Latest Odisha News

BREAKING NEWS

Browsing Category

ସହର

City

OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ଷ୍ଟାଫ୍ ସିଲେକସନ୍ କନିଶନ ବା OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ନାରାୟଣ ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଏକକାଳୀନ ଭୁବନେଶ୍ୱରରେ ୬ଟି ସ୍ଥାନରେ ରେଡ୍ ହୋଇଛି । ଏହି ଚଢ଼ାଉରେ ଭିଜିଲାନ୍ସ ବିଭାଗର ୩ଟି ଟିମ୍ ସାମିଲ…

ବିଦ୍ୟୁତ ଆଘାତରେ ୬ ଦାଦନଙ୍କର ମୃତ୍ୟୁ

ଗୁଣ୍ଟୁର : ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଲାଙ୍କାଭାନିଦିବାରେ ଅଘଟଣ ଘଟିଛି । ବିଦ୍ୟୁତ ଆଘାତରେ ୬ ଜଣ ଦାଦନଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ୬ ଜଣ ରାୟଗଡ଼ା ଗୁଣୁପୁର ଅଞ୍ଚଳର ବୋଲି ଜଣାପଡିଛି । ଶୁକ୍ରବାର ସକାଳୁ ଚିଙ୍ଗୁଡ଼ି ବନ୍ଧରେ କାମ କରିବାକୁ ଯାଇଥିବା ବେଳେ ଏହି ଅଘଟଣ ଘଟିଛି ।

ଭିଟାମାଟି ହରାଇ ବେସାହାରା ବିସ୍ଥାପିତ

ନୂଆପଡା : ବଢ଼ୁଛି ଅସନ୍ତୋଷ । ଜୋର ଜବରଦସ୍ତ ବିସ୍ଥାପିତଙ୍କ ଘର ଭାଙ୍ଗିଲା ପ୍ରଶାସନ । ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳ ସେଚନ ପ୍ରକଳ୍ପର ବିସ୍ଥାପିତଙ୍କ ସମସ୍ୟା ଥମିବାର ନାଁ ନେଉନାହିଁ । ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ ହୋଇ ସାରିଥିବା ବେଳେ ଏବେ ମଧ୍ୟ ବିସ୍ଥାପିତଙ୍କ…

ମଦର ପସରା ଖୋଲିବା ନିଷ୍ପତ୍ତିକୁ ବିରୋଧ

ପୁରୀ : ପୁରୀ କୋଣାର୍କ ମେରାଇନ୍ ଡ୍ରାଇଭ୍ ବେଳାଭୂମିରେ ହେବ ମଦ୍ୟପାନର ଅତ୍ୟାଧୁନିକ ଵ୍ୟଵସ୍ଥା । ରାଜ୍ୟ ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଅନଲାଇନ ଆବେଦନ ମଧ୍ୟ ଚାଲିଛି । ଆସନ୍ତାକାଲି ଏହି ଆବେଦନର ଶେଷ ତାରିଖ। ତେବେ ଶ୍ରୀକ୍ଷେତ୍ର ଭଳି ଆଧ୍ୟାତ୍ମିକ…

କୈଳାଶ ମନ୍ଦିରରେ ଏଲିଆନ୍ସ ରହସ୍ୟ

ଭୁବନେଶ୍ୱର : ବିଜ୍ଞାନ ଯୁଗରେ ନୁଆ ନୂଆ ଆବିଷ୍କାର ଆମକୁ ବିସ୍ମୟ କରିଆସୁଛି । ବୈଜ୍ଞାନିକଙ୍କ ପାଖରେ ସବୁ ସମ୍ଭବକୁ ଅସମ୍ଭବ କରିବାର ରହିଛି କ୍ଷମତା । ହେଲେ ପ୍ରକୃତି ଭିିତରେ ଏମିତି କିଛି ଘଟଣା ଘଟୁଛି ଯାହାକି ଭେଦ କରିବାକୁ ବୈଜ୍ଞାନିକ ବି ସଫଳ ହୋଇନାହାନ୍ତି । ଆମ ଚାରିପଟେ ଏମିତି ବହୁ…

୧୦ ବର୍ଷର ଶିଶୁକୁ ଗୋଡାଇ ନିର୍ମମ ହତ୍ୟା

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଭଟାଗୁଡା ଗ୍ରାମରେ ଅଭାବନୀୟ ଘଟଣା । ଜଣେ ୧୦ ବର୍ଷର ଶିଶୁକୁ ଗୋଡାଇ ଗୋଡାଇ ନିର୍ମମ ଭାବେ ହତ୍ୟା କରିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏହି ଗ୍ରାମର ଘାସିରାମ ମାଝୀଙ୍କ ୧୦ ବର୍ଷର ପୁଅ ଅନିଲକୁ ସେହି ଗ୍ରାମର ଜୟସିଂ ଜାନୀ ନାମକ ଜଣେ…

ବିଭିନ୍ନ ସମସ୍ୟା ନେଇ କୃଷକଙ୍କ ରାଲି

ପୁରୀ : ଧାନର ଅଭାବୀ ବିକ୍ରି, ଚାଷୀମାନଙ୍କୁ ଉଚିତ୍ ପ୍ରାପ୍ୟ ନ ମିଳିବା , ସହାୟତାରୁ ଲକ୍ଷାଧିକ ଚାଷୀ ବଞ୍ଚିତ ହେବା , ବର୍ଷା ଜଳ ନିଷ୍କାସନରେ ସମସ୍ୟା ନେଇ ରାଲି ।  ନୀଳାଚଳ କୃଷକ ସଂଘ ପକ୍ଷରୁ ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ…

ବିଶ୍ୱରେ ୪୦ କୋଟି ଲୋକ ହେପାଟାଇଟିସ୍‌-ବି ସଂକ୍ରମିତ

ଭୁବନେଶ୍ୱର : ବିଶ୍ୱରେ ୪୦ କୋଟି ଲୋକ ହେପାଟାଇଟିସ୍‌-ବି ସଂକ୍ରମିତ ସେଥିରୁ ୯୫ ପ୍ରତିଶତ ନିଜ ରୋଗକୁ ନେଇ ଅଜ୍ଞ । ହେପାଟାଇଟିସ୍‌-ବି ଏଚ୍‌ଆଇଭି ଠାରୁ ଶତ ପ୍ରତିଶତ ସଂକ୍ରାମକ ଏବଂ ବିଶ୍ୱର ସବୁଠାରୁବଡ ଘାତକ ରୋଗ ଭାବେ ପରିଗଣିତ ହୋଇଛି । ଏହି ରୋଗ ଦ୍ୱାରା ପ୍ରତ୍ୟେକ ବର୍ଷ ପୃଥିବୀରେ ୧୧…

ଦର୍ଶନ କରିବି କାଳିଆକୁ .. ..

ସୋନପୁର : ଦିଅଁଙ୍କ ପ୍ରତି ମନରେ ଶ୍ରଦ୍ଧା । ଦେଖିବାକୁ କଷ୍ଟକର ରାସ୍ତା ବି କମ୍ ଜଣାପଡେ । ତେବେ ମନରେ ଭକ୍ତିଭାବ ଥିଲେ ସବୁକିଛି ସମ୍ଭବ କରିଦିଏ ଭକ୍ତଟିଏ । ସେହିଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି । ଖରା ବର୍ଷାକୁ ଖାତିର ନକରି ସୁଦୂର ମଧ୍ୟପ୍ରଦେଶ ତମସା ଗାଁର ଜଣେ ବୃଦ୍ଧ ପାଦରେ ଚାଲି…

ବର୍ଷା ପାଇଁ ଡ଼ଙ୍ଗର ବୁଢା ପୂଜାର ପରମ୍ପରା

ଟିଟିଲାଗଡ଼ : ବାଜୁଛି ଢୋଲ, ନିଶାନ, ତାଷା । ଆଉ ମୁହୁରିର ତାଳେ ତାଳେ ଗାଁ ଦାଣ୍ଡ ବି ଦୁଲୁକି ଉଠୁଛି । ହାତରେ ଖଣ୍ଡା, ତଳବାର, ଧନୁ ତୀର ବି ରହିଛି । ଧୁମ ଧାମ ରେ ବାଦ୍ୟର ତାଳେ ତାଳେ ନାଚ ନାଚି ଆଗକୁ ବଢିଚାଲିଛନ୍ତି । ଏ ଦୃଶ୍ୟ ହେଉଛି ଟିଟିଲାଗଡ଼ ନିକଟ ଶଗଡ଼ଘାଟ ଗ୍ରାମ ପଂଚାୟତର ।…