Latest Odisha News

BREAKING NEWS

Browsing Category

ସହର

City

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ ରଞ୍ଜନ ନାୟକ ବୋଲି ଜଣାପଡିଛି । ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା ତାର…

ସହର ପରିକଳ୍ପନା ଯୋଜନାର ଅଗ୍ରଗତି ସମୀକ୍ଷା କଲେ ବିଡିଏ ଉପାଧ୍ୟକ୍ଷ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ଉପାଧ୍ୟକ୍ଷ ଡା.ଏନ୍. ତିରୁମାଲା ନାୟକ ଶନିବାର ସହର ପରିକଳ୍ପନା ଯୋଜନାର (ଟିପି ସ୍କିମ) ସମୀକ୍ଷା କରିଛନ୍ତି । ଏହି ବୈଠକରେ (ଟିପିସ୍କିମ) ଯୋଜନା ନଂ ୧, ୨, ୩ ଓ ୪ର ୯ଟି ଗାଁ ପାଇକରାପୁର, ସିଜିପୁଟ, ନାରାଗୋଡା, ସାହାଜପୁର,…

ନାରୀ ନ୍ୟାୟ ପାଇଁ ଗୃହ କମିଟି ଗଠନ ଦାବିରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

ଭୁବନେଶ୍ୱର: ରାଜ୍ୟରେ ମହିଳା ଅତ୍ୟାଚାର ବୃଦ୍ଧିର ନିୟନ୍ତ୍ରଣ ଓ ତାଙ୍କ ସୁରକ୍ଷା ଗୁରୁତ୍ୱ ପ୍ରଦାନ ଦାବିରେ ରାଜ୍ୟପାଳଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ । ପ୍ରଦେଶ କଂଗ୍ରେସ କମିଟିର ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିଦଳ ରାଜ୍ୟପାଳଙ୍କୁ ରାଜଭବନ ଠାରେ…

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଶନିବାର ଓଏଏସ୍ କ୍ୟାଡରରେ ଏକ ଅଦଳବଦଳ କରାଯାଇଛି । ଓଏଏସ୍ ଅଧିକାରୀଙ୍କୁ ନୂତନ ପଦବୀରେ ନିଯୁକ୍ତ କରାଯାଇଛି । ମୃଣାଳ କାନ୍ତି ଦାସଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ), ଓଡ଼ିଶାର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରାଯାଇଛି । ଏହା ପୂର୍ବରୁ ମୃଣାଳ କାନ୍ତି ଦାସ…

ମାର୍ଚ୍ଚ ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ

ଭୁବନେଶ୍ବର: ଆସନ୍ତା ୩୧ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ଅଭିଯୋଗ । ଉକ୍ତଦିନ ସରକାରୀ ଛୁଟି ଦିନ ଥିବା କାରଣରୁ ଭୁବନେଶ୍ବର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ବନ୍ଦ ରହିବ । ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ…

ରାଜ୍ୟରେ ଶିଶୁ କୁପୋଷଣକୁ ବଡ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତ ପାଞ୍ଚ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୯୫ ହଜାର ୪୪୩ ଜଣ ଶିଶୁ ଗୁରୁତର କୁପୋଷଣ (ଏନଏଏମ)ରେ ପୀଡିତ ହୋଇଛନ୍ତି । ୨୦୧୯-୨୦ରେ ଓଡ଼ିଶାରେ ମୋଟ ୨୬,୮୨୭ ଜଣ ଶିଶୁ ଏସଏଏମରେ ପୀଡିତ ଥିଲେ । ୨୦୨୦-୨୧ରେ ଏହି ସଂଖ୍ୟା ୨୨,୬୪୧ ଥିଲା; ୨୦୨୧-୨୨ରେ ୧୬,୮୧୩ ଜଣ ଶିଶୁ; ୨୦୨୨-୨୩ରେ…

ଆହୁରି ବିଳମ୍ୱ ହେବ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିରରେ ଧାଡି ଦର୍ଶନ ପାଇଁ ଆହୁରି କିଛି ଦିନ ଅପେକ୍ଷା କରିବାକୁ ପଡିବ ଭକ୍ତଙ୍କୁ । କାରଣ ଏଯାଏଁ ଆରମ୍ଭ ହୋଇନି ଧାଡି ଦର୍ଶନ ବ୍ୟବସ୍ଥା । ପରିଚାଳନା କମିଟିର ଅନୁମୋଦନ ଲୋଡା ରହିଛି । ନୂତନ କମିଟି ଗଠନ ହିଁ ରାମ୍ପ ଓ କାଠ ବ୍ୟାରିକେଡ୍ ସଂସ୍ଥାପନକୁ ଅନୁମତି ଦେବ ।…

ଆହୁରି ୨୪ ଘଣ୍ଟା ସିଝିବ ଓଡିଶା: ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରେ କଲବଲ ରାଜ୍ୟବାସୀ । ଆହୁରି ୨୪ ଘଣ୍ଟା ଗ୍ରୀଷ୍ମ ପ୍ରବାହ ବଢିବ । ଫଳରେ ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏନେଇ ୮ ଜିଲ୍ଲାକୁ ହିଟ୍ ୱେଭ୍ ଜାରି କରିଛି ପାଣିପାଗ ବିଭାଗ । ସେହି…

ସୁଭଦ୍ରାରୁ ବାଦ ପଡ଼ିଲେ ୧ଲକ୍ଷ ୪୩ହଜାରରୁ ଉର୍ଦ୍ଧ୍ବ ମହିଳା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ସୁଭଦ୍ରା ଯୋଜନାରୁ ୧ଲକ୍ଷ ୪୩ହଜାର ୭୮୫ଜଣ ମହିଳା ବାଦ ପଡ଼ିଛନ୍ତି ବୋଲି ଆଜି ବିଧାନସଭାରେ ସୁଭଦ୍ରାର ପ୍ରଥମ ଓ ଦ୍ୱିତୀୟ କିସ୍ତି ନେଇ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି…

ରାଶନ କାର୍ଡକୁ ନେଇ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ଵର: ରାସନ୍ କାର୍ଡ ସହ ଇ-କେୱାଇସିକୁ ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି, କେବଳ ବଡ଼ ଚାକିରି କରିଥିବା ଲୋକଙ୍କ କାର୍ଡ କଟିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ଆହୁରି କହିଛନ୍ତି ଯେ, ୨୦…