Latest Odisha News

BREAKING NEWS

Browsing Category

ସହର

City

ଲାଉ ତୁମ୍ବାରୁ ସ୍ଵତନ୍ତ୍ର ପରିଚୟ

ରାୟଗଡା : ଡଙ୍ଗର ମୁଲକର ହଜିଯାଇଥିବା ଲାଉ ତୁମ୍ବା ଏବେ ନିଜ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ଯାଉଛି । ଲାଉ ତୁମ୍ବାର ବହୁଳ ଵ୍ୟଵହାର ଲୋପ ପାଇ ଯାଉଥିବା ବେଳେ ଏବେ ତାକୁ ଜୀବନ୍ତ କରି ନୂଆ ଦିଗ ଦେଇଛନ୍ତି ରାୟଗଡା ସହରର ଶିଳ୍ପୀ ହିମାଂଶୁ ଶେଖର ପାଣ୍ଡିଆ । ବିଭିନ୍ନ କଳାକୃତିର ଚିତ୍ର…

ଡରାଉଛି ଡେଲଟା ପ୍ଲସ୍

ଭୁବନେଶ୍ୱର:  କରୋନାର ଭୟ ମନରୁ ଥମୁନି । ତା ସହିତ ପୁଣି ଡେଲଟା ପ୍ଲସ୍ ଭାରିଆଣ୍ଟ ଚିନ୍ତା ବଢାଇଛି । ନୂଆ ଭାରିଆଣ୍ଟ ଯୋଗୁ ଲୋକଙ୍କ ମନରେ ଭୟ ବଢି ଚାଲିଛି । ତେବେ ସବୁ ଭାରିଆଣ୍ଟ ଅପେକ୍ଷା ଡେଲଟା ଭାରିଆଣ୍ଟର ନୂଆ ମ୍ୟୁଟେସନ୍ ଡେଲଟା ପ୍ଲସ୍ ଭାରିଆଣ୍ଟବିପଦ ଜନକ । ହେଲେ ଏଥିପାଇଁ ଭୟଭୀତ…

ଭୁବନେଶ୍ୱର ଏମ୍ସକୁ ଆସିଲା ପ୍ରଥମ ECMO ମେସିନ୍

ଭୁବନେଶ୍ୱର: ଓଡ଼ିଶା ଆସିଲା ECMO ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ୟକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର…

୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା

ଭୁବନେଶ୍ୱର: କାଳିଆ ଯୋଜନାର ଭୂମିହୀନ କୃଷକ ପରିବାର ପାଇଲେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା । ୧୮ ଲକ୍ଷ ପରିବାରକୁ ୩୮୬ କୋଟି ଟଙ୍କାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ବୁଧବାର କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାରମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ…

ସେବାୟତଙ୍କୁ ସାନିଟାଇଜର ଓ ମାସ୍କ

ପୁରୀ  : କୋଭିଡ ସଂକ୍ରମଣରୁ ସେବାୟତ ମାନେ ସୁରକ୍ଷିତ ରହି ପାରିବେ । ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଉଦ୍ୟମ ଜାରି ରଖିଛି । ଆଗକୁ ରଥଯାତ୍ରା ଥିବା ବେଳେ ଏଥିରେ ସମ୍ପୃକ୍ତ ଥିବା ସେବାୟତଙ୍କୁ ଶ୍ରୀମନ୍ଦିର ପ୍ରଶାସନ ମାଗଣାରେ ସାନିଟାଇଜର ଓ N95 ମାସ୍କ ଯୋଗାଇ ଦେଇଚି । ପ୍ରଥମେ ଦଇତା ପତି…

ଭିଜିଲାନ୍ସ ବିଭାଗ ଆଇଜି ଭାବେ ଯୋଗଦେଲେ ବରିଷ୍ଠ IPS ଅସିତ୍ ପାଣିଗ୍ରାହୀ

ଭୁବନେଶ୍ୱର : ଭିଜିଲାନ୍ସ ବିଭାଗ ଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ୍ ଅଫିସର ଅସିତ୍ ପାଣିଗ୍ରାହୀ । ୧୯୯୭ ବ୍ୟାଚର ଆଇପିଏସ୍ ଅଧିକାରୀ ଅସିତ୍ ପାଣିଗ୍ରାହୀ ବୁଧବାର ଭିଜିଲାନ୍ସ ନିର୍ଦ୍ଦେଶାଳୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଶ୍ରୀ ପାଣିଗ୍ରାହୀ ପୂର୍ବରୁ ଅଗ୍ନିଶମ ବିଭାଗ, ରାଜ୍ୟ…

ପିସିଭି ଟୀକା ପ୍ରଚାର ରଥ ଶୁଭାରମ୍ଭ

ସୋନପୁର : ସୋନପୁର ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରଠାରେ ଏକ ପ୍ରଚାର ରଥର ଶୁଭାରମ୍ଭ ହୋଇଯାଇଛି । ପିସିଭି ଟୀକାର ନିୟମିତ ଟୀକାକରଣ ସୂଚୀରେ ସାମିଲ ହେବା ଅବସରରେ ବ୍ୟାପକ ଜନ ସଚେତନତା ସୃଷ୍ଟି ପାଇଁ ପ୍ରଚାର ରଥର ଶୁଭାରମ୍ଭ ହୋଇଛି । ଆଗାମୀ ୯ ଜୁଲାଇ ଯାଏଁ ନାଇକେନପାଲି ଗୋଷ୍ଠୀ…

ରେଳ ଷ୍ଟେସନରୁ ଲୁଟେରା ଗିରଫ

ଭଦ୍ରକ:  ଭଦ୍ରକ ରେଳ ଷ୍ଟେସନରୁ ଗିରଫ ହେଲା ଜଣେ ଆନ୍ତଃରାଜ୍ୟ ମୋବାଇଲ୍ ଲୁଟେରା | ଗିରଫ ଅଭିଯୁକ୍ତ ଠାରୁ ୯ଟି ନାମିଦାମୀ ମୋବାଇଲ୍ ଫୋନ ଜବତ କରିଛି ରେଳବାଇ ସୁରକ୍ଷା ପୁଲିସ | ଭଦ୍ରକ ରେଳ ଷ୍ଟେସନରେ ଜଣେ ଯୁବକ ସନ୍ଦେହ ଜନକ ଅବସ୍ଥାରେ ଷ୍ଟେସନରେ ବୁଲୁଥିବା ବେଳେ ଆରପିଏଫ୍ ପୁଲିସର ସଦ୍ଦେହ…

ଚୋରା ଚାଲାଣ ବେଳେ୧୫ କ୍ଵିଣ୍ଟାଲ ଗଞ୍ଜେଇ ଜବତ

ଉଲୁଣ୍ଡା : କଣ୍ଟେନର ସହ ୧୫ କ୍ଵିଣ୍ଟାଲ ଗଞ୍ଜେଇ ଜବତ । ଅଭିନବ ଢ଼ଙ୍ଗରରେ ଗଞ୍ଜେଇ ଚୋରା ଚାଲାଣ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ରକ୍ସା ଛକରେ ଧରିଲ ପୋଲିସ । ଏକ କନଣ୍ଟେନରରେ ପ୍ଲାଷ୍ଟିକ ଅଖା ବସ୍ତା ଭିତରେ ୧୫ କ୍ବିଣ୍ଟାଲ ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ କୌଣସି ସୂତ୍ରରୁ ଖବର…

ବିରଳ ପ୍ରଜାତିର ଷ୍ଟେନେଲା ଡଲଫିନର ମୃତ ଦେହ ଉଦ୍ଧାର

ପାରାଦ୍ଵୀପ: ପାରାଦ୍ଵୀପ ସମୁଦ୍ର କୂଳରୁ ମିଳିଛି ବିରଳ ପ୍ରଜାତିର ଷ୍ଟେନେଲା ଡଲଫିନ । ସାଢ଼େ ଚାରିଫୁଟ ଲମ୍ବର ଏହି ଡଲଫିନର ଓଜନ ପାଖାପାଖି ୨୦ ରୁ ୨୫ କିଲୋ ମଧ୍ୟରେ ହେବ । ଏହି ଷ୍ଟେନେଲା ପ୍ରଜାତିର ଡଲଫିନ ସାଧାରଣତଃ ଆମ ସମୁଦ୍ରରେ ଖୁବ୍ କମ୍ ଦେଖିବାକୁ ମିଳିଥାଏ । ପାରାଦ୍ଵୀପ ବନ୍ଦରର ୫…