Latest Odisha News

BREAKING NEWS

Browsing Category

ସହର

City

ଲଗାଣ ବର୍ଷା ଯୋଗୁ ୨୪ ଜିଲ୍ଲା ପ୍ରଭାବିତ

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁ ୨୪ ଜିଲ୍ଲା ପ୍ରଭାବିତ । ସେହିପରି ଲଗାଣ ବର୍ଷାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଏଯାଏଁ ନିଖୋଜ ଅଛନ୍ତି ।  କେନ୍ଦ୍ରାପଡ଼ା ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ହୋଇଛନ୍ତି।  ଗଞ୍ଜାମ, ଖୋର୍ଦ୍ଧା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ…

ଓଡ଼ିଶା ଚାଷୀଙ୍କ ମାସିକ ଆୟ ତାଲିକା

ଭୁବନେଶ୍ୱର: ଓଡ଼ିଶା ଚାଷୀଙ୍କ ମାସିକ ଆୟ ତାଲିକା । ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫ ହଜାର ୧୧୨ ଟଙ୍କା । ଚାଷୀମାନଙ୍କ ସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କ ପରିସଂଖ୍ୟାନ ଓ ଯୋଜନା କ୍ରିୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ରିଲିଜ୍ ରିପୋର୍ଟରେ ଏହି ତଥ୍ୟ ଉଲ୍ଲେଖ । ଦେଶରେ ସବୁଠାରୁ କମ୍ ହାରାହାରି…

ପ୍ରେମିକା ସହ ଫେରିଲା ମହାଡ୍ରମାର ନାୟକ ସ୍ୱିଗି ବୟ

ଭୁବନେଶ୍ୱର : ମହାଡ୍ରାମାର ଖୋଲିଲା ଗୁମର । ଭୁବନେଶ୍ୱର ପହଞ୍ଚିଲା ନିଜ ଅପହରଣର ଡ୍ରାମା ରଚିଥିବା ନାୟକ ସ୍ୱିଗି ବୟ । ମହାଡ୍ରାମାର ଖୋଲିଲା ଗୁମର । ଭୁବନେଶ୍ୱର ପହଞ୍ଚିଲା ନିଜ ଅପହରଣର ଡ୍ରାମା ରଚିଥିବା ନାୟକ ସ୍ୱିଗି ବୟ । ଚିକୁନ ଓ ତାଙ୍କ ବାନ୍ଧବୀକୁ ମଧ୍ୟପ୍ରଦେଶର କଟ୍ନିରୁ…

ବଡଦାଣ୍ଡରେ ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ

ପୁରୀ : ଶ୍ରୀକୃଷ୍ଣ ଲୀଳାର ଗୁରୁବାର ଅନ୍ତିମ ଦିବସ । ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଦ୍ଧ କରିବେ । ଗତମାସ ୨୯ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଗୁରୁବାର ଶେଷ ଦିନ । ପୁରୀ ବଡଦାଣ୍ଡରେ…

ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ

ଢେଙ୍କାନାଳ: ବଜ୍ରାଘାତରେ ଜଣେ ଯୁବକଙ୍କ ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାଶ ଗାଁରେ ବଜ୍ରାଘାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ଗାଁର ହେମାନନ୍ଦ ପରିଡା । ହେମାନନ୍ଦ ନିଜ ଘର ପଛ ପାଖ ବାଡ଼ିକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ ।…

ଉପରମୁଣ୍ଡରେ ପ୍ରବଳ ବର୍ଷା, ହୀରାକୁଦରେ ଖୋଲିଲା ମୋଟ ୨୪ ଗେଟ

ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳ ବର୍ଷା ।  ହୀରାକୁଦରେ ଖୋଲିଲା ମୋଟ ୨୪ଟି ଗେଟ  । ଉପରେ ମୁଣ୍ଡରେ ବର୍ଷା କାରଣରୁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଗତକାଲି ମୋଟ ୧୮ଟି ଗେଟ ଖୋଲାଯାଇଥିବା ବେଳେ ଆଜିକୁ ମୋଟ ୨୪ ଗେଟ୍‌ ଖୋଲାଯାଇଛି । ମୋଟ ୨୪ ଗେଟ ଦେଇ ବନ୍ୟାଜଳ ନିଷ୍କାସିତ…

ସ୍ୱିଗି ବୟ ମିଛ ଅପହରଣର ଯବନିକା: ପ୍ରେମିକା ସହ ଭୁବନେଶ୍ୱର ଆଣିଲା ପୋଲିସ

ଭୁବନେଶ୍ୱର: ସ୍ୱିଗି ବୟ ଫେକ୍ କିଡନାପ୍ ହାଇଡ୍ରାମାରେ ପଡ଼ିଲା ଯବନିକା । ନିଜ ଅପହରଣ ନାଟକର ନାୟକ ପତିତପାବନ ପୃଷ୍ଟି ଓ ତାଙ୍କର ପ୍ରେମିକାକୁ ଭୁବନେଶ୍ୱର ଆଣିଛି କମିଶନରେଟ ପୋଲିସ । ମଧ୍ୟପ୍ରଦେଶର କଟନୀ ଷ୍ଟେସନରୁ ଦୁହିଁଙ୍କୁ ଠାବ କରାଯାଇଥିଲା । ଏହାପରେ ଗୋଟିଏ ପୋଲିସ ଟିମ୍ ସେଠାରୁ…

ସାମ୍ବାଦିକ,ପର୍ବତାରୋହିଙ୍କ ବାଇକ ଯାତ୍ରା

ବରଗଡ଼ : ସଚେତନତା ସୃଷ୍ଟି କରୁଥିବା ବାଇକ୍ ଯାତ୍ରୀଙ୍କୁ ସମ୍ବର୍ଦ୍ଧନା । ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପୁରୀରୁ ଲେହ ଲଦାକ୍ ଯାତ୍ରା କରିଥିବା ଦୁଇ ଜଣିଆ ମୋଟର ସାଇକେଲ ଯାତ୍ରୀ ଦଳଙ୍କୁ ବରଗଡ଼ ମା ସମଲେଇ ମନ୍ଦିର ଠାରେ ସମ୍ବର୍ଦ୍ଧନା ଦିଆଯାଇଛି।…

ବିଜେଡିର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ,ଫୋକସ୍‌ରେ ପଞ୍ଚାୟତ ନିର୍ବାଚନ

ଭଦ୍ରକ : ଭଦ୍ରକ ଜିଲ୍ଲାରେ ବିଜୁ ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜିଲ୍ଲାର ବହୁ ବିଜେଡି ନେତୃବୃନ୍ଦ ଉପସ୍ଥିତ ରହି ଦଳୀୟ ସାଙ୍ଗଠନିକ ଉପରେ ଆଲୋଚନା କରିଥିଲେ । ବାଇପାସ ସ୍ଥିତ ସଙ୍ଗମ ମଣ୍ଡପ ଠାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ବିଜୁ…

ବିଶ୍ୱକର୍ମା ମୂର୍ତ୍ତିରେ ଶେଷ ସ୍ପର୍ଶ

ପୁରୀ : ଆଉ ଦିନକ ପରେ ବିଶ୍ୱକର୍ମାଙ୍କ ପୂଜା ପାଳିତ ହେବ l କାରିଗର ମାନେ ବିଶ୍ୱକର୍ମା ମୂର୍ତ୍ତି ନିର୍ମାଣରେ ଶେଷ ସ୍ପର୍ଶ ଦେଉଛନ୍ତି l ଗତ ୨ ବର୍ଷ କରୋନା କଟକଣା ଯୋଗୁଁ ମୂର୍ତ୍ତି କାରିଗର ମାନେ ହାତ ବାନ୍ଧି ବସିଥିବାବେଳେ ଚଳିତବର୍ଷ କରୋନା କଟକଣା ସାମାନ୍ୟ ଆଶ୍ବସ୍ତି କରାଯାଇଛି l…