Latest Odisha News
Browsing Category

ଜୟପୁର

Joypore

ବୈପାରିଗୁଡା ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ରାୟ ପ୍ରକାଶ

କୋରାପୁଟ : ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି । ଜୟପୁର ସ୍ୱତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟରେ ଏହି ରାୟ ପ୍ରକାଶ ପାଇଥିଲ। ଅଭିଯୁକ୍ତକୁ ବୈପାରିଗୁଡା ଥାନା ଅନ୍ତର୍ଗତ ଦିସାରିଗୁଡାର ବୈଦନାଥ କୁମାରଙ୍କୁ ୧୦ ବର୍ଷ ସଶ୍ରମ ଜେଲ ଦଣ୍ଡ ସହ ୨୫ ହଜାର ଟଙ୍କା ଆର୍ଥିକ…

ବିଦ୍ୟୁତ ଆଘାତରେ ଯୁବକ ମୃତ

ଜୟପୁର : ବିଦ୍ୟୁତ ଆଘାତରେ ଯୁବକଙ୍କ ଜୀବନ ଗଲା । କୋଟପାଡ ଥାନା ଅନ୍ତର୍ଗତ କୁର୍ମାକୋଟ ଗ୍ରାମରେ ଏପରି ଅଘଟଣ ଘଟିଛି। ଘରୋଇ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଶ୍ରମିକ ବିଦ୍ୟୁତ ସଂସ୍ପର୍ଶରେ ଆସି ତାର ମୃତ୍ୟୁ ହୋଇଯାଇଛି । ସୂଚନା ଅନୁସାରେ କୁର୍ମାକୋଟ ଗାଁ ର ମଧୁ ହରିଜନଙ୍କ ଘରେ ତିନି ଦିନ…

ପୋଲିସ ପଞ୍ଝାରେ ସୁନା ଲୁଟେରା

ଜୟପୁର : ସୁନାଚେନ ଓ ବାଇକ ଲୁଟ୍ ମାମଲାର ପର୍ଦ୍ଦାଫାସ କରିଛି ଜୟପୁର ଟାଉନ ପୋଲିସ । ଏହି ମାମଲାରେ ଲୁଟ କରିଥିବା ଅଭିଯୁକ୍ତ ଗୋପବନ୍ଧୁ ନଗରର ବାଦଲ ନାଗକୁ ପୋଲିସ ଗିରଫ କରିଛି । ଚୋରି ସୁନା କ୍ରୟ କରିବା ଅଭିଯୋଗରେ କୁମ୍ଭାରପୁଟର ମହିଳା ମାଣିକ କୁମ୍ଭାରଙ୍କୁ ମଧ୍ୟ ପୋଲିସ ଗିରଫ କରିଛି ।…

ଜୟପୁର କଲେଜ ଛାତ୍ରଙ୍କୁ ଅପହରଣ ଓ ବଳାତ୍କାର ମାମଲାର ରାୟ ପ୍ରକାଶ

ଜୟପୁର : ଜୟପୁର କଲେଜ ଛାତ୍ରଙ୍କୁ ଅପହରଣ ଓ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି । ଜୟପୁର ସ୍ଥିତ ସ୍ୱତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟରେ ଏହି ମାମଲାର ରାୟ ପ୍ରାକାଶ ପାଇଛି । ଜଜ ପ୍ରଦୀପ କୁମାର ସାସମଲ ରାୟର ଶୁଣାଣି କରିଛନ୍ତି। ବିଂସିପୁର ଅଞ୍ଚଳର ଅଭିଯୁକ୍ତ ସୁମନ ବାଘକୁ ୩ ଟି…

ଜୟପୁରରେ ବ୍ରାଉନସୁଗାର ଜବତ ,୩ ଅଭିଯୁକ୍ତ ଗିରଫ

ଜୟପୁର : ଜୟପୁର ଟାଉନ ଥାନା ପୋଲିସକୁ ସଫଳତା । ବ୍ରାଉନସୁଗାର ଜବତ କଲା ଜୟପୁର ଟାଉନ ଥାନା ପୋଲିସ । ଗେଟଗୁଡା ନିକଟ ଆମ୍ବାତୋଟାରେ ପୋଲିସ ଚଢଉ କରି ବ୍ରାଉନ ସୁଗାରକୁ ଜବତ କରିଛି । ଏହା ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ସେମାନଙ୍କ ଠାରୁ ୨.୭୧ ଗ୍ରାମ ବ୍ରାଉନସୁଗାର ପୋଲିସ…

କୋରାପୁଟ ଗସ୍ତରେ ବରିଷ୍ଠ ଆଇଏଏସ୍ ପଦାଧିକାରୀ

ଜୟପୁର : କୋରାପୁଟ ଜିଲ୍ଲା ଗସ୍ତରେ ବରିଷ୍ଠ ଆଇଏଏସ୍ ପଦାଧିକାରୀ । ଆଜି ଜୟପୁର ଏୟାରଷ୍ଟ୍ରିପ ରେ ପହଁଚିଛନ୍ତି । ରେଭିନ୍ୟୁ ପ୍ରିନ୍ସପାଲ ସେକ୍ରେଟାରୀ ବିଷ୍ଣୁ ପଦ ସେଠୀ ଓ କୃଷି ବିଭାଗ କମିଶନର କମ୍ ସେକ୍ରେଟାରୀ ସୁରେଷ କୁମାର ବଶିଷ୍ଠ ଓ ଅନ୍ୟ ଦୁଇଜଣ ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ…

ଘାଟିରେ ଓଲଟିଲା ଟ୍ରକ୍ ,୨ ଆହତ

ଜୟପୁର : ଘାଟିରେ ଓଲଟିଲା ଟ୍ରକ। ଜୟପୁର ଘାଟିରେ ଭାରସାମ୍ୟ ହରାଇ କୋଇଲା ବୋଝେଇ ଟ୍ରକ୍ ଟି ଓଲଟି ପଡ଼ିଥିବା ସୂଚନା ମିଳିଛି । ଫଳରେ ଟ୍ରକ୍ ପାର୍ଶ୍ଵ ଦେଇ ଯାଉଥିବା ଏକ ୧୦୭ ପିକ୍ଅପ୍ ଗାଡି ଓ ବୁଲେଟ ଟ୍ରକ୍ ତଳେ ଚାପି ହୋଇଯାଇଥିଲା । ଫଳରେ ପକ୍ଅପ୍ ଗାଡି ଡ୍ରାଇଭର ବୁଲେଟ ଚକ ତଳେ ଚାପି…

ଦୁଇ ମାଓବାଦୀ ଗିରଫ, ଅଡିଓ ଟେପ୍ ଜାରି କେଲେ ମାଓନେତା

ଜୟପୁର : ଦୁଇ ମାଓବାଦୀ ଗିରଫ । ଏନେଇ ଅଡିଓ ଟେପ୍ ଜାରି କଲେ ମାଓବାଦୀ ନେତା । ତାଙ୍କର ଦୁଇ ସାଥୀଙ୍କୁ ପୋଲିସ ଗିରଫ କରିବା ନେଇ ଅଡିଓ ମାଧ୍ୟମରେ ସୂଚନା ଦେଇଛନ୍ତି ମାଓନେତା ଗଣେଶ । ଗିରଫ ମାଓବାଦୀ ଦୁଇଜଣ ଆନ୍ଧ୍ର ଓଡ଼ିଶା ବଡର ଜେନେରାଲ କମିଟି ସଦସ୍ୟ ଅରୁଣ ଏବଂ କୁଡୁମୁଲୁଗୁମ୍ମା ଏରିଆ…

ଆମ୍ବୁଲାନ୍ସ ଡ୍ରାଇଭର୍ ଙ୍କୁ ମରଣାନ୍ତକ ଆକ୍ରମଣ

ଜୟପୁର : କାର୍ କୁ  ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଜୟପୁର ଲେବର ଅଫିସ ସାମ୍ନାରେ ଏପରି ଅଘଟଣ ଘଟିଛି । ଫଳରେ କାର୍ ର ଫଛପଟ କାଚ ଭାଙ୍ଗିବା ସହ ଆମ୍ବୁଲାନ୍ସଟି ଦୁର୍ଘଟଣାରେ ନଷ୍ଟ ହୋଇଛିା । ସୂଚନା ଅନୁସାରେ ବୋରିଗୁମ୍ମାରୁ ଏକ ରୋଗୀକୁ ଧରି ୧୦୮ ଆମ୍ବୁଲାନ୍ସ କୋରାପୁଟ ମେଡିକାଲ କଲେଜକୁ ଯାଇ…

ଜୟପୁର ଜଗନ୍ନାଥ ସାଗରରୁ ନାବାଳିକା ମୃତଦେହ ଉଦ୍ଧାର ଘଟଣା, ପ୍ରେମିକକୁ ଗିରଫ ଦାବିରେ ରାସ୍ତାରୋକ

ଜୟପୁର : ଜଗନ୍ନାଥ ସାଗରରୁ ନାବାଳିକା ଶବ ଉଦ୍ଧାର ଘଟଣା। ପ୍ରେମିକକୁ ଗିରଫ ଦାବିରେ ଜୟପୁର ଜୟନଗର ରାସ୍ତାରେ ଟାୟରଜାଳି ରାସ୍ତା ରୋକ କରିଛନ୍ତି ଶହ ଶହ ମହିଳା ଓ ପୁରୁଷ । ଘଟଣା ସ୍ଥଳରେ ଟାଉନ ଥାନା ପୋଲିସ ପହଁଚି ଲୋକମାନଙ୍କ ସହ ଆଲୋଚନା କରୁଛି । ଗତ ତିନି ଦିନ ତଳେ ଜୟନଗର ଧୋବା ତୁଠ…