Latest Odisha News

BREAKING NEWS

Browsing Category

ସହର

City

ବିଶିଷ୍ଟ କ୍ଷୁଦ୍ର ଗଳ୍ପ ଲେଖକ ସୁଧୀର କୁମାରଙ୍କ ପରଲୋକ

ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ କ୍ଷୁଦ୍ର ଗଳ୍ପ ଲେଖକ ସୁଧୀର କୁମାର ବିଜୟେନ୍ଦ୍ର ନାରାୟଣ । ହୃଦ ଘାତରେ ତାଙ୍କର ପରଲୋକ ହୋଇଯାଇଛି । ସୋମବାର ସକାଳେ ତାଙ୍କ ବାସଭବନରେ ୮୦ବର୍ଷ ବୟସରେ ହୃଦଘାତରେ ମୃତ୍ୟୁ ହୋଇଛି । ସେ ଜଣେ ରିଟାୟାର୍ଡ ଇଞ୍ଜିନିୟର । ତେବେ ବହୁତ ମେଳାପୀ ଓ ଉଦାର ସ୍ୱଭାବ…

RWSS ବିଭାଗରେ ଦୁର୍ନୀତି, ଲାଞ୍ଚ ଦିଆନିଆର ଭିଡିଓ ଭାଇରାଲ

ବାରିପଦା : RWSS ବିଭାଗରେ ଦୁର୍ନୀତି । ଟଙ୍କା ଦିଆନିଆର ଭିଡିଓ ଭାଇରାଲ । ଜିଲ୍ଲାର ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗରେ ଦୁର୍ନୀତି ପଦାରେ ପଡ଼ିଛି । ତେବେ ଅଫିସ୍ ଭିତରେ କିଭଳି ବିଡା ବିଡା ଟଙ୍କା ନେଉଛନ୍ତି କାର୍ଯ୍ୟାଳୟର କ୍ୟସିଆର୍ ସେହି ଭିଡିଓ ଭାଇରାଲ ହେବାରେ ଲାଗିଛି । ଥରେ…

ବିଶୁଦ୍ଧ ପାଣି ନାଁରେ ନକଲି ପାଣି ବଟଲ, ଚଢାଉ ସହ ସିଲ କଲା ପୋଲିସ

ମାଲକାନଗିରି :ମାଲକାନଗିରି ଜିଲ୍ଲା ଏମ.ଭି.୨ଗାଁରେ ଥିବା ପଦ୍ମାବାତୀ ଆକ୍ୱାଫ୍ରେସ୍ ପାଣି କମ୍ପାନିକୁ ଆଜି ସିଲ୍ କରିଛି ମାଲକାନଗିରି ଆଦର୍ଶ ଥାନା ପୋଲିସ । ଏହି ପାଣି ବିତରକ କମ୍ପାନି ରିଫ୍ରେଶ ମିନେରାଲ ୱାଟର ନାମରେ ଲୋକଙ୍କୁ ନକଲି ପାଣି ବୋତଲ ବିକ୍ରି କରୁଥିବା ଅଭିଯୋଗ ହୋଇଛି । ପାଣିକୁ…

ଟୋକିଓ ଅଲିମ୍ପିକ୍ସରେ କିଟ୍‍ରୁ ୩ ଖେଳାଳି

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ କିଟ୍‍ରୁ ୩ ଖେଳାଳି । ଚଳିତବର୍ଷ ଟୋକିଓ ଅଲିମ୍ପିକ୍‍ସରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରଛାତ୍ରୀ ଓ ଜଣେ ଡାକ୍ତରଙ୍କୁ ମିଶାଇ ମୋଟ ୪ଜଣ ପ୍ରତିନିଧି ଏହି ସୁଯୋଗ ପାଇଛନ୍ତି। ସମଗ୍ର ଭାରତରେ କିଟ୍‍ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ଏହି ସୌଭାଗ୍ୟର…

କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ପ୍ରାଇଭେଟ୍ କ୍ୟାବିନରେ ରଖି ତାଙ୍କର ଚିକିତ୍ସା କରାଯାଉଛି । ସମସ୍ତ ପ୍ରକାର ପରୀକ୍ଷା ନିରୀକ୍ଷା କରାଯିବ । ବିଷ୍ଣୁ ସେଠୀଙ୍କର…

ଭୁବନେଶ୍ୱରରେ ମୋଲେକ୍ୟୁଲାର୍ ମ୍ୟୁକୋରମାଇକୋସିସ୍ ଲାବ୍ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏଲଭି ପ୍ରସାଦ ଚକ୍ଷୁ ହସ୍ପିଟାଲ ପରିସରରେ MGM ଆଡଭାନ୍ସଡ ମୋଲେକ୍ୟୁଲାର୍ ମ୍ୟୁକୋରମାଇକୋସିସ୍ ଲାବ୍ରୋଟୋରୀ ଉଦଘାଟିତ ହୋଇଯାଇଛି । ଏହି ଲାବ୍ରୋଟୋରୀ ପ୍ରତିଷ୍ଠା ପାଇଁ MGM ଫାଉଣ୍ଡେସନ୍ ୧୦ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛି । MGM ଫାଉଣ୍ଡେସନର…

ଦୁର୍ଲ୍ଲଭ ବ୍ରହ୍ମ କମଳର ମାହାତ୍ମ୍ୟ

ଭୁବନେଶ୍ୱର: ଏ ଫୁଲ ନେଇ ରହିଛି ମାହାତ୍ମ୍ୟ । ଅତି ଦୁର୍ଲ୍ଲଭ ଆଉ ଦୁର୍ମୂଲ୍ୟ । ଏକ ନିର୍ଦ୍ଦିଷ୍ଟ ଋତୁରେ ଫୁଟିଥାଏ ଏହି ଫୁଲ । ମହାପ୍ରଭୁଙ୍କ ଅତିପ୍ରିୟ ଏହି ଦୁର୍ଲ୍ଲଭ ଫୁଲ ହିମାଳୟ ଶିଖର ମଣ୍ଡନ କରିଥାଏ । ଏହାକୁ ଫୁଲର ସମ୍ରାଟ ବୋଲି ମଧ୍ୟ କୁହାଯାଏ । ମହାପ୍ରଭୁ ଜଗନ୍ନାଥଙ୍କର ଅତି ପ୍ରିୟ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଚକାବିଜେ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ଚକାବିଜେ ନୀତି । ସ୍ନାନ ପୂର୍ଣ୍ଣିମା ଦିନଠାରୁ ଅସୁସ୍ଥ ହୋଇପଡିଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କୁ ସୁସ୍ଥ କରିବା ପାଇଁ ଅନବସରରେ ଚାଲିଛି ଗୁପ୍ତନୀତି । ଦଇତାପତି ସେବାୟତମାନେ ଶ୍ରୀଜୀଉଙ୍କୁ ସୁସ୍ଥ କରିବା ପାଇଁ ଲାଗିପଡିଛନ୍ତି ।…

ରହସ୍ୟମୟ ତକ୍ଷକ ନାଗଚନ୍ଦ୍ରେଶ୍ୱର ମନ୍ଦିର

ଭୁବନେଶ୍ୱର: ଉଜ୍ଜୟିନୀର ରହସ୍ୟମୟ ମନ୍ଦିର । ବର୍ଷ ତମାମ ବନ୍ଦ ରହିଥାଏ । ଆଉ ବର୍ଷକୁ ଗୋଟିଏ ଦିନ ଖୋଲିଥାଏ । ବର୍ଷକ ୩୬୫ ଦିନରେ ନାଗ ପଞ୍ଚମୀ ଦିନ ଏହି ମନ୍ଦିର ଖୋଲିବାର ରହିଛି ପରମ୍ପରା । ଆଉ ଗୋଟିଏ ଦିନ ଭଗବାନଙ୍କ ଦର୍ଶନ ମିଳୁଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଆସିଥାନ୍ତି ଦର୍ଶନ ପାଇଁ ।…

କାଲିଠୁ ଗଞ୍ଜାମରେ ଦିଆଯିବ କୋଭାକ୍ସିନ, ବ୍ରହ୍ମପୁରରେ ପହଞ୍ଚିଲା ୧ ଲକ୍ଷ ୪୦ ହଜାର ଡୋଜ୍ ଟିକା

ବ୍ରହ୍ମପୁର: ଆସନ୍ତାକାଲିଠୁ ଗଞ୍ଜାମ ଜିଲ୍ଲାରେ ଦିଆଯିବ କୋଭାକ୍ସିନ୍ ଟିକା । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ବ୍ରହ୍ମପୁରରେ ୧ ଲକ୍ଷ ୪୦ ହଜାର ଡୋଜ୍ କୋଭାକ୍ସିନ ଟିକା ପହଞ୍ଚିଛି । ବ୍ରହ୍ମପୁର ସିଟି ହସ୍ପିଟାଲରେ କୋଭାକ୍ସିନ ଟିକା ପହଞ୍ଚିଛି । ଆସନ୍ତାକାଲି ସୁଦ୍ଧା ଜିଲ୍ଲାର ଅନ୍ୟ…