Latest Odisha News

BREAKING NEWS

Browsing Category

ସହର

City

ଭୁବନେଶ୍ଵରିଆଙ୍କୁ ଯୋଗ ପସନ୍ଦ ନୁହେଁ !

ଭୁବନେଶ୍ୱର: ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ। ତା ପୂର୍ବରୁ ଯୋଗ ଅଭ୍ୟାସକୁ ନେଇ ଆସିଥିବା ଏକ ରିପୋର୍ଟରୁ ଭୁବନେଶ୍ଵରବାସୀଙ୍କୁ ଯୋଗ ବେଶୀ ପସନ୍ଦ ନୁହେଁ ବୋଲି ଜଣାପଡ଼ିଛି। କରୋନା ସଂକ୍ରମଣ ଆରମ୍ଭ ହେବା ପୂର୍ବରୁ ଯୋଗକୁ ନେଇ ବହୁତ ଚର୍ଚ୍ଚା ବହୁତ ପ୍ରଚାର ପ୍ରସାର ହୋଇଥିଲା। ଏବେ…

ମିନ୍ନେସୋଟାରେ ଗୁଣ୍ଡିଚା ମନ୍ଦିର

ଭୁବନେଶ୍ୱର: ଆମେରିକା ମିନ୍ନେସୋଟାରେ ଗୁଣ୍ଡିଚା ମନ୍ଦିର । ମିନ୍ନେସୋଟା ମାପଲଗ୍ରୋଭରେ ଗୁଣ୍ଡିଚା ମନ୍ଦିର ଶୁଭ ଉଦଘାଟନ ହୋଇଛି । କୋଭିଡ ମହାମାରୀ ସମୟରେ ଏହି ମନ୍ଦିର ପ୍ରତିଷ୍ଠା ହୋଇଥିବା ବେଳେ ଯୁକ୍ତରାଷ୍ଟ୍ର ଆମେରିକାର ସିନେଟ୍ ସଦସ୍ୟ ଆମି କ୍ଲୋବୁଚର୍ ଓ ମେୟର ମାର୍କ ରିବନ କାଟି…

କଟକରେ ଜଘନ୍ୟ ହତ୍ୟାକାଣ୍ଡ: ଯୁବକଙ୍କୁ ଗଳା କାଟି ହତ୍ୟା, ମହିଳା ଗୁରୁତର

କଟକ:  ଜଘନ୍ୟ ହତ୍ୟାକାଣ୍ଡ । ଫୁଟପାଥରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ନିର୍ମମ ହତ୍ୟା । ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛି । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ ସିଡିଏ ମାର୍କେଟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଗୁରୁତର ମହିଳାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ମହା ନିଦ୍ରାରେ ତପୁ ମିଶ୍ର

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ର । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ରାତି ୧୧ଟାରେ ତପୁଙ୍କ ଦେହାନ୍ତ ହୋଇଛି । ECMO ପାଇଁ ସ୍ଥାନାନ୍ତର ସମ୍ଭବ ନୁହେଁ ବୋଲି କହିଥିଲେ ଡାକ୍ତର । ଦିନକୁ ଦିନ ସ୍ୱାସ୍ଥାବସ୍ଥା ବିଗିଡିଯାଇଥିବା ବେଳେ ଗୁରତର…

ଶିଶୁକୁ ଫେରାଇ ନେବାକୁ ମା’ର ଅନୁରୋଧ

ଯାଜପୁର : ଶିଶୁ କନ୍ୟା ବିକ୍ରି ହେବା ଘଟଣା । ଶିଶୁ କନ୍ୟାକୁ ନେବା ପାଇଁ ଜିଲା ଶିଶୁ ମଙ୍ଗଳ ସମିତିର ଦ୍ୱାରସ୍ଥ ହୋଇଛନ୍ତି ଶିଶୁର ମାଆ । ତେବେ ପୋଲିସ ରିପୋର୍ଟ ମଗାଯିବା ପରେ ଶିଶୁକୁ ହସ୍ତାନ୍ତର କରାଯିବ ବୋଲି ଜଣା ଯାଇଛି । ଯାଜପୁର ଜିଲା ବିଂଝାରପୁର ଥାନା ପଂତେପୁର ମଲିଆ ଗାଁର ଏହି ଶିଶୁ…

ବିନା ମାସ୍କରେ ଭାଇ ବାହାଘରରେ ନାଗିନ୍ ଡ୍ୟାନ୍ସ କରିଥିବା ତହସିଲଦାର ନିଲମ୍ବିତ

ଭୁବନେଶ୍ୱର: ତହସିଲଦାରଙ୍କୁ ମହଙ୍ଗା ପଡ଼ିଲା କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ । ବିନା ମାସ୍କରେ ଭାଇ ବାହାଘରରେ ଡ୍ୟାନ୍ସରେ ମତୁଆଲା ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ ବେହେରା ସସପେଣ୍ଡ ହୋଇଛନ୍ତି । ତାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ମେ ୨୧ ତାରିଖରେ…

ଜମିରେ ପଡିଛି ଧାନ, ଚିନ୍ତାରେ ଚାଷୀକୁଳ

କଳାହାଣ୍ଡି : କୃଷି ଓ କୃଷକ କଲ୍ୟାଣ ପାଇଁ ସରକାର କରିଛନ୍ତି ଅନେକ ଯୋଜନା । କିନ୍ତୁ କିଛି ବିଭାଗୀୟ ଅଧିକାରୀଙ୍କ ତାଳମେଳ ଅଭାଵରେ ନିରୀହ ଚାଷୀ ବଳି ପଡ଼ୁଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଳକରେ । ବର୍ତ୍ତମାନ ପର୍ଯ୍ୟନ୍ତ ଧାନ ଅମଳ ଶେଷ…

ରାସ୍ତା ନଥିବାରୁ ଖଟିଆରେ ବୋହି ପ୍ରତିବାଦ

ସାରସକଣା: ମୌଳିକ ସୁବିଧାରୁ ବଞ୍ଚିତ ବାଙ୍କଦହ ଗ୍ରାମବାସୀ । ଖଟିଆରେ ବୋହି ନିଜ ଦାବି ଜଣାଇଲେ । ମୟୂରଭଞ୍ଜ ବାଙ୍କଦହ ଗ୍ରାମ ମୁରୁଣିଆ ପଂଚାୟତର ଏକ ଗାଁ । ଏହି ଗ୍ରାମବାସୀମାନେ ମୌଳିକ ସୁବିଧାରୁ ବଞ୍ଚିତ ରହିଛନ୍ତି । ଯିବା ପାଇଁ ସାରସକଣା ପଂଚାୟତ ମହୁଲବରେଇ ହୋଇ କୋଚିଲା ନାଳ ପାରି ହୋଇ…

ଉପାନ୍ତ ଜଙ୍ଗଲରେ ଜୀବିକାର ମାଧ୍ୟମ

ପାଟଣାଗଡ: ଉପାନ୍ତ ଜଙ୍ଗଲରେ ବେଆଇନ ମଦ ପ୍ରସ୍ତୁତ ସାଜିଛି ଜୀବନ ଜୀବିକାର ମାଧ୍ୟମ । କରୋନା ମହାମାରୀରେ ସାରା ଦେଶ କବଳିତ ।। ତା ସହିତ ଲକଡାଉନ ସଟଡାଉନ ପାଇଁ ଲୋକଙ୍କ ଜୀବନ ଜୀବିକା ଉପରେ ବେଶ ପ୍ରଭାବିତ ହୋଇଛି । ଏହି ସମୟରେ ଲୋକେ କାମଧନ୍ଦା ନପାଇ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ତପୁଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ୱର: ମହାମାରୀ କରୋନା କବଳରେ ସେଲିବ୍ରିଟି । କିଛି ଦିନ ହେଲା କଣ୍ଠଶିଳ୍ପୀ ତପୁ ମିଶ୍ର କରୋନାରେ ଆ୍ରକାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ଦିନକୁ ଦିନ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡୁଥିବା ବେଳେ ଅମ୍ଳଜାନ ସ୍ତର ଖସିବାରେ ଲାଗିଛି । ତପୁଙ୍କର ଏବେ ଲମ୍ବା ସମୟ ଧରି…