Latest Odisha News

BREAKING NEWS

Browsing Category

ସହର

City

ମହାନଦୀ ଜଳ ବିବାଦ ପ୍ରସଙ୍ଗ: ତୁରନ୍ତ ସମାଧାନର ରାସ୍ତା ବାହାର କରିବାକୁ ବିଜେଡିର ଆହ୍ବାନ

ଭୁବନେଶ୍ବର: ମହାନଦୀ ଜଳ ବିବାଦ ପ୍ରସଙ୍ଗ । ଛତିଶଗଡ଼ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନାକୁ ନେଇ ବିଜେଡିର କଟାକ୍ଷ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଗଣମାଧ୍ୟକୁ କହିଛନ୍ତି ଯେ, ଯଦି ଉଭୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ତାହା ସ୍ୱାଗତଯୋଗ୍ୟ । ଆମେ ମଧ୍ୟ ସମସ୍ତେ…

ବିଶ୍ୱ କବିତା ଦିବସ ଏବଂ ବିଶ୍ୱ ଡାଉନ୍ ସିଣ୍ଡ୍ରୋମ୍ ଦିବସ ୨୦୨୫ ଅନୁଷ୍ଠିତ

ଭୁବନେଶ୍ୱର: ସ୍ବାଭିମାନ ସହଯୋଗରେ କେତକୀ ଫାଉଣ୍ଡେସନ୍ ଟ୍ରଷ୍ଟ ଦ୍ୱାରା ବିଶ୍ୱ କବିତା ଦିବସ ଏବଂ ବିଶ୍ୱ ଡାଉନ୍ ସିଣ୍ଡ୍ରୋମ୍ ଦିବସ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱରର ଭାରତୀୟ ବିଦ୍ୟା ଭବନରେ ସାହିତ୍ୟିକ ଶ୍ରଦ୍ଧାଞ୍ଜଳି ଏବଂ ସାମାଜିକ ସଚେତନତାର ଏକ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା ।…

୯ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ସ୍ଥାୟୀ କୁଳପତି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରୁ ୮ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି କାର୍ଯ୍ୟରତ ଅଛନ୍ତି । ଅବଶିଷ୍ଟ ୯ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନାହାନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି…

ଆଗାମୀ ପର୍ବପର୍ବାଣୀକୁ ନେଇ ଡିଜିପିଙ୍କ ସମୀକ୍ଷା ବୈଠକ; ସୋସିଆଲ ମିଡ଼ିଆ ଉପରେ ୨୪ ଘଣ୍ଟା ରହିବ ନଜର

ଭୁବନେଶ୍ବର: ଆସନ୍ତା ୩୧ ତାରିଖରେ ଇଦ୍-ଉଲ୍-ଫିତର୍, ଅପ୍ରେଲ୍ ୬ ତାରିଖରେ ଶ୍ରୀରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହାବିଷୁବ ସଂକ୍ରାନ୍ତି ପାଳିତ ହେବାକୁ ଯାଉଛି । ଏହି ଅବସରରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମୁଖ୍ୟ…

୨ ଲକ୍ଷ ଟଙ୍କା ଲାଞ୍ଚ ସହ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ବର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଯାଜପୁର ଜିଲ୍ଲା କୁଆଖିଆ ସେକସନର ଜରକା ଗ୍ରାମ୍ୟ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ଭୀମସେନ ମହାରଣା । ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କା ଲାଞ୍ଚ ନେଇ ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଖବର ମୁତାବକ, କନିଷ୍ଠ…

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ୬୬ ବର୍ଷ ବୟସରେ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଯାଇଛି। ସେ ୨୦୧୪ରେ ଆଳି ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ନିର୍ବାଚିତ ହୋଇଥିଲେ।…

ଆୟୁଷ୍ମାନ ଭାରତ ଯୋଜନା ସହ ୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୭ଟି ବିଭାଗରେ ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ଏନେଇ ଗୃହରେ ସୂଚନା ଦେଇଛନ୍ତି । ୭ଟି ବିଭାଗ ମଧ୍ୟରେ ରହିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇସ୍ପାତ ଓ ଖଣି, ପୂର୍ତ୍ତ, ସାଧାରଣ ପ୍ରଶାସନ, ଜଳ ସଂପଦ,…

ପୂର୍ବତଟ ରେଳପଥ ପକ୍ଷରୁ ୨୫୦ ନିୟୁତ ଟନ ପଣ୍ୟ ପରିବହନ ରେକର୍ଡ

ଭୁବନେଶ୍ବର: ପୂର୍ବତଟ ରେଳପଥ ପୁଣି ଥରେ ପଣ୍ୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି । ୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାର ୧୧ ଦିନ ପୂର୍ବରୁ ୨୫୦ ନିୟୁତ ଟନ୍ (MT) ମୂଳ ପଣ୍ୟ ପରିବହନ ହାସଲ କରିବାରେ ଭାରତର ପ୍ରଥମ ରେଳ ଜୋନ୍ ହୋଇଛି । ପୂର୍ବତଟ ରେଳପଥର ପଣ୍ୟ…

ଅଦିନିଆ ରଥଯାତ୍ରାକୁ ନେଇ ଏପରି କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ବର: ତିଥି ଅନୁସାରେ ରଥଯାତ୍ରା ପାଳନ ପାଇଁ ଇସ୍କନକୁ ଅନୁରୋଧ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଅଦିନିଆ ରଥଯାତ୍ରାକୁ ନେଇ ବଢୁଥିବା ବିବାଦ ଭିତରେ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଅତିଥି ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ…

ଓଡ଼ିଶାର ମୁଖ୍ୟ ମହାଡାକପାଳ ହେଲେ ନିର୍ମଳଜିତ ସିଂ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ମହାଡାକପାଳ ଭାବେ ନିଯୁକ୍ତି ହେଲେ ୧୯୯୭ ବ୍ୟାଚର ବରିଷ୍ଠ ଭାରତୀୟ ଡାକ ସେବା ଅଧିକାରୀ ନିର୍ମଳଜିତ ସିଂ । ସେ ଓଡ଼ିଶା ଡାକ ପରିମଣ୍ଡଳର ମୁଖ୍ୟ ମହାଡାକପାଳ ଭାବେ ନିଯୁକ୍ତ ହୋଇଛନ୍ତି । ଶ୍ରୀ ସିଂଙ୍କର ଭାରତୀୟ ଡାକ ସେବା କ୍ଷେତ୍ରରେ ଜାଜ୍ଜୁଲ୍ୟମାନ କ୍ୟାରିଅର…