Latest Odisha News

BREAKING NEWS

Browsing Category

ସହର

City

ରଥଯାତ୍ରା ପାଇଁ ଆଜି ରାତି ୮ଟାରୁ ପୁରୀରେ ଦୁଇ ଦିନିଆ କର୍ଫ୍ୟୁ

ପୁରୀ: ଆସନ୍ତାରାଲି ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । କୋଭିଡ କଟକଣାରେ ବିନା ଭକ୍ତରେ ରଥଯାତ୍ରା ହେବ । ଏଥିପାଇଁ ଆଜି ରାତି ୮ ଟାରୁ ଦୁଇ ଦିନ ସହରରେ ଜାରି ହେବ କର୍ଫ୍ୟୁ । ମଙ୍ଗଳବାର ରାତି ୮ଟା ଯାଏ ବଡ଼ଦାଣ୍ଡ ରେ ୧୪୪ ଧାରା ବଳବତ୍ତର ରହିବ । ନିୟମକୁ ମାନି ପ୍ରଶାସନକୁ ସହଯୋଗ କରିବା…

ଆରମ୍ଭ ହେବ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ : ଜୁଲାଇ ୧୩ରେ ଆରମ୍ଭ ହେବ ଏଏସଆଇଙ୍କ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ । ଏ ନେଇ ଆଜି ଏଏସଆଇ ସୁପେରିଟେଣ୍ଡ ଅରୁଣ ମଲ୍ଲିକଙ୍କ ନେତୃତ୍ୱରେ ୫ ଜଣିଆ ଏଏସଆଇ ବିଶେଷଜ୍ଞ ଟିମ୍ ଶ୍ରୀମନ୍ଦିର ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଗତକାଲି ଶ୍ରୀମନ୍ଦିର ବୈଷୟିକ କୋର କମିଟି ମଧ୍ୟ ଏନେଇ ଅନୁଧ୍ୟାନ…

ପୁଣି ଆକ୍ରମଣ, ରୋଗୀ ସଂପର୍କୀୟଙ୍କ ମାଡରେ ଡାକ୍ତର ଲହୁ ଲୁହାଣ

ଟାଙ୍ଗୀ : ପୁଣି ଡାକ୍ତରଙ୍କୁ ଆକ୍ରମଣ । ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ମାଡ ମାରିଲେ ରୋଗୀଙ୍କ ସଂପର୍କୀୟ । ଆଉ ମାଡ଼ରେମାଡ ଡାକ୍ତର ଲହୁ ଲୁହାଣ । ୬ ଜଣ ଦୁର୍ବୃତ୍ତ ଆଉଟ୍ ଡୋର୍ରେ ପଶି ଆକ୍ରମଣ କରିଛନ୍ତି । ଆଜି ଅପରାହ୍ନରେ ନୟାଗଡ ଜିଲା ଚାନ୍ଦପୁର ଶାସ୍ତ୍ରୀ ନଗରର…

ରଥଯାତ୍ରା ଉପଲକ୍ଷେ ବାଲୁକା ଆନିମେସନ ଫିଲ୍ମ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଉପଲକ୍ଷେ ୧ ମିନିଟ ୩୫ ସେକେଣ୍ଡର ବାଲୁକା ଆନିମେସନ ଫିଲ୍ମ | ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ଫିଲ୍ମ ପ୍ରସ୍ତୁତ କରିଛନ୍ତି |ଏହି ବାଲୁକା ଆନିମେସନରେ କରିକରାଉଥାଏ ମୁହିଁ ମୋ ବିନୁ ଅନ୍ୟ ଗତି ନାହିଁ,  ପ୍ରଭୁ ଜଗନ୍ନାଥଙ୍କ…

ସତ୍ୟନଗର ମଶାଣିକୁ ଅନ୍ୟତ୍ର ଉଠାଇବା ଦାବି

ଭୁବନେଶ୍ୱର : ଜୋର୍ ଧରିଲା ସହିଦନଗର ସତ୍ୟନଗର ମଶାଣିକୁ ସ୍ଥାନାନ୍ତର ଦାବି । ସତ୍ୟନଗର ଡେଭଲପମେଣ୍ଟ ଆଣ୍ଡ କଲ୍ଚରାଲ ସୋସାଇଟି ତରଫରୁ ଏକ ପ୍ରତିନିଧି ମଣ୍ଡଳ ପକ୍ଷରୁ ଦାବି ହୋଇଛି । ତାଙ୍କ ସହିତ ସହିଦନଗର ବାସିନ୍ଦା ମାନେ ମଧ୍ୟ ସମିଲ୍ ଥିଲେ । ଅନ୍ୟତ୍ର ଉଠାଇବା ଦାବିରେ ଏକ ଦାବିପତ୍ର…

ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ଶେଷ

ପୁରୀ ପୁରୀ : ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। କେଵଳ ତିନି ରଥରେ କପଡା ପକାଯିବା କାର୍ଯ୍ୟ ଚାଲୁ ରହିଛି। ତେବେ ରଥ ଯାତ୍ରା କିଭଳି ଶାନ୍ତି ଶୃଙ୍ଖଳା ରେ ହେବ ସେ ନେଇ ପୁରୀ ଜିଲାପାଳ ସ୍ଥିତି ସମୀକ୍ଷା କରିଛନ୍ତି। ଜିଲାପାଳ ଙ୍କ ସୂଚନା ଅନୁଯାୟୀ src ଙ୍କ…

ଶେଷ ଦେବଦାସୀ ପରଶମଣିଙ୍କ ପରୋଲୋକ

ପୁରୀ: ଦେବଦାସୀ ପରଶମଣିଙ୍କର ପରୋଲୋକ ଘଟିଛି । ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି । ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ବାସସ୍ଥାନରେ ପରଲୋକ ଘଟିଛି । ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯାଇଥିଲା।  ତାଙ୍କୁ ମୁଖାଗ୍ନୀ ପ୍ରସନ୍ନ କୁମାର…

ରେଳ ଫାଟକରେ ଭିଡ

କଟକ : ରେଳ ଫାଟକରେ ନାହିଁ ନଥିବା ଭିଡ । କଟକ ପାରାଦୀପକୁ ଟ୍ରେନ୍ ଚଳାଚଳ କରୁଥିବା ବେଳେ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି ଲୋକମାନଙ୍କୁ। କଟକ ଗୋଶାଳା ରେଳଫାଟକର ଦୃଶ୍ୟ । ନୂଆବଜାର ଛକରୁ ଗୋଶାଳା ଓ ନୂଆପଡା,ଖପୁରିଆ ଦେଇ ଜାତୀୟ ରାଜପଥର ପ୍ରେସ୍ ଛକକୁ ସଂଯୋଗ କରୁଥିବା ରାସ୍ତା ।…

ରଥଯାତ୍ରାରେ ତିନି ରଥ ପାଇଁ ସୋଲ ଫୁଲ ଟାହିଆ

ଖୋର୍ଦ୍ଧା: ରଥଯାତ୍ରା ପାଇଁ ତିନି ରଥରେ ଲାଗିବ ସୋଲ ଫୁଲ ।  ବଡ ଦାଣ୍ଡରେ ତିନି ରଥ ଗଲାବେଳେ ରଥରେ ଝଟକୁ ଥାଏ ସୋଲ ଫୁଲ । ଏହି ଫୁଲ ଖୋର୍ଦ୍ଧା ଗୁରୁଜଙ୍ଗ ଭୋଇ ସାହି ର ରାଜ କିଶୋର ପ୍ରସ୍ତୁତ କରି ଲଗାଇଥାନ୍ତି । କାରୋନା କଟକଣା ରେ ମଧ୍ୟ ସେବାରୁ ବିରତ ହୋଇନାଂହାତି ।   ଧଳା ରଙ୍ଗର ସେବତୀ,…

ପୁଣି ହାତୀ ଉପଦ୍ରବ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲାର କରଞ୍ଜିଆ ବନଖଣ୍ଡରେ ହାତୀ ଉପଦ୍ରବ ମୁଖ୍ୟ ସମସ୍ୟା ଦେଖାଦେଇଛି। କିଛି ଦିନ ହେବ କେନ୍ଦୁଝର ଜିଲ୍ଲା ପାଖରୁ ଦୁଇଟି ହାତୀପଲ କରଞ୍ଜିଆ ବନବିଭାଗରେ ମୁଣ୍ଡ ବିନ୍ଧା କାରଣ ପାଳିଟିଛି । ପ୍ରତ୍ୟେକ ଦିନ ସଂନ୍ଧ୍ୟା ହେଲେ ଆଖପାଖ ଗାଁରେ ହାତୀ ପଲ ପଶି ଲୋକଙ୍କ ଘରଦ୍ୱାର…