Latest Odisha News

BREAKING NEWS

Browsing Category

ସହର

City

ତିନି ରଥର ଦକ୍ଷିଣମୋଡ ପରେ ବାହୁଡା ପ୍ରସ୍ତୁତି

ପୁରୀ : ଜନ୍ମବେଦୀ ଗୁଣ୍ଡିଚା ମନ୍ଦିରରେ ସରି ସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ହେରାପଞ୍ଚମୀ ପରଦିନ ତିନି ରଥର ଦକ୍ଷିଣମୋଡ କରାଯାଇଛି ।ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥକୁ ଦକ୍ଷିଣମୋଡ କରାଯାଇଥିଲା। ଏହା ପୂର୍ବରୁ ଭୋଇ ସେବକଙ୍କ ଦ୍ୱାରା ରଥର ବ୍ରେକ ଓ ଦଉଡି ସଂଯୋଗ…

STF ପଞ୍ଝାରେ ଦୁଇ ଚୋରା ବନ୍ଧୁକ ବେପାରୀ, ୧୦ଟି ବନ୍ଧୁକ ଜବତ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତରେ ଧରାପଡ଼ିଛନ୍ତି ଚୋରା ବନ୍ଧୁକ ବେପାରୀ । ଭୁବନେଶ୍ୱର ଜଙ୍କିଆ ଅଞ୍ଚଳରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୫ଟି ପିସ୍ତଲ, ୫ଟି SBML ବନ୍ଧୁକ ଓ ୮ ରାଉଣ୍ଡ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳର…

କରୋନା କାଳରେ ବ୍ୟବସାୟ ମାନ୍ଦା

ରାୟଗଡା:  କରୋନା କାଳରେ ବ୍ୟବସାୟ ମାନ୍ଦା,ଉତ୍ପାଦନ ତୁଳନାରେ ବିକ୍ରି କମ୍ ହାତରେ ମୁଣ୍ଡ ଦେଇବସିଛନ୍ତି ବ୍ୟବସାୟୀ । ଶିଳ୍ପ ସମୃଦ୍ଦ ରାୟଗଡା ଜିଲ୍ଲାରେ ମଧ୍ୟ ଏହାର ବେଶ୍ ପ୍ରଭାବ ଦେଖିବାକୁ ମିଳିଲା । ଜିଲ୍ଲାରେ ଉତ୍କଳ ଆଲୁମିନା କାରଖାନା,ଜେକେ କାଗଜ କଳ ଓ ଇମ୍ଫା ପରି ଅନେକ ବୃହତ ଶିଳ୍ପ…

ମା’ଲକ୍ଷ୍ମୀଙ୍କ ମାନଭଞ୍ଜନ

ପୁରୀ: ଶ୍ରୀକ୍ଷେତ୍ର ମାନବୀୟ ଲୀଳା କରୁଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ । ରଥଯାତ୍ରା ମହାପ୍ରଭୁ ବଡ଼ ଭାଇ ଶ୍ରୀବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କ ସହ ଶ୍ରୀଗୁଣ୍ଡିଚା ଯାତ୍ରାରେ ଯାଇଛନ୍ତି । ତେବେ ସାଙ୍ଗ ରେ ପତ୍ନୀ ଲକ୍ଷ୍ମୀଙ୍କୁ ନେଇ ନାହାନ୍ତି । ଏଣୁ ଭଗବତୀ ଲକ୍ଷ୍ମୀ ମହାପ୍ରଭୁଙ୍କୁ ଦେଖା…

ଗାଁ ଦାଣ୍ଡରେ ବୃଦ୍ଧାଙ୍କୁ ମାଡ

ପୁଣି ଲଜ୍ଜା । ବୟସର ଅପରାହ୍ନରେ ପହଂଚିଥିବା ଜଣେ ବୃଦ୍ଧାଙ୍କୁ ପୁଣି ଥରେ ଗାଁ ଦାଣ୍ଡରେ ନିର୍ଯାତିତ କରାଯାଇଛି । ଆଉ ଏହି କାଣ୍ଡ ଭିଆଇଛନ୍ତି ଖୋଦ୍ ବୃଦ୍ଧାଙ୍କ ସମ୍ପର୍କୀୟ । ଘଟଣା ଖୁବ ଲଜ୍ଜା ଜନକ ଓ ଅମାନବୀୟ । ବୃଦ୍ଧା ଜଣଙ୍କୁ ଅତି ନିର୍ଦ୍ଦୟ ଭାବେ ମାଡ ମାରିବା ସହ ଏକ ମୋଟା ଦଉଡିରେ…

ଚୁକ୍ତିର ୫ ବର୍ଷ ପରେ ରେଳ କାମ ନେଇ ସର୍ଭେ

ମାଲକାନଗିରି : ପୁଣି ଥରେ ହଜିଯାଇଥିବା ଆଶା ଉଦଜୀବୀତ ହୋଇଛି । ପ୍ରଥମ ଥର ପାଇଁ ରାଜ୍ୟ ସରକାରଙ୍କ ଅଧା ଅନୁଦାନରେ ତିଆରି ହେବାକୁ ଯାଉଛି ଜୟପୁର ମାଲକାନଗିରି ରେଳ ଲାଇନ୍ । ହେଲେ ଏହା ଭିତରେ ୫ ବର୍ଷ ବିତିଗଲାଣି । ଲୋକଙ୍କର ରେଳରେ ବସିବା ସ୍ୱପ୍ନ ବି ଏହା ଭିତରେ ମଉଳି ଗଲାଣି । ଅର୍ଥ…

ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି: ନନ୍ଦିଘୋଷ ରଥ ଭାଙ୍ଗିଲେ ମା’ ଲକ୍ଷ୍ମୀ

ପୁରୀ: ଶ୍ରୀମନ୍ଦିରରେ ପାଳିତ ହୋଇଛି ହେରା ପଞ୍ଚମୀ ନୀତି । ରୁକ୍ମିଣୀ ହରଣ ଏକାଦଶୀରେ ବିବାହ ସମ୍ପନ୍ନ ପରେ ଚତୁର୍ଦ୍ଦଶୀ ତିଥିରେ ସ୍ନାନବେଦୀରେ ଏକାଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସର ଘରେ ଥିଲେ । ସୁସ୍ଥ ହେବା ପରେ ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ରଥଯାତ୍ରାରେ ଜନ୍ମବେଦୀ ବିଜେ…

ପୁରୀର ଶ୍ରୀକ୍ଷେତ୍ର ଲଜ ସିଲ

ପୁରୀ: ଶ୍ରୀଗୁଣ୍ଡିଚା ଯାତ୍ରା ଦିନ SOP ଉଲଂଘନ ଅଭିଯୋଗ |  ପୁରୀର ପୁଣି ଏକ ଲଜକୁ ସିଲ କଲା ପ୍ରଶାସନ | ବଳଗଣ୍ଡି ଛକରେ ଥିବା ଶ୍ରୀକ୍ଷେତ୍ର ଲଜକୁ ସିଲ କରାଯାଇଛି | ତେବେ ପୂର୍ବରୁ ଗଙ୍ଗା ଲଜ, ଅକ୍ଷୟପାତ୍ର ଫାଉଣ୍ଡେସନ ଓ ସାଗର ଇନ ଲଜ ସିଲ କରାଯାଇଥିବା ବେଳେ ଆଜି ଶ୍ରୀକ୍ଷେତ୍ର ଲଜକୁ ସିଲ…

ମାଆ ଦୁର୍ଗାଙ୍କ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ପବିତ୍ର ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ" ମା ଦୁର୍ଗା" ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ କରାଯାଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯଜ୍ଞ, ଓ ପୂଜା ତିନି ଦିନ ଧରି କରାଯିବ । ଆସନ୍ତା ୧୮.୭.୨୧ ଦିନ ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ…

କାରରୁ ୬୧କେଜି ଗଞ୍ଜେଇ ଜବତ

ସୁବର୍ଣ୍ଣପୁର:  ସୁବର୍ଣ୍ଣପୁରରୁ  ୬୧କେଜି ଗଞ୍ଜେଇ ଜବତ I ଜିଲ୍ଲା ସଦର ମହକୁମା କୁଞ୍ଜ ହୋଟେଲ ଛକ ନିକଟରୁ ଏକ କାରରୁ ୬୧କେଜି ୨୦୦ ଗ୍ରାମ ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ I ଆଜି ଦିନ ସମୟରେ ବୌଦ୍ଧ ଜିଲ୍ଲା ପଟରୁ ଏକ ମାରୁତି ଇକୋ କାରରେ ଦୁଇଜଣ ଯୁବକ ଗଞ୍ଜେଇ ନେଇ ସୋନପୁର ପଟଦେଇ…