Latest Odisha News

BREAKING NEWS

Browsing Category

ସହର

City

ଶ୍ରାବଣ ତୃତୀୟ ସୋମବାରରେ ଗୁପ୍ତେଶ୍ୱରଙ୍କ ପୂଜା

କୋରାପୁଟ: ଆଜି ଶ୍ରାବଣ ମାସର ତୃତୀୟ ସୋମବାର l କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ଶ୍ରାବଣ ସୋମବାର ଦିନ କାଉଡିଆଙ୍କ ଜମୁଥିବା ବେଳେ ଚଳିତ ବର୍ଷ କିନ୍ତୁ ଗୁପ୍ତେଶ୍ୱର ପୀଠ ଖାଁ ଖାଁ ରହିଛି l ପୀଠରେ କାଉଡିଆଙ୍କ ଭିଡ଼ ଓ ବୋଲବମ୍‌ ଧ୍ୱନି ଆଉ ଶୁଣିବାକୁ ମିଳିଲାନାହିଁ l କରୋନା…

ସମସ୍ୟା ଭିତରେ ନୂଆଗୁଡ଼ା ଗାଁ

ମାଲକାନଗିରି:  ଗାଁ ଠାରୁ ସହର ପର୍ଯ୍ୟନ୍ତ ଯୋଡିବା ଲାଗି ସରକାରୀ ସ୍ତରରେ ପ୍ରସ୍ତୁତ ହେଉଛି ଅନେକ ଯୋଜନା । ହେଲେ ଉପାନ୍ତ ମାଲକାନଗିରି ଜିଲ୍ଲାରେ କିନ୍ତୁ ସରକାରଙ୍କ ଏହି ସବୁ ଯୋଜନା ଠିକ୍ ଭାବେ ପହଞ୍ଚି ପାରୁନାହି ।  ଜିଲ୍ଲାର କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନୁଆଗୁଡା ଗାଁର ଏକାଧିକ ଲୋକେ…

କଟକରୁ କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୬ ବେପାରୀ ଗିରଫ

କଟକ: କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ । କଟକରୁ ଜବତ ହୋଇଛି ୧ କେଜି ୧୫୯ ଗ୍ରାମ ଧଳାଜହର । ଲାଲବାଗ ଥାନା ଓ ସ୍ପେଶାଲ ସ୍କ୍ୱାଡ୍ ମିଳିତ ଚଢ଼ାଉତେ ଏତେ ପରିମାଣର ବ୍ରାଉନସୁଗାର ଜବତ କରିଛନ୍ତି । ଏହି ଘଟଣାରେ ୬ ଜଣ ବେପାରୀଙ୍କୁ ବାନ୍ଧିଛି ପୋଲିସ । ଏହି ସୂଚନା ଦେଇଛନ୍ତି ପୋଲିସ କମିଶନର…

ରତ୍ନଚିତାରେ ଝଟକିଲେ ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ଗତକାଲି ସମ୍ପନ୍ନ ହୋଇଛି ଚିତାଲାଗି ଅମାବାସ୍ୟା ନୀତି । ପ୍ରାତଃକାଳରେ ମହାପ୍ରଭୁଙ୍କର ଦ୍ୱାରଫିଟା ନୀତି, ମଙ୍ଗଳ ଆରତୀ, ଦ୍ୱାରପାଳ ପୂଜା, ରୋଷ ହୋମ, ସୂର୍ଯ୍ୟପୂଜା ପରେ ଗୋପାଳ ବଲ୍ଲଭ ଭୋଗ ସମ୍ପନ୍ନ ହୋଇଥିଲା । ସକାଳଧୂପ ଓ ପ୍ରଥମ ଭୋଗମଣ୍ଡପ ଉଠି ଦଇତାମାନେ ଚିତାଲାଗି…

ସମ୍ୱଲପୁରରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଠାବ, ୬ ଜଣ ଗିରଫ

ସମ୍ୱଲପୁର: ଜାଲ୍ ନୋଟ୍ କାରବାର ରାକେଟର ପର୍ଦ୍ଦାଫାସ । ସମ୍ୱଲପୁରରୁ ୬ ଜଣଙ୍କୁ ଗିରଫ କରିଛି ପୋଲିସ । ୧୩ ଲକ୍ଷ ଟଙ୍କାର ନକିଲ ନୋଟ୍ ଜବତ ହୋଇଛି । ଏଥିରେ ଅଛି ୨୦୦୦, ୫୦୦ ଓ ୧୦୦ ଟଙ୍କିଆ ଜାଲ୍ ନୋଟ୍ । ନକଲି ନୋଟ୍ ତିଆରି ମେସିନ୍ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି ପୋଲିସ । ଗିରଫ…

ପାଇଖାନା ପ୍ୟାନରେ ଫସିଗଲା ଗୋଧି, ୩ ଘଣ୍ଟା ପରେ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର: ପାଇଖାନା ପ୍ୟାନ ଭିତରେ ପଶିଗଲା ଗୋଧି । ଶରୀରର ଅଧାରୁ ଅଧିକ ଅଂଶ ଭିତରେ ଫସିଗଲା । କେବଳ ବାହାରକୁ ଥିଲା ମୁଣ୍ଡ ଓ ଦୁଇଟି ଗୋଡ଼ । ଭାରି ଛଟପଚ ହେଉଥିଲା ଗୋଧି । ଭୁବନେଶ୍ୱର ବାଣୀବିହାର ପରିସରରେ ଆଇନ ବିଭାଗ ପ୍ରଫେସର ବିନୟ ଦାସଙ୍କ ଆଉଟ ହାଉସରେ ଥିବା ପାଇଖାନା ପ୍ୟାନରେ ଗୋଧି…

ଭୁବନେଶ୍ୱର ଏହି ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍

ଭୁବନେଶ୍ୱର: କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ ଅଭିଯୋଗରେ ବନ୍ଦ ହେଲା ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ । ଏହାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ କରିଛି ବିଏମସି । ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା…

ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର

ଭଦ୍ରକ: ପୁଣି ଗୋରାମାଟି ସରପଞ୍ଚ ପରିବାରର ଦବଙ୍ଗଗିରି । ଭଦ୍ରକ ସାବରଙ୍ଗ ଥାନା ତୋରଣପଦା ଗାଁରେ ପୋଲିସ୍‌ ଟିମ୍‌ ଉପରେ ମରଣାନ୍ତକ ଆକ୍ରମଣ, ୨ ପୋଲିସ ଗୁରୁତର । ଇଟାଭାଟି ମାଲିକକୁ ଆକ୍ରମଣ ଘଟଣାର ତଦନ୍ତ ଓ ଆସାମୀ ଧରିବା ପାଇଁ ଯାଇଥିବା ବେଳେ ପୋଲିସ ଉପରେ ଆକ୍ରମଣ । ଘର ଭିତରେ ପୂର୍ବ…

ଗୋଷ୍ଠୀ ସଂଘର୍ଷରେ ବୁଲିଲା ଖଣ୍ଡା ,ସିସିଟିଭିରେ ଚିତ୍ର କଏଦ

ଭୁବନେଶ୍ୱର: ଭାଇରଲ ହେଉଛି ଗୁଣ୍ଡାରାଜ୍ ର ଚିତ୍ର । ମଞ୍ଚେଶ୍ଵର ମୁଣ୍ଡା ସାହିରେ ଗୁଣ୍ଡାରାଜ । ବୁଲିଲା ଖଣ୍ଡା, ଭୂଜାଲି । ସାମାନ୍ୟ ଏକ ଗଣ୍ଡଗୋଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା କୁହାଯାଉଛି। ପ୍ରାୟ ଅଧଘଣ୍ଟା ଧରି ଅନ୍ୟ ସାହିର ଏକ ଗୋଷ୍ଠୀର ୪୦ରୁ ୫୦ ଜଣ ଯୁବକ ଖଣ୍ଡା, ଭୁଜାଲି ସହ ଲାଠି…

ପୁରୀରେ ପୁଣି ଆରମ୍ଭ ଉଚ୍ଛେଦ କାର୍ଯ୍ୟ

ପୁରୀ  : ଦୀର୍ଘଦିନ ପରେ ପୁଣି ଆଜିଠାରୁ ଆରମ୍ଭ ହେଲା ଶ୍ରୀମନ୍ଦିର ୭୫ ମିଟର ଐତିହ କରିଡରର ଉଚ୍ଛେଦ କାର୍ଯ୍ୟ । ଶ୍ରୀମନ୍ଦିର ପରିକ୍ରମା କାର୍ଯ୍ୟକୁ ତ୍ବାରାନ୍ବିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଅଣ୍ଟାଭିଡି ଥିବାବେଳେ ଆଜି ବାସେଳୀ ସାହି ଠାକୁରାଣୀଙ୍କ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ।…