Latest Odisha News

BREAKING NEWS

Browsing Category

କଟକ

Cuttack

ରାଜ୍ୟରେ ପୁଣି ବଢ଼ିଲା ବସ ଭଡ଼ା, ସାଧାରଣ ଓ ଏକ୍ସପ୍ରେସ ବସ ଭଡ଼ା କିମି ପିଛା ୫ ପଇସା ବୃଦ୍ଧି 

କଟକ: ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେବା ପରେ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି । ଅଟୋମେକାନିଜମ୍ ବ୍ୟବସ୍ଥା ମାଧ୍ୟମରେ ଏହି ଭଡା ବୃଦ୍ଧି କରାଯାଇଛି ।  ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି । ସାଧାରଣ ବସ୍…

କଟକରେ ହାତ ଗୋଡ ବାନ୍ଧି ଛାତ୍ରୀଙ୍କୁ ଜାଳି ଦେବା ଘଟଣାରେ ସନ୍ଦିଗ୍ଧ ଅଟକ, ପଚରାଉଚରା କରୁଛି ପୋଲିସ

କଟକ: କଲେଜ ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଜାଳି ଦେବାକୁ ଉଦ୍ୟମ ଘଟଣାରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏ ନେଇ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି । ସେପଟେ ଏହି ଘଟଣାରେ କିଛି ସନ୍ଦିଗ୍ଧଙ୍କୁ ପୋଲିସ ଲାଲବାଗ ଥାନାରେ ଅଟକ ରଖିଛି । ଗତକାଲି ମାନସିଂ…

କଳା ସାରଙ୍କ କଳା କାରନାମା, ପ୍ରେମ ଜାଲରେ ଫସାଉଥିଲେ ଜଣେ ପରେ ଜଣେ ମହିଳାଙ୍କୁ, ଉଠାଇ ନେଲା ପୋଲିସ

କଟକ: କଳା ସାରଙ୍କ କଳା କାରନାମାକୁ ନେଇ ଚର୍ଚ୍ଚା । ନିଜ ପ୍ରେମ ଜାଲରେ ଫଶାଇ ଜଣକ ପରେ ଜଣେ ଚାରି ଜଣଙ୍କୁ ବିବାହ କରିଛନ୍ତି ରୋମିଓ ଶିକ୍ଷକ । ଏନେଇ ଥାନାରେ ଏତଲା ଦିଆଯାଛି । ଶିକ୍ଷକଙ୍କ ପତ୍ନୀ ଏନେଇ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବେ ପରେ ସଂପୃକ୍ତ ଆର୍ଟ ଟିଚରଙ୍କୁ ଉଠାଇ…

ସିଡିଏ ‌ସେକ୍ଟର-୧୩ ରେଭେନ୍ସା ଦ୍ବିତୀୟ କ୍ୟାମ୍ପସରେ ଦନ୍ତା ହାତୀ, ଭୟଭୀତ ଅଞ୍ଚଳବାସୀ

କଟକ: କଟକ  ସିଡିଏ ୧୩ ନମ୍ୱର ଅଞ୍ଚଳରେ ପୁଣି ହାତୀ ଆତଙ୍କ । ଏକ ହାତୀ ରେଭନ୍ସା ଦ୍ୱିତୀୟ କ୍ୟାମ୍ପସ ପାଚେରୀ ଭାଙ୍ଗି ଭିତରକୁ ପ୍ରବେଶ କରିଛି । କ୍ୟାମ୍ପସ ପରିସରରେ ଘନ ଜଙ୍ଗଳ ରହିଥିବାରୁ ହାତୀ କେଉଁଠି ଅଛି ତାକୁ ଠାବ କରିବାକୁ ଘଟଣାସ୍ଥଳରେ ପହଞ୍ଚିଛି ବିନ ବିଭାଗ । ବନ ବିଭାଗର ୧୫ରୁ ଅଧିକ…

ଅନଲାଇନ ଲୁଟର ଶିକାର ହେଲେ ଡାକ୍ତର, କୌଶଳକ୍ରମେ ଠକି ନେଇଗଲେ ୭୭ ଲକ୍ଷ ଟଙ୍କା

କଟକ: କିଛି ଦିନ ହେଲା ରାଜ୍ୟରେ ବଢି ଚାଲିଛି ସାଇବର ଠକେଇ ମାମଲା । ଏଥର ଠକେଇର ଶିକାର ହୋଇଛନ୍ତି ଜଣେ ଡାକ୍ତର । ଡାକ୍ତର ସନାତନ ମହାନ୍ତିଙ୍କଠାରୁ କୌଶଳକ୍ରମେ ଠକମାନେ ୭୭ଲକ୍ଷ ଟଙ୍କା ଠକି ନେଇଛନ୍ତି । ଏହା ଜାଣିବା ପରେ ଡାକ୍ତର ଜଣଙ୍କ ସାଇବର ଥାନାରେ ଅଭିଯୋଗ କରିଛନ୍ତି । କଟକ ସିଡିଏ…

ନେତାଜୀ ଟର୍ମିନାଲକୁ ହାଇକୋର୍ଟଙ୍କ ଅନୁମତି

କଟକ : କଟକରେ ନେତାଜୀ ବସ ଟର୍ମିନାଲକୁ ଅନୁମତି ଦେଲେ ହାଇକୋର୍ଟ । ଖାନନଗରରେ ବସ ଟର୍ମିନାଲ ନେଇ ହୋଇଥିବା ଜନସ୍ୱାର୍ଥ ମାମଲା ଖାରଜ। ଏହା ରାଜ୍ୟ ସରକାରଙ୍କ ପଲିସି ନିଷ୍ପତ୍ତି ହୋଇଥିବାରୁ ଏଥିରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଛନ୍ତି । ଅନ୍ତରୀଣ ସ୍ଥିତାବସ୍ଥାକୁ ପ୍ରତ୍ୟାହାର…

କଟକ ଜଗତପୁରରୁ ପୁଣି ନକଲି ଘିଅ କାରଖାନା ଠାବ

କଟକ : କଟକ ଜଗତପୁର ଶିଳ୍ପାଞ୍ଚଳରୁ ପୁଣି ଠାବ ହୋଇଛି ନକଲି ଘିଅ କାରଖାନା । ପୋଲିସ ଚଢ଼ାଉ କରି ନକଲି ଘିଅ ଜବତ କରିଛି । ଅସଲି ବ୍ରାଣ୍ଡରେ ଭେଜାଲ ମାଲ୍ ରଖି ଗ୍ରାହକଙ୍କୁ ଠକୁଥିଲା କମ୍ପାନୀ । ସୁବାସ ବ୍ରାଣ୍ଡର ଅପମିଶ୍ରିତ ସାମଗ୍ରୀକୁ ପୋଲିସ ଜବତ କରି ନଷ୍ଟ କରିଛି । କେବଳ ଘିଅ…

କଟକ ସନ୍ ହସ୍ପିଟାଲରେ ନିଆଁ

କଟକ: କଟକ ବିଜୁ ପଟ୍ଟନାୟକ ଛକ ନିକଟସ୍ଥ ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ । ଡାକ୍ତଖାନାର ଉପର ମହଲାରେ ଲାଗିଛି ନିଆଁ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବାବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ଅଧିକାରୀମାନେ ଡାକ୍ତରଖାନା ବିଲଡିଂ ଉପକୁ…

ଚାରବାଟିଆ ଏଆରସିରେ ଅଗ୍ନିକାଣ୍ଡ

କଟକ: ଚୌଦ୍ୱାର ଚାରବାଟିଆ ଏଆରସିରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁଙ୍କୁ ଆୟତ୍ତ କରିବାକୁ ଘଟଣାସ୍ଥଳରେ କଟକ ଓ ଚୌଦ୍ୱାରର ୫ଟି ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି । କିନ୍ତୁ କେଉଁ ପରିସ୍ଥିତିରେ ଏହି ନିଆଁ ଲାଗିଲା ତାହା ଜଣାପଡିପାରିନାହିଁ । ପ୍ରାୟ ୪ ଘଣ୍ଟା ଧରି ଏଠାରେ ନିଆଁ ଲାଗି…

ଏକାଦଶାହରେ ସ୍ବର୍ଗତ ଡ.ପ୍ରକାଶ ରାଓଙ୍କ ଘରକୁ ଯାଇ ଶ୍ରଦ୍ଧାଞ୍ଜଳି ଦେଲେ କେନ୍ଦ୍ରମନ୍ତ୍ରୀ 

କଟକ : ଏକାଦଶାହରେ ସ୍ବର୍ଗତ ପଦ୍ମଶ୍ରୀ ଡି ପ୍ରକାଶ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ବକ୍ସିବଜାର ସ୍ଥିତ ବାସଭବନରେ ପହଁଞ୍ଚିଥିଲେ କେନ୍ଦ୍ରମନ୍ତ୍ରୀ । ଏକାଦଶ ଉପଲକ୍ଷେ ବାସଭବନ ଯାଇ ତାଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ…