Latest Odisha News

BREAKING NEWS

Browsing Category

କଟକ

Cuttack

ଜାଲରେ ପଡିଲା ବିଷଧର ତମ୍ପ

ସାଲେପୁର : ଜାଲରେ ପଡିଲା ବିଷଧର ତମ୍ପ । ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ସାଲେପୁର ବହୁଗ୍ରାମରେ । ବହୁଗ୍ରାମ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ବାଡିରେ ଥିବା ପୋଖରୀରୁ ଏହି ସାପଟି ଜାଲରେ ପଡିଛି । ମାଛ ଧରିବା ପାଇଁ ଯିବା ବେଳେ ଏହି ସାପଟିକୁ ଜାଲରେ ଲାଗିଥି ବା ଦେଖି ଭୟଭୀତ ହୋଇଯାଇଥିଲେ ।…

ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ଶପଥ ନେଲେ

କଟକ : ଓଡ଼ିଶା ହାଇକୋର୍ଟରେ ଶପଥ ନେଲେ ୩ ନୂଆ ବିଚାରପତି । ଜଷ୍ଟିସ ମୃଗାଙ୍ଗ ସେଖର ସାହୁ, ଜଷ୍ଟିସ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ  ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ…

କଟକରେ ମା’ ଙ୍କୁ ମେଲାଣି

କଟକ : ଆଜି ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମହାମାୟା । କଟକର ବିିଭିନ୍ନ ସ୍ଥାନରେ ମା' ଙ୍କୁ ଦିଆଯାଉଛି ମେଲାଣି। କୋଭିଡ କଟକଣା ମଧ୍ୟରେ କଟକରେ ମା' ଙ୍କ ବିସର୍ଜନ ଚାଲିଛି ।ଖାଁ ଖାଁ ଲାଗୁଛି କଟକର ଦେବୀଗଡ଼ା ପରିବେଶ । ନାଁ ଆଗ ଭଳି ଆଉ ଭିଡ ଅଛି। ନାଁ ଅଛି ପାର୍ବଣର ମାହୋଲ। ମଣ୍ଡପରୁ ମା…

କଟକରେ ଏନକାଉଣ୍ଟର ପରେ ଧରା ପଡ଼ିଲା ଦୁର୍ଦ୍ଦାନ୍ତ ଅପରାଧୀ ରାକା

କଟକ : କଟକରେ ଦୁର୍ଦ୍ଧାନ୍ତ ଅପରାଧିକୁ କମିଶନରେଟ  ପୋଲିସର ଏନକାଊଣ୍ଟର୍। ଏନକାଉଣ୍ଟରରେ ଜଗତସିଂହପୁର ବାଲିକୁଦାର ଦୁର୍ଦ୍ଦାନ୍ତ ଅପରାଧୀ ରାକା ଓରଫ ରାକେଶ ଦାସ ଆହତ ହୋଇଛି।  ଆହତ ରାକାକୁ ଏସସିବିରେ ଭର୍ତି କରାଯାଇଛି । ସେପ୍ଟେମ୍ବର ୯ ରେ କନ୍ଦରପୁରରେ ଘଟିଥିଲା ଗୁଳିକାଣ୍ଡ ଘଟଣା। ସେହି…

[ ଭିଡ଼ିଓ] ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା

କଟକ: ଧରାପୃଷ୍ଠକୁ ଅବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ଏଥିପାଇଁ ଚଳଚଞ୍ଚଳ ହୋଇପଡିଛି ସିଲଭର୍ ସିଟି କଟକ । ଆଜି ମାଆଙ୍କ ମହାସପ୍ତମୀ ପୂଜା କରାଯାଇଛି । ସହରର ପ୍ରତ୍ୟକଟି ମଣ୍ଡପରେ ମାଆଙ୍କୁ ସ୍ୱତନ୍ତ୍ର ରୀତିନୀତିରେ ପୂଜାର୍ଚ୍ଚନା କରାଯାଇଛି । ଗତକାଲି ବିଲ୍ୱବରଣ ହେବା ପରେ ମହାନଦୀରୁ…

[ଭିଡ଼ିଓ] ମଣ୍ଡପରେ ମା’ଙ୍କ ଷଷ୍ଠୀ ପୂଜା

କଟକ : ଦୁର୍ଗା ପୂଜା ପାଇଁ ଉତ୍ସବମୁଖର ହୋଇଉଠିଛି ପରିବେଶ । ମାଆଙ୍କର ପୂଜା ବେଶ ଧୁମଧାମରେ ଚାଲିଥିବା ବେଳେ ମଣ୍ଡପରେ ଆରମ୍ଭ ହୋଇଯାଇଛି ଷଷ୍ଠୀ ପୂଜା ଏବେ କୋଭିଡ଼ କଟକଣା ଭିତରେ ମାଆଙ୍କର ସମସ୍ତ ନୀତିକ୍ରାନ୍ତି କରାଯାଉଛି । ଶାରଦୀୟ ଦୂର୍ଗାପୂଜାରେ ଆଜି ଦେବୀପୀଠଗୁଡ଼ିକରେ ମା’ଙ୍କ…

କଟକ ପୂଜାରେ ସୁରକ୍ଷା ବ୍ୟବସ୍ଥା ଉପରେ ନଜର

କଟକ: ପୂଜା ପାଇଁ କଟକ ସହରରେ ବ୍ୟାପକ ବ୍ୟବସ୍ଥା । ଦୁର୍ଗା ପୂଜା ଓ ନାଇଟ୍‌ କର୍ଫ୍ୟୁ ପାଇଁ କଟକ ସହରରେ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତହେବେ । ଏହା ସହ ସହରରେ ୧୦୦ ଜଣ ବରିଷ୍ଠ ଅଧିକାରୀ ମୁତୟନ ହେବେ ବୋଲି ଡିସିପି ପ୍ରତୀକ ସିଂହ ସୂଚନା ଦେଇଛନ୍ତି । ସେହିପରି ଡିସିପି ଆହୁରୀ ମଧ୍ୟ…

ଝିଅ ଚିକିତ୍ସା ପାଇଁ ସହାୟତା ଅପେକ୍ଷାରେ ପରିବାର. ..

କଟକ: ଗରିବ ଅସହାୟ ରୋଗୀ ମାନଙ୍କ ପାଇଁ କେତେ କଣ ସୁବିଧା କରାଯାଉଛି । ହେଲେ ବହୁ ସ୍ଥାନରେ ଅସହାୟ ହୋଇ ଚିକିତ୍ସା । ପାଇପାରୁନାହାନ୍ତି ବହୁ ଗରିବ ରୋଗୀ ମାନେ । ଏମିତି କିଛି ଦୟନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ୍ କଟକରେ ।  ଜଣେ ଅସହାୟ ବାପର କରୁଣ କାହାଣୀ ଦେଖିବାକୁ ମିଳିଛି । ରୋଗ…

[ ଭିଡ଼ିଓ] ଶିକାରୀ ପଞ୍ଝାରେ ନିରୀହ ପକ୍ଷୀ

ବାଙ୍କି: ଅବାଧରେ ଚାଲିଛି ପକ୍ଷୀ ଶିକାର । ଦିନକୁ ଦିନ ବିଭିନ୍ନ ପ୍ରଜାତିର ପକ୍ଷୀ ମାନଙ୍କ ସଂଖ୍ୟା ଲୋପ ପାଇଯାଉଥିବା ବେଳେ ଶିକାର କିନ୍ତୁ ବଢି ଚାଲିଛି । ତେବେ ଶିକାରୀ ମାନେ କିନ୍ତୁ ବେଶ୍ ସତର୍କତାର ସହ ବିଭିନ୍ନ ଉପାୟ ବାହାର କରି ପକ୍ଷୀ ଶିକାର କରିଚାଲିଛନ୍ତି । ବାଙ୍କିରେ ମଧ୍ୟ ଅବାଧରେ…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ୨ ନୂଆ ବିଚାରପତି

କଟକ: ଓଡ଼ଶା ହାଇକୋର୍ଟରେ ଦୁଇ ଜଣ ନୂଆ ବିଚାରପତି ଭାବରେ ଆଜି ଶପଥ ନେଇଛନ୍ତି । ଜଷ୍ଟିସ୍ ଯଶୋବନ୍ତ ସିଂହ ଓ ଜଷ୍ଟିସ୍ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍. ମୁରଲୀଧର ସେମାନଙ୍କୁ ହାଇକୋର୍ଟ ସମ୍ମିଳନୀ କକ୍ଷରେ ଶପଥ ପାଠ କରାଇଥିଲେ । ପଞ୍ଜାବ ହରିୟାଣା…