଡପ, ମୂର୍ତ୍ତିରେ ରଙ୍ଗ କାମ ଜାରି

କଟକ : ଆସୁଛନ୍ତି ଶକ୍ତି ପ୍ରଦାୟିନୀ ମାଆ କାଳୀ । ଏଥିପାଇଁ ଚଳଚଞ୍ଚଳ କଟକର ବିଭିନ୍ନ ପୂଜା ମଣ୍ଡପ । କାଳୀପୂଜାକୁ ଆଉ ମାତ୍ର ତିନି ଦିନ ଥିବାରୁ ମାଆଙ୍କ ମୂର୍ତ୍ତିରେ ଏବେ ରଙ୍ଗ କାମ ଜାରି ରହିଛି । ଆଉ ରଙ୍ଗ କାମକୁ ଜୋରସୋରରେ ଆଗେଇ ନେଉଛନ୍ତି ରଙ୍ଗ ଶିଳ୍ପୀ । ଶିଳ୍ପୀଙ୍କ ତୁଳୀରେ ମାଆ…

ସ୍ମାର୍ଟ ହେବ ଛତ୍ର ବଜାର

କଟକ: ସ୍ମାର୍ଟ ହାଟ ପାଇଁ ସିଲଭର ସିଟି କଟକରେ ଚାଲିଛି ଯୋଜନା । କଟକର ପରିଚୟ ଛତ୍ରବଜାର ପରିବା ମାର୍କେଟ ସ୍ମାର୍ଟ ହେବାକୁ ଯାଉଛି । ଦୀର୍ଘ ବର୍ଷର ପୁରୁଣା, ପୁତି ଗନ୍ଧମୟ ଓ ଅଳିଆ ଆବର୍ଜନାରେ ଭର୍ତ୍ତି ହେଉଥିବା ଛତ୍ରବଜାରର ସ୍ୱରୂପ ବଦଳିବାକୁ ଯାଉଛି । ମାଲଗୋଦାମ ପାଖରେ ତିଆରି ହେବାକୁ…

[ଭିଡ଼ିଓ] ବାଲିଯାତ୍ରା ଆୟୋଜନ କରିବାକୁ ଅନୁରୋଧ

କଟକ : କରୋନା ଯୋଗୁ ଫିକା ପଡିଛି ସମସ୍ତ ପର୍ବ ପର୍ବାଣୀ । ଦୁର୍ଗ। ପୂଜାରୁ ନେଇ ଲକ୍ଷ୍ମୀ ପୂଜା ଯାଏଁ ସବୁଠି କଟକଣା । ଏବେ ବାଲିଯାତ୍ରା ବନ୍ଦ କରାଯିବାକୁ ଶୁଣିବାକୁ ମିଳିଥିବା ବେଳେ ସରକାରଙ୍କୁ ଅନୁରୋଧ କରିଛନ୍ତି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ । ଗତବର୍ଷ ବାଲିଯାତ୍ରା ଆୟୋଜନ ସମ୍ପୁର୍ଣ୍ଣ…

[ଭିଡ଼ିଓ ]ୟୁନିଫର୍ମ ଯୋଗାଣରେ ବିଳମ୍ବ ନେଇ ବଢୁଛି ଅଶାନ୍ତି

କଟକ : ସରକାରୀ ଆଇଟିଆଇ ଗୁଡିକରେ ପାଠ୍ୟକ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ସରକାର । ଅକ୍ଟୋବର ୨୫ ତାରିଖ ସୁଦ୍ଧା କଟକ ଖପୁରିଆ ସ୍ଥିତ ଆଇଟିଆଇ ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଗଚ୍ଛିତ ରଖିବା ପାଇଁ ବିଭାଗ ପକ୍ଷରୁ ଆଇଟିଆଇ କର୍ତ୍ତୃପକ୍ଷଙ୍କୁ…

ପୁଲିସ ପଞ୍ଝାରେ ଗ୍ୟାଙ୍ଗଷ୍ଟର ପ୍ରେମିକା

କଟକ: ପୁଲିସ ପଂଝାରେ ଗ୍ୟାଙ୍ଗଷ୍ଟର ସକିଲର ପ୍ରେମିକା ମାନସୀ ନାୟକ ଓରଫ ବେବି । ବଟି ଆଦାୟ ଅଭିଯୋଗରେ ଗିରଫ ହୋଇଛନ୍ତି ବେବି । ଗତ ସପ୍ତାହେ ପୂର୍ବରୁ କଟକ ଶିଶୁଭବନ ଛକରେ କିଛି ଦୁର୍ବୃତ୍ତ, ବେବିର ସହାୟତାରେ ଜଣେ ବିଲଡରଙ୍କୁ ଦାଦବଟି ମାଗିଥିବା ଅଭିଯୋଗ ହୋଇଥିଲା । ବେବି ନାଁରେ କଟକରେ…

ନୂଆ ନିୟମରେ ହେବ ନବମ ଓ ଦଶମ ପରୀକ୍ଷା ,ସ୍କୁଲରେ ହେବନି ଖାତାଦେଖା

କଟକ:ଏଣିକି ନୂଆ ନିୟମରେ ହେବ ନବମ ଓ ଦଶମ ଶ୍ରେଣୀ ପରୀକ୍ଷା । ଦୁଇଟି ସିଟିଂରେ ପରୀକ୍ଷା ଆୟୋଜନ କରାଯିବ। ବର୍ଷକୁ ୪ ଟି ଫରମେଟିଭ ଓ ୨ ଟି ସମେଟିଭ ଆସନେମେଣ୍ଟ ପରୀକ୍ଷା କରାଯିବ। ଏନେଇ ବିସ୍ତୃତ ବିବରଣୀ ଦେଇଛି ମାଧ୍ୟମିକ ଶିକ୍ଷା ବୋର୍ଡ। ଆସନ୍ତା ୨୨ ତାରିଖରୁ ତାରିଖରୁ ଆରମ୍ଭ ହେବ ସମେଟିଭ୍…

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ

କଟକ: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ତଦନ୍ତରେ ସହଯୋଗ କରିବା ଓ ତଦନ୍ତକାରୀ ଅଧିକାରୀଙ୍କ ନିକଟରେ ହାଜର ହେବାକୁ ନିର୍ଦ୍ଦେଶ । ତେବେ ନିମ୍ନ ଅଦାଲତ ଜାମିନର ସର୍ତ୍ତ ଧାର୍ଯ୍ୟ କରିବେ ବୋଲି କୋର୍ଟ…

କଟକରେ ୬୨ ତମ ପୋଲିସ ସହିଦ ଦିବସ ପାଳିତ

କଟକ : ଆଜି ପୋଲିସ ସହିଦ ଦିବସ । କଟକ ବକ୍ସିବଜାର ସ୍ଥିତ ରାଜ୍ୟ ପୋଲିସ କାର୍ଯ୍ୟାଳୟରେ ପାଳିତ ହୋଇଛି ୬୨ ତମ ପୋଲିସ ସ୍କୁୃତି ଦିବସ। ଏହି ଉତ୍ସବରେ ଗତ ବର୍ଷ କୋଭିଡରେ ସହିଦ ହୋଇଥିବା ୨୨ ଜଣ ଏବଂ ୪ ଜଣ ଆଇନଶୃଙ୍ଖଳା ରକ୍ଷା କରି ସହିଦ ହୋଇଥିବା ପୋଲିସଙ୍କର ଅମର ଆତ୍ମାର ସତଗତି ପାଇଁ…

ପୋଲିସ ପଞ୍ଝାରେ ବନ୍ଧୁକ ବ୍ୟବସାୟୀ ,୫ଟି ବନ୍ଧୁକ ସହ ୪ ଜଣ ଅଭିଯୁକ୍ତ ଗିରଫ

କଟକ : କଟକ ପୋଲିସକୁ ପୁଣି ସଫଳତା । କଟକରୁ  ଆଜି ପୁଣି ବେଆଇନ ଅସ୍ତ୍ରଶସ୍ତ୍ର ସହ ୪ ଜଣ ବନ୍ଧୁକ ବେପାରୀଙ୍କୁ ପୋଲିସ ଗିରଫ କରିଛି।ଅଭିଯୁକ୍ତମାନଙ୍କ ଠାରୁ ୫ଟି ବନ୍ଧୁକ,୧୨ଟି ଅଫୁଟା ଗୁଳି ,ଦୁଇଟି ବାଇକ ସହ ୫ ଟି ମୋବାଇଲ ଫୋନକୁ ଜବତ କରିଛି କଟକ ସହରାଞ୍ଚଳ ପୋଲିସ।ଏକ ସାମ୍ବାଦିକ…

କଟକରେ ଅପରାଧ କ୍ଲିନ୍ ଅଭିଯାନ

କଟକ : କଟକରେ ଅପରାଧ କ୍ଲିନ୍ ଅଭିଯାନ । କଟକରେ କମିଶନରେଟ୍ ପୋଲିସ ଜାରି ରଖିଛି ଅପରାଧ କ୍ଲିନ୍ ଅଭିଯାନ । ସେହି ଆଧାରରେ କଟକ ସହରରୁ ପୁଣି ଜବତ ହୋଇଛି ୫ଟି ବନ୍ଧୁକ ଓ ୧୨ ରାଉଣ୍ଡ ଗୁଳି । ବନ୍ଧୁକ ବିକ୍ରି କରିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି । ଜଣଙ୍କ ଘର କଟକରେ ହୋଇଥିବା ବେଳେ…