Latest Odisha News

BREAKING NEWS

Browsing Category

କଟକ

Cuttack

ଏସଡିଜେଏମ କୋର୍ଟରେ ହାଜର ହେଲେ ସାଂସଦ ଅନୁଭବ ମହାନ୍ତି

କଟକ: ପାରିବାରିକ ହିଂସା ମାମଲାରେ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଛନ୍ତି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ।  ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ଦାୟର ମାମଲାରେ ଆଜି ସେ କୋର୍ଟରେ ହାଜର ହୋଇଛନ୍ତି। ଅନୁଭବଙ୍କ ପକ୍ଷରୁ ଓକିଲଙ୍କ ଜରିଆରେ କୋର୍ଟରେ ଜବାବ ଦାଖଲ କରାଯାଇଛି।…

ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ: ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ତାଙ୍କ କଟକସ୍ଥିତ ଘରେ ସେ 30ଟି ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ପରିବାର  ଲୋକେ ଏହା ଜାଣିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ବିଦ୍ୟାଶ୍ରୀ…

ଜଗତପୁରରେ ନକଲି ଗୁଟଖା କମ୍ପାନୀରେ ପୁଣି ପୋଲିସ ରେଡ଼, ୨ ଅଟକ

କଟକ: ଗତ କିଛି ଦିନ ହେଲା କଟକରେ ନକଲି କାରବାରର ପର୍ଦ୍ଦାଫାଶ କରିବାରେ ଲାଗିଛି କମିଶନରେଟ୍ ପୋଲିସ । କେତେବେଳେ ନକଲି ମସଲା ତିଆରି କାରଖାନା ତ କେତେବେଳେ ନକଲି ସସ୍ ତିଆରି କାରଖାନା । ଆଜି ଜଗତପୁର ଉମାଶଙ୍କର ଭବନରେ ଚାଲିଥିବା ନକଲି ଗୁଟଖା କମ୍ପାନୀ ଉପରେ ଚଢ଼ାଉ ହୋଇଛି । ଜଗତପୁର ଥାନା…

ପରୀ ହତ୍ୟା ମାମଲାରେ ଷ୍ଟାଟସ୍ ରିପୋର୍ଟ ଦାଖଲ କଲା ଏସଆଇଟି

କଟକ: ନୟାଗଡ ଯଦୁପୁର ପରୀ ହତ୍ୟା ମାମଲାରେ ଆଜି ଏସଆଇଟି ପକ୍ଷରୁ  ହାଇକୋର୍ଟରେ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି । ଏହି ମାମଲାରେ ତଦନ୍ତ କେତେ ଦୂର ଆଗେଇଛି ସେ ନେଇ ରିପୋର୍ଟରେ ଦର୍ଶାଯାଇଛି । ଏକ ବନ୍ଦ ଲଫଫାରେ ସତ୍ୟପାଠ ଦାଖଲ କରିଛି ଏସଆଇଟି  । ଆସନ୍ତା ୨୪ରେ ମାମଲାର ପରବର୍ତ୍ତୀ …

ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ପରଲୋକ

କଟକ: ଜଣାଶୁଣା ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କ ଆଜି ପରଲୋକ ହୋଇଛି । ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ତାଙ୍କ ପୁଅ ରାଜ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।  ଆଜି ହଠାତ୍ ସେ ଘରେ ଖାଉଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରିବାର ଲୋକେ ତାଙ୍କୁ ଡାକ୍ତରଖାନାକୁ ନେଇଥିଲେ…

ଦଶହରା ପାଇଁ କଟକରେ ମୁତୟନ ରହିବେ ୩୦ ପ୍ଲାଟୁନ୍ ଫୋର୍ସ

କଟକ: ଏବର୍ଷ କରୋନା କଟକଣା ଭିତରେ ଦଶହରା ଅନୁଷ୍ଠିତ ହେଉଛି । କଟକ ସହରରେ ଦଶହରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ମୁତୟନ ରହିବେ ୩୦ ପ୍ଲାଟୁନ୍ ଫୋର୍ସ । ଶହେ ଜଣ ପୋଲିସ ଅଫସର ନିୟୋଜିତ ରହିବେ । ଏହି ସୂଚନା ଦେଇଛନ୍ତି କଟକ ଡିସିପି ପ୍ରତୀକ ସିଂ । ଦଶହରା ପାଇଁ ସୁରକ୍ଷା…

କଟକରେ ନାଳକୁ ଖସି ପଡିଲା କାର, ୧ ମୃତ

କଟକ: କନ୍ଦରପୁରଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିିଯାଇଛି। ଏକ କାର ନାଳ ଭିତରେ ଖସି ପଡିବାରୁ ଚାଳକଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ମଞ୍ଜିତ ରୟତ ଓ ତାଙ୍କ ଘର ରାଜେନ୍ଦ୍ର ନଗରରେ ବୋଲି ଜଣାପଡିଛି । ସୂଚନାନୁସାରେ ଶୁକ୍ରବାର ରାତି ପ୍ରାୟ ୮ ଟା ସମୟରେ ମଞ୍ଜିତ…

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ପୋଲିସ କମିଶନରେଟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ ଦେଇଛି କଟକ ପୂଜା କମିଟି

କଟକ: ଦେବୀ ଦୁର୍ଗା ମୂର୍ତ୍ତିର ଉଚ୍ଚତାକୁ ନେଇ ବିବାଦ ଏକ ନୂଆ ମୋଡ଼ ନେଇଛି । ବାଲୁ ବଜାର ପୂଜା କମିଟି ପୋଲିସ କମିଶନରଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଓଡ଼ିଶା ହାଇକୋର୍ଟରେ ତିନୋଟି ଆବେଦନ କରିଛି । ଏହି କମିଟି ପୂଜା ମଣ୍ଡପରେ ଚାରି ଫୁଟରୁ ଅଧିକ ଦେବୀ ଦୁର୍ଗାଙ୍କ ମୂର୍ତ୍ତି…

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ କିଛି ପ୍ରତ୍ୟକ୍ଷଦର୍ଶୀ ଆଇସିୟୁ…

କରୋନା ମୁକାବିଲା ପାଇଁ କଟକରେ ଚେକିଂ ଜୋରଦାର୍ କଲା କମିଶନରେଟ୍ ପୋଲିସ

କଟକ: ଟ୍ୱିନସିଟିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ କୋଭିଡ୍ ନିୟମ ପାଳନକୁ କଡ଼ାକଡ଼ି କରିବା ପାଇଁ ଅଣ୍ଟା ଭିଡିଛି କମିସନରେଟ୍ ପୋଲିସ । ପୋଲିସ ଡିଜି ସ୍ଥିତି ପରଖିବା ପରେ କୋଭିଡ ଯାଞ୍ଚ ଜୋରଦାର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଆଜି ସନ୍ଧ୍ୟା କଟକରେ ବିଭିନ୍ନ ଅଂଚଳ…