Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ୱରରେ ଅଙ୍ଗନବାଡି ଦିଦିଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଅଙ୍ଗନବାଡ଼ି ଦିଦି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଭୁବନେଶ୍ୱର କରୋଡ଼କଣ୍ଟାର ଅଙ୍ଗନବାଡ଼ି କର୍ମୀ କବିତା ମଥାନଙ୍କ ଘରେ ରେଡ୍ ଚାଲିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।…

ଢେଙ୍କାନାଳରେ ବର୍ଷା ବିତ୍ପାତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । କଙ୍କଡାହାଡ଼ ବ୍ଲକ ବିରାଶାଳ ଗାଁରେ ଲଗାଣ ବର୍ଷା ଯୋଗୁଁ ବିଶାଳକାୟ ବୃକ୍ଷ ଉପୁଡି ପଡିବା ସହ ବିଦ୍ୟୁତ ତାର ଗୁଡିକ ଛିଣ୍ଡି ପଡିଛି । ଫଳରେ ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଠପ ହୋଇ…

ଅସୁରକ୍ଷିତ କାକଟପୁର ମା’ ମଙ୍ଗଳା ମନ୍ଦିର, ଗର୍ଭ ଗୃହରେ ଫାଟ

କୋଣାର୍କ: ଲଘୁଚାପ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ଜମି ରହିଛି ପାଣି । କିଛି ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥିବା କିଛି ସ୍ଥାନରେ ଲୋକେ ପାଣି ଘେରରେ ରହିଛନ୍ତି । ଜୀବନଯାତ୍ରା ବେଶ୍ ପ୍ରଭାବିତ ହୋଇଛି । ସେହିଭଳି କିଛି ସ୍ଥାନରେ ମଠ ମନ୍ଦିର ଗୁଡିକରେ ପାଣି ପଶିଯିବା ଯୋଗୁ ଜଳ…

ଯାଜପୁର ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାସ

ଯାଜପୁର : ପାଣିକୋଇଲି NH-୧୬ରୁ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା। ଘଟଣାର ହେଲା ପର୍ଦ୍ଦାଫାସ। କିନ୍ନରଙ୍କୁ ଅସଦାଚରଣ ଯୋଗୁଁ ସଂଘବଦ୍ଧ ହତ୍ୟା କରାଯାଇଛି ବୋଲି ସୂଚନା ଦେଇଛନ୍ତି ଏସ୍ ପି । ହତ୍ୟାରେ ସଂପୃକ୍ତ ୨ କିନ୍ନର ଓ ଜଣେ ନାବାଳକ ସମେତ ୭ ଗିରଫ କରାଯାଇ କୋର୍ଟ ଚାଲଣ କରାଯାଇଛି। ଗତ…

ଆମ୍ବୁଲାନ୍ସ ଡ୍ରାଇଭର୍ ଙ୍କୁ ମରଣାନ୍ତକ ଆକ୍ରମଣ

ଜୟପୁର : କାର୍ କୁ  ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଜୟପୁର ଲେବର ଅଫିସ ସାମ୍ନାରେ ଏପରି ଅଘଟଣ ଘଟିଛି । ଫଳରେ କାର୍ ର ଫଛପଟ କାଚ ଭାଙ୍ଗିବା ସହ ଆମ୍ବୁଲାନ୍ସଟି ଦୁର୍ଘଟଣାରେ ନଷ୍ଟ ହୋଇଛିା । ସୂଚନା ଅନୁସାରେ ବୋରିଗୁମ୍ମାରୁ ଏକ ରୋଗୀକୁ ଧରି ୧୦୮ ଆମ୍ବୁଲାନ୍ସ କୋରାପୁଟ ମେଡିକାଲ କଲେଜକୁ ଯାଇ…

ଏସ୍‌ସିବିରେ ଛାତରୁ ଖସିଲା କଂକ୍ରିଟ୍ ଖଣ୍ଡ

କଟକ: କଟକ ବଡ଼ ଡାକ୍ତରଖାନାର ଛାତରୁ ଖସିଲା କଂକ୍ରିଟ୍ ଖଣ୍ଡ । ସର୍ଜରୀ ବିଭାଗ ଆଉଟଡୋରରେ ଛାତରୁ କଂକ୍ରିଟ୍‌ ଖଣ୍ଡ ଖସି ପଡ଼ିଥିଲା । କଂକ୍ରିଟ୍ ଖଣ୍ଡ ଖସିବା ଯୋଗୁ ଛାତରେ ଲାଗିଥିବା ସିଲିଂ ବି ଖସିଯାଇଥିଲା। ସେତେବେଳ ରୋଗୀମାନେ ଟିକେଟ୍ କାଟିବା ପାଇଁ ଆସିଥିଲେ। ତେବେ କାହାରି କିଛି କ୍ଷତି…

ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗକୁ ନେଇ ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଟକ ବନ୍ଦ

କଟକ : ୧୨ ଘଣ୍ଟିଆ କଟକ ବନ୍ଦ ଡାକରା । ଲଘୁଚାପ ଜନିତ ବର୍ଷା ସତ୍ୱେ କଟକ ଶାରଦୀୟ ପୂଜାରେ ମା’ଙ୍କ ମୂର୍ତ୍ତି ଉଚ୍ଚତା ବଢ଼ାଇବା ଏବଂ ମୂର୍ତ୍ତି ଉପରୁ ପରଦା ହଟାଇ ଭକ୍ତଙ୍କୁ ଦର୍ଶନ କରିବା ଦାବିରେ କଟକ ନଗର ବିଜେପି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳ ୬ ଟାରୁ ସନ୍ଧ୍ୟା ୬…

ବଢ଼ୁଛି ବିଭିନ୍ନ ନଦୀର ଜଳସ୍ତର

ଭୁବନେଶ୍ବର : ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି। ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା…

ବୁଲିଲେ ଜଳମଗ୍ନ ଅଞ୍ଚଳ, ଲୋକଙ୍କ ସମସ୍ୟା ଶୁଣିଲେ ଅପରାଜିତା

ଭୁବନେଶ୍ୱର : ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ସ୍ଥିିତି ମଧ୍ୟ ବେହାଲ ହୋଇପଡ଼ିଛି । ଏନେଇ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଚିନ୍ତା ପ୍ରକଟ କରିବା ସହ ଓଲଡଟାଉନ୍ ର ବିଭିନ୍ନ ଅଞ୍ଚଳ ବୁଲିଦେଖିଛନ୍ତି। ଅନେକ ଲୋକଙ୍କ ଘରକୁ ଯାଇ ସମସ୍ତଙ୍କ ଅସୁବିଧା ପଚାରି ବୁଝିଛନ୍ତି । ପାଣି…

ବର୍ଷାରେ ବେହାଲ ଭଦ୍ରକ,ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ବର୍ଷାରେ ବେହାଲ ଭଦ୍ରକ ସହର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ସହରର ତଳି ଅଞ୍ଚଳରେ ବର୍ଷା ପାଣି ଜମି ରହିବାରୁ ଲୋକମାନେ ଯିବା ଆସିବାରେ ହଇରାଣ ହୋଇଛନ୍ତି. । ବର୍ଷା ପବନ ଲାଗି ରହିଥିବାରୁ ୯ନଂ ୱାର୍ଡରେ ବିରାଟ ଗଛ ଉପୁଡି ରାସ୍ତା ଅବରୋଧ ହେବା ସହ…