Latest Odisha News

BREAKING NEWS

Browsing Category

କଟକ

Cuttack

କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ : ଦୀପୁ ଓ ଓମ୍ ହତ୍ୟା ଘଟଣାରେ ସାକ୍ଷ୍ୟ ଗ୍ରହଣ ପାଇଁ ହାଜର

କଟକ: କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ । କଟକ ଜିଲ୍ଲା ଦୌରା ଜଜ୍ କୋର୍ଟରେ ହାଜର ହୋଇଛନ୍ତି ଶୁସୀଲ ଓ ଶୁଶାନ୍ତ ଧଳ ସାମନ୍ତ ।ଦୀପୁ ମଲ୍ଲୀକ ଏବଂ ଓମ୍ ସ୍ୱାଇଁ ହତ୍ୟା କାଣ୍ଡ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ଦୁଇ ଭାଇଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସୂଚନାଅନୁସାରେ ୨୦୧୩ ମସିହା…

ମହାନଦୀରେ ଗାଧୋଇବା ବେଳେ ନିଖୋଜ ତୃତୀୟ ନାବାଳକର ମୃତଦେହ ଉଦ୍ଧାର

କଟକ: ଜଗତପୁର ଥାନା ଯୋବ୍ରା ବ୍ୟାରେଜ୍ ନିକଟରେ ମହାନଦୀରେ ଗାଧୋଇବା ବେଳେ ନିଖୋଜ ଥିବା ତୃତୀୟ ନାବାଳକର ମୃତଦେହ ଗୁରୁଦ୍ୱାର ନିକଟରୁ ଉଦ୍ଧାର ହୋଇଛି। ଆଜି ସକାଳ ପ୍ରାୟ ୬ଟା ବେଳେ ତୃତୀୟ ନାବାଳକର ମୃତଦେହ ମିଳିଥିବା ଜଣାଯାଇଛି। ମୃତକ ହେଲେ ରାଜ୍ ଓରଫ ସିଦ୍ଦିକ୍ ଖାନ୍ (୧୭)। ଗତ ରବିବାର…

କଟକ ମହାନଦୀ ବୁଡ଼ି ଘଟଣା:ନିଖୋଜ ୨ ନାବାଳକଙ୍କୁ ଖୋଜୁଛି ଓଡ୍ରାଫ ଟିମ୍ ଓ ଅଗ୍ନିଶମ ବାହିନୀ

କଟକ  : କଟକ ମହାନଦୀରେ ବୁଡ଼ି ଘଟଣାରେ ଚାଲିଛି ସର୍ଚ୍ଚ ଅପରେସନ୍ । ଏବେ ବି ନିଖୋଜି ଥିବା ଦୁଇ ଜଣଙ୍କୁ ଖୋଜାଖୋଜି କରାଯାଉଛି । ଆଜି ବି ଓଡ୍ରାଫ୍ ଏବଂ ଅଗ୍ନିଶମ ବାହିନୀ ପକ୍ଷରୁ ଖୋଜାଖୋଜି ଚାଲିଛି । ଗତକାଲି ମଧ୍ୟାହ୍ନ ସମୟରେ ମହାନଦୀରେ ବୁଡିଯିବା ପରେ ସ୍ଥାନୀୟ ଲୋକେ ସାହିଲକୁ ଗୁରୁତର…

ରାମନବମୀରେ ମହାପ୍ରଭୁଙ୍କ ରଥକାଠ ଚିରଟ ଅନୁକୂଳ ପରମ୍ପରା

କଟକ : ଆସୁଛି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଆଜି ପବିତ୍ର ରାମନବମୀ ଥିବାରୁ ମହାପ୍ରଭୁଙ୍କ ରଥକାଠ ଚିରଟ ଅନୁକୂଳ କରାଯାଇଛି। କଟକ ଖପୁରିଆ ସ ମିଲ୍ ଠାରେ କାଠକୁ ଚିରଟ କରାଯାଇଛି। ଶ୍ରୀମନ୍ଦିରରୁ ଗାଡି ଯୋଗେ ଆଜ୍ଞାମାଳ ଅଣାଯାଇ ଏହି କରତକଳରେ କାଠକୁ ମେସିନ ସାହାଯ୍ୟରେ…

ମହାନଦୀରେ ୩ ଯୁବକ ବୁଡ଼ିବା ଘଟଣା: ଉଦ୍ଧାର ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ: ଆଜି ମହାନଦୀରେ ବୁଡ଼ିଯାଇଥିବା ୩ ଜଣ ଯୁବକଙ୍କ ମଧ୍ୟରୁ ଉଦ୍ଧାର ହୋଇଥିବା ବ୍ୟକ୍ତି ଜଣକ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମଳିିଛି । ଡାକ୍ତରମାନେ ଉଦ୍ଧାର ହୋଇଥିବା ଯୁବକଙ୍କୁ ବଞ୍ଚାଇବା ପାଇଁ ବହୁ ଉଦ୍ୟମ କରିଥିବା ପରେ ମଧ୍ୟ ବଞ୍ଚାଇପାରି…

ମହାନଦୀ ଯୋବ୍ରାରେ ଅଘଟଣ: ଗାଧୋଇବା ବେଳେ ବୁଡ଼ି ୨ ଯୁବକ ନିଖୋଜ

କଟକ: ମହାନଦୀ ଯୋବ୍ରାରେ ଅଘଟଣ। ଗାଧୋଉଥିବା ବେଳେ ବୁଡ଼ିଗଲେ ୨ ଜଣ ଯୁବକ । ଚୂନଭାଟି ଚାରିଘରିଆର ୩ ଜଣ ଯୁବକ ମହାନଦୀର ଯୋବ୍ରା ନିକଟରେ ଗାଧୋଉଥିବା ବେଳେ ୨ଜଣ ବୁଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଜାଣିବା ପରେ ପରେ ଗୁରୁତର ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରିଥିଲେ। ଏବେ ବି ଆଉ ୨ଜଣ ଯୁବକ…

କଟକ ମହାନଗର ନିଗମ ଡେପୁଟି ମେୟର ହେଲେ ଦମୟନ୍ତୀ ମାଝୀ

କଟକ : କଟକ ମହାନଗର ନିଗମ ଡେପୁଟି ମେୟର ହେଲେ ଦମୟନ୍ତୀ ମାଝୀ । ବିନା ପ୍ରତିଦ୍ୱନ୍ଦିରେ ବିଜୟ ମୁକୁଟ ପିନ୍ଧିଛନ୍ତି ଦମୟନ୍ତି । କଟକରେ ୪୯ ନମ୍ବର ୱାର୍ଡର କର୍ପୋରେଟର ଭାବେ ବିଜୟୀ ହୋଇଥିଲେ ଦମୟନ୍ତୀ । ସେ ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ଅର୍ଥନୀତି ବିଭାଗରେ ପିଜି ଦ୍ୱିତୀୟ ବର୍ଷ ପାଠ…

ଶପଥ ନେଲେ ନବନିର୍ବାଚିତ ମେୟର ସୁବାସ ସିଂ

କଟକ: ମହାନଗର ନିଗମ ମେୟର ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ସୁବାସ ସିଂ । ନବନିର୍ବାଚିତ ମେୟର ଭାବେ ସୁବାସ ଶପଥ ନେଇଛନ୍ତି । ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ତାଙ୍କୁ ଶପଥ ପାଠ କରାଇଛନ୍ତି । ଏହା ସହ ସମସ୍ତ କର୍ପୋରେଟର ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ତେବେ ଭୁବନେଶ୍ୱର ଓ ବ୍ରହ୍ମପୁର…

[ଭିଡିଓ] ମାତିଛନ୍ତି ଗଞ୍ଜେଇ ମାଫିଆ : ୧୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ,୬ ଗିରଫ

କଟକ : ମାତିଛନ୍ତି ଗଞ୍ଜେଇ ମାଫିଆ । କଟକରେ ପୁଣି ଧରାହେଲା ପୁଳାପୁଳା ଗଞ୍ଜେଇ । ଗିରଫ ହେଲା ୬ ଜଣ । ଗଞ୍ଜେଇକୁ କନ୍ଧମାଳରୁ କୋଲକାତା ଚାଲଣ କରାଯାଉଥିବା ବେଳେ ଏନଏଚର ବାଲିକୁଦା ଛକ ଓ ଟାଙ୍ଗୀ ଠାରେ ମାଡି ବସିଲା କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ  । ହେଲେ ଚାଲାଣକାରୀ ଏହି ଗଞ୍ଜେଇକୁ…

କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ଖାଦ୍ୟର ମାନ ଯାଞ୍ଚ କଲେ ସିଏମସି ମେୟର ସୁବାସ ସିଂ

କଟକ : ଖାଦ୍ୟର ମାନ ଯାଞ୍ଚ କଲେ କଟକ ମେୟର ସୁବାସ ସିଂ । କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ଆହାର ଖାଦ୍ୟର ମାନ ଯାଞ୍ଚ କଲେ ସିଏମସି ମେୟର ସୁବାସ ସିଂ । ନିଜ ସେ ଆହର କେନ୍ଦ୍ରରେ ବସି ଖାଇଛନ୍ତି । ପୂର୍ବ ଭାରତର ସର୍ବ ବୃହତ ଶିଶୁ ଚିକିତ୍ସା ପ୍ରତିଷ୍ଠାନ ସର୍ଦାର ବଲ୍ଲଭ ଭାଇ ଶିଶୁ ଚିକିତ୍ସା…