Latest Odisha News

BREAKING NEWS

Browsing Category

ସହର

City

କୋଭିଡ଼ ଯୋଦ୍ଧାଙ୍କୁ ଗାର୍ଡ଼ ଅଫ ଅନର

ବଲାଙ୍ଗୀର: କୋଭିଡ଼ ଯୋଦ୍ଧାଙ୍କୁ ଗାର୍ଡ଼ ଅଫ ଅନର । ଜୀବନ ଯୁଦ୍ଧରେ ହାରିଗଲେ ବଲାଙ୍ଗୀର ଏଚଆରପିସି ଡିଏସପି ଶେଷ ଦେବ ବରିହା । କରୋନାରେ ଆକ୍ରାନ୍ତ ହୋଇ କିଛି ଦିନ ହେଲା ମେଡିକାଲରେ ଚିକିତ୍ସିତ ହେଉଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସା ପାଇଁ…

ମୟୁରଭଂଜରେ ଅବକାରୀ ଚଢାଉ, ମଦ ଜବତ ଜଣେ ଗିରଫ

ବାରିପଦା: ସମଗ୍ର ରାଜ୍ୟରେ କରୋନା କହର । ହେଲେ ଅଧିକାଂଶ ଜିଲ୍ଲାରେ ଥମିନି ନକଲି ମଦ କାରବାର । ପ୍ରତିଦିନ କେଉଁଠି ନା କେଉଁଠି ଅବକାରୀ ବିଭାଗର ଚଢାଉରେ ଧରାପଡୁଛି ବିପୁଳ ପରିମାଣର ବେଆଇନ ଅଥବା ନକଲି ମଦ । ହେଲେ ସୁଧୁରିବାକୁ ନାଁ ଧରୁନାହାଁନ୍ତି ନିଶା ବେପାରୀ । ଆଜି ମୟୁରଭଂଜ ଅବକାରୀ…

ସନ୍ତୃପ୍ତ ମିଶ୍ରଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର : ଏକାମ୍ର ଯୋଜନା ପାଇଁ ପ୍ରକଳ୍ପ ପରାମର୍ଶ ଦାତା କମିଟିର ଅଧ୍ୟକ୍ଷ ହେଲେ ଡକ୍ଟର ସନ୍ତୃପ୍ତ ମିଶ୍ର । କମିଟିରେ ପୂର୍ତ୍ତ ସଚିବ, ରାଜସ୍ୱ ସଚିବ, ବିଏମସି କମିଶନର, ଦେବୋତ୍ତର କମିଶନର ଓ ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ସଦସ୍ୟ ରହିବେ । ସେହିପରି କମିଟିରେ ୩ଜଣ ସେବାୟତ ମଧ୍ୟ ରହିବେ ।…

ବିଶ୍ୱ ମହାସାଗର ଦିବସରେ ବାଲୁକା କଳା

ପୁରୀ : ଆଜି ହେଉଛି ବିଶ୍ୱ ମହାସାଗର ଦିବସ ବା ‘ୱାର୍ଲଡ ଓସନ୍ ଡେ’ । ପ୍ରତିବର୍ଷ ଜୁନ୍ ମାସ ୮ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ମହାସାଗର ଜଳରାଶି ପ୍ରଦୂଷଣ ମୁକ୍ତ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ମହାସାଗର ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ମାନ…

ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର

ବାଲେଶ୍ବର : ସମ୍ପନ୍ନ ହେଲା ଜଉ କଣ୍ଢେଇ ବାହାଘର । କୋଭିଡ୍ କଟକଣା ଭିତରେ ୫ ଦିନର ବିଶାଳ ଓ ଆକର୍ଷଣୀୟ ଉତ୍ସବକୁ ୫ ଘଣ୍ଟାରେ ସାରିଲା ବାଲେଶ୍ବର ଜଉକଣ୍ଢେଇ ବାହାଘର ଉତ୍ସବ କମିଟି । ରେମୁଣା ଗୋଲେଇ ନିକଟସ୍ଥ କୋଶମ୍ବ ନଗରର ଦୁବଲାଗଡ଼ରେ ପ୍ରତୀକାତ୍ମକ ଭାବରେ ସମଲେଇ ଓ ଶମ୍ଭୁନାଥ ଜଉକଣ୍ଢେଇ…

ଚାଷୀଙ୍କ ସମସ୍ୟା ସୁଧାରିବାକୁ ପ୍ରତିଶ୍ରୁତି…

ଜୁନାଗଡ଼: ଚାଷୀ ସମସ୍ୟା ନେଇ ମନ୍ତ୍ରୀଙ୍କ ମଣ୍ଡି ପରିଦର୍ଶନ l ଜୁନାଗଡ଼ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଜୁନାଗଡ଼ ଅନ୍ତର୍ଗତ ବିଭିନ୍ନ ମଣ୍ଡି ପରିଦର୍ଶନ କରି ଚାଷୀଙ୍କ ସମସ୍ୟା ପଚାରି ବୁଝିଥିଲେ l ବର୍ତ୍ତମାନ ମଣ୍ଡି ଆରମ୍ଭ ହୋଇଥିଲେ ମଧ୍ୟ ଏଠାରେ ବିଭିନ୍ନ ସମସ୍ୟା…

ଗାଁରେ ସମସ୍ୟା ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ

ପାଟଣାଗଡ : ବିଭିନ୍ନ ସମସ୍ୟା ନେଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ । ପାଟଣାଗଡ଼ ଉପଖଣ୍ଡ ଧୁମାଭଟା ଗାଁରେ ଲୋକେ ଏକାଠି ହୋଇ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଗାଁରେ ଲାଗିରହିଥିବା ବିଭିନ୍ନ ସମସ୍ୟା ଯଥା ସୋଲାର ସିଷ୍ଟମ କୂଅ ଅଚଳ, ବିଭିନ୍ନ ନଳକୂପ ଅଚଳ ଥିଲେ ସୁଦ୍ଧା ମରାମତି…

ଘରୋଇ ହସ୍ପିଟାଲରେ ଟିକା କରଣ

କଟକ: ଚାଲିଛି କୋଭିଡ ଟିକା କରଣ । ପ୍ରଥମେ ସରକାରୀ ସ୍ତରରେ ଏହି ଟିକା ଦିଆଯାଉଥିଲା ବେଳେ ଟୀକାକେନ୍ଦ୍ରରେ ପ୍ରବଳ ଭିଡ ଲାଗି ରହୁଥିଲା। ସାମାଜିକ ଦୁରତା ମଧ୍ୟ ରହୁ ନଥିଲା। ଏପରି ହେବା ପରେ ଏହି କୋଭିଡ୍ ଟିକା କୁ ଲୋକମାନଙ୍କୁ ଦେବା ପାଇଁ ଘରୋଇ ହସ୍ପିଟାଲ କୁ ସାମିଲ କରିଛନ୍ତି ସରକାର।…

ଅପରାଧୀଙ୍କୁ ଧରିବାକୁ ଯାଇ ଥାନା ଅଧିକାରୀ ଆହତ

ବାରିପଦା : ଅପରାଧୀଙ୍କୁ ଧରିବାକୁ ଯାଇ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ । ଏହି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା ସଦର ଥାନାରେ। ତେବେ ପାଞ୍ଚଦିନ ପୂର୍ବରୁ ଶ୍ୟାମାଖୁଣ୍ଟ ବ୍ଲକ ବିଡିଓ ଜୟକୃଷ୍ଣ ପାତ୍ରଙ୍କୁ ବିଲ୍ ନକରିଦେବାରୁ କିଛି ଠିକାଦାର ମାଡ଼ମାରିବା ସହ ଦୁର୍ବ୍ୟବହାର କରିଥିଲ ।…

କ୍ଷୟକ୍ଷତି ଆକଳନ ପାଇଁ ଗାଁରେ ବୁଲିଲେ କେନ୍ଦ୍ରୀୟ ଟିମ୍

ଭଦ୍ରକ: ବାତ୍ୟା ଚାଲିଯାଇଛି । ଧୀରେ ଧୀରେ ସୁଧୁରୁଛି ଲୋକଙ୍କ ସ୍ଥିତି । ସେହିଭଳି ଭଦ୍ରକରେ ବହୁ କ୍ଷତି ହୋଇଥିବାବେଳେ ସେଠାରେ କ୍ଷୟକ୍ଷତି ଆକଳନ ପାଇଁ ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍ । ଭଦ୍ରକ ଜିଲ୍ଲାରେ ହୋଇଥିବା ବାତ୍ୟା କ୍ଷୟକ୍ଷତି ସାଙ୍ଗକୁ ଲୋକଙ୍କର ସ୍ଥିତି କିଭଳି ରହିଛି ଅନୁଧ୍ୟାନ…