Latest Odisha News

BREAKING NEWS

Browsing Category

କଟକ

Cuttack

କଟକକୁ ମିଳିବ ନୂଆ ପରିଚୟ, କାଲି ଅତ୍ୟାଧୁନିକ ଅନ୍ତଃରାଜ୍ୟ ବସ ଟର୍ମିନାଲର ହେବ ଶିଳାନ୍ୟାସ

କଟକ: ଆସନ୍ତାକାଲି କଟକ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓଡ଼ିଆ ବଜାର ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନରେ ପହଞ୍ଚି, ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହାପରେ ନେତାଜୀଙ୍କ ନାମରେ ଖାନନଗରରେ ହେବାକୁ ଯାଉଥିବା ଅନ୍ତଃରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ…

ହାଇଟେକ ବସ ଟର୍ମିନାଲ ସ୍ଥାନକୁ ଅନୁଧ୍ୟାନ କଲା ସ୍ୱତନ୍ତ୍ର ଟିମ, ୨୩ରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

କଟକ : କଟକ ଖାନନଗର ଠାରେ ନିର୍ମାଣ ହେବ ନେତାଜୀ ସୁଭାଷ ବୋଷ ହାଇଟେକ ବସ ଟର୍ମିନାଲ । ଏଥିପାଇଁ ଏହି ସ୍ଥାନକୁ ଆଜି ଅନୁଧ୍ୟାନ କରିଛନ୍ତି ସ୍ବତନ୍ତ୍ର ଟିମ । ଆସନ୍ତା ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଆଜି ପୂର୍ବାହ୍ନରେ…

କଟକ ଜୁଏଲେରୀ ଶୋ’ରୁମରୁ ଚୋରୀ ଘଟଣାରେ ଅଭିଯୁକ୍ତ ଗିରଫ

କଟକ : ଡିସେମ୍ବର ୫ତାରିଖରେ ଜଗତପୁର ଅଂଚଳରେରେ ଥିବା ଏକ ଜୁଏଲେରୀ ଶୋ’ରୁମ ଚୋରୀ ଘଟଣାର ପର୍ଦ୍ଦାଫାସ ହୋଇଛି । ପୋଲିସ ଏହି ଏହି ଘଟଣାରେ ୪ଜଣ ଚୋର ଓ ଚୋରି ଗହଣା କିଣିଥିବା ବ୍ୟବସାୟୀଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୨୫ କେଜି ରୁପା, ୩୮୫ ଗ୍ରାମ ସୁନା, ୧୨୪୦୦ ଟଙ୍କା, ଗୋଟିଏ କାର, ୨ଟି…

କଟକ ହୋଲସେଲ ଗୋଦାମରେ ଜିଏସ୍‌ଟି ଫାଙ୍କିବା ଅଭିଯୋଗରେ ଚଢ଼ାଉ

କଟକ : ଜିଏସଟି ଫାଙ୍କିବା ଅଭିଯୋଗରେ କଟକର ଏକ ହୋଲସେଲ ଗୋଦାମରେ ଆଜି ଚଢଉ ହୋଇଛି । ଚାଉଳିଆଗଞ୍ଜ ଥାନା ଅପର୍ଣ୍ଣା ନଗର ଅଞ୍ଚଳରେ ଥିବା ଏକ ବଡ ହୋଲସେଲ ଗୋଦାମରେ ଜିଏସଟି ଟିମ୍‌ର ଅଧିକାରୀ ପହଞ୍ଚି ଗୋଦାମର ଜିନିଷକୁ ଯାଞ୍ଚକରିବା ସହ କାଗଜପତ୍ରକୁ ଦେଖିଥିଲେ । ଗୋଦାମରେ ସିଗାରେଟ,…

ଏସସିବିରୁ ଡିସଚାର୍ଜ ହେଲେ ବିଦ୍ୟାଶ୍ରୀ

କଟକ: ଆଜି କଟକ ଏସସିବିରୁ ଡିସଚାର୍ଜ ହୋଇଛନ୍ତି ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀ । ତେବେ ସେ ପର୍ସନାଲିଟି ଡିଜଅର୍ଡର ରୋଗରେ ପୀଡିତ ଥିବା ମାନସିକ ରୋଗ ଗିଭାଗର ଡାକ୍ତର କହିଛନ୍ତି । ପ୍ରତି ସପ୍ତାହରେ ସେ କାଉନସେଲିଂ ହେବାକୁ ଆସିବେ ବୋଲି ଡାକ୍ତର ପରାମର୍ଶ ଦେଇଥିବା…

କଟକରୁ ୧୦.୫ କେଜି ଗଞ୍ଜେଇ ଜବତ, ୨ ଗିରଫ

କଟକ: ଗତକିଛି ଦିନ ହେଲା ଗଂଜେଇର ଚୋରାଚାଲାଣ ବଢିଯାଇଛି । କଟକରୁ ପୁଣି ୧୦ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ କରିଛି ଚାଉଳିଆଗଞ୍ଜ ପୋଲିସ । ଏଥି ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଏକ ଟ୍ରକରେ ଏହି ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ପାଟ୍ରୋଲିଂ ବେଳେ ଏମାନଙ୍କୁ ଧରିଥିଲା । ଗିରଫ…

କଟକରେ ବାଲିଘାଟରେ ଚଢ଼ାଉ: ୧୧ ଅଟକ, ୭ଟି ଟ୍ରାକ୍ଟର ଜବତ

କଟକ: ବାଲିଘାଟ ଉପରେ କମିଶନରେଟ ପୋଲିସର ଚଢ଼ାଉ । କଟକ ଗୋପାଳପୁର ଅଞ୍ଚଳରେ ଏକ ବାଲିଘାଟରେ ଚଢ଼ାଉ ହୋଇଛି । ଏତିକିବେଳେ ଜବତ ହୋଇଛି ୭ଟି ଟ୍ରାକ୍ଟର । ୧୧ ଜଣଙ୍କୁ ଅଟକ ରଖିଛି ପୋଲିସ । ଏମାନଙ୍କ ମଧ୍ୟରେ ଗାଡ଼ିମାଲିକ, ଗାଡି ଚାଳକ ଓ ଘାଟ ଚଳାଉଥିବା କିଛି ବ୍ୟକ୍ତି ରହିଛନ୍ତି । ଏହି…

ନାଇଟ୍ କର୍ଫ୍ୟୁ ବେଳେ ଟୁଇନ୍ ସିଟିରେ ୧୪୪ ଧାରା, ରାତି ୯ଟା ସୁଦ୍ଧା ଦୋକାନ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର: ନୂଆବର୍ଷ ପୂର୍ବରୁ ରାଜ୍ୟରେ ଜାରି ହୋଇଛି ନାଇଟ୍ କର୍ଫ୍ୟୁ । ଆଜି ରାତି ୧୦ଟାରୁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଲାଗିବ । ଭୁବନେଶ୍ୱର ଓ କଟକରେ ଜାରି କରାଯିବ ୧୪୪ ଧାରା । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର ଡକ୍ଚର ସୁଧାଂଶୁ ଷଡ଼ଙ୍ଗୀ । ସୁରକ୍ଷା ଦୃଷ୍ଟିରୁ ଟୁଇନ୍…

କଟକରେ ବ୍ରାଉନ ସୁଗାର ରାକେଟର ପର୍ଦ୍ଦାଫାଶ, ୬ ଗିରଫ

କଟକ: କଟକ ସହରରେ ଅଭିନବ ଉପାୟରେ ହେଉଛି ନିଶା କାରବାର । ନିଶା ବଟିକାକୁ ଗୁଣ୍ଡ କରି ବ୍ରାଉନ ସୁଗାରରେ ମିଶାଇ ବିକ୍ରି ହେଉଛି । କଟକ ସିଡିଏ ଅଞ୍ଚଳରେ ଏକ ବ୍ରାଉନ ସୁଗାର ରାକେଟର ପର୍ଦ୍ଦାଫାଶ କରି ଏଭଳି ମର୍କତ ନଗର ଥାନା ପୋଲିସ ସାମ୍ବାଦିକ ସମ୍ମିଳନୀରେ ଏହି ଚାଂଚଲ୍ୟକର ତଥ୍ୟ ଦେଇଛି ।…

କଟକରେ ପୁଣି ନକଲି କାରଖାନା ଠାବ

କଟକ: ପୁଣି ଠାବ ହେଲା ନକଲି କାରଖାନା । ଏଥର ପିଠାପୁର ଅଞ୍ଚଳରୁ ନକଲି ଘିଅ କାରଖାନା ଉପରେ ଚଢାଉ ହୋଇଛି । ବାଦାମବାଡି ପୋଲିସ ଏହି ଚଢଉ କରି ବିପୁଳ ପରିମାଣର କଞ୍ଚାମାଲ ସହ ଲକ୍ଷାଧିକ ଟଙ୍କା ମଧ୍ୟ ଜବତ ହୋଇଛି । ଏହାସହ ବହୁ ନାମୀଦାମୀ ଘିଅ କମ୍ପାନୀର ଖୋଳ ମଧ୍ୟ ଜବତ କରିଛି ପୋଲିସ ।…