Latest Odisha News

BREAKING NEWS

Browsing Category

ସହର

City

ଘରୋଇ ହସ୍ପିଟାଲରେ ସରକାରୀ କୋଭିଡ୍ ଟିକା ମନା

ଭୁବନେଶ୍ୱର: ରାଜ୍ୟର ଘରୋଇ ହସ୍ପିଟାଲ ଗୁଡ଼ିକରେ ଆଉ ସରକାର କିଣୁଥିବା କୋଭିଡ୍ ଟିକା ଉପଲବ୍ଧ ହେବ ନାହିଁ । ଏପରିକି ହସ୍ପିଟାଲ ଗୁଡ଼ିକୁ ଆଉ ସରକାରୀ କୋଭିଡ୍ ଟିକା ଯୋଗାଣ କରାଯିବ ନାହିଁ  । ଯାହା ସେମାନଙ୍କୁ ଦିଆଯାଇଛି ତାକୁ ତୁରନ୍ତ ଫେରସ୍ତ ଆଣିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି…

କରୋନାରେ ଦୁଇ ମାଓବାଦୀ ମୃତ

ଭୁବନେଶ୍ୱର: କରୋନାରେ ଦୁଇ ମାଓବାଦୀ ମୃତ । କରୋନାରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ । ଟପ୍ ମାଓନେତା ହରିଭୂଷଣ ଓ ସାରକ୍କଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।  ଆଉ ଦୁଇ ଜଣ ଆତ୍ମସମର୍ପଣ  କରିଛନ୍ତି । କରୋନାରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଲାଲବାହିନୀ ପକ୍ଷରୁ ସ୍ପଷ୍ଟ କରାଯାଇଛି ।…

ଶ୍ରୀମନ୍ଦିର ବଳୟ ଉପରେ ହେଲିକପ୍ଟର

ପୁରୀ: ଶ୍ରୀମନ୍ଦିର ବଳୟ ଉପରେ ହେଲିକପ୍ଟର ଶ୍ରୀମନ୍ଦିର ଉପରେ ଉଡିଲା ହେଲିକପ୍ଟର । ଶ୍ରୀମନ୍ଦିର ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ ହେଲିକପ୍ଟର ଉଡୁଥିବା ଦେଖିବାକୁ ମିଳିଥିଲା । ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ନୀତି ଚାଲିଥିବା ବେଳେ ଶ୍ରୀମନ୍ଦିର ସୁରକ୍ଷା ବଳୟ…

୧୪ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଟ୍ରପ୍-ଲାଇନ ପ୍ରଭାବରେ ଓଡିଶାରେ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ।  ଉତ୍ତର ପଶ୍ଚିମ ବିହାରରୁ ଦକ୍ଷିଣ ଛତିଶଗଡ ଯାଏଁ ଝାଡ଼ଖଣ୍ଡ ମଧ୍ୟ ଦେଇ ଲଘୁଚାପ ରେଖା ଲମ୍ବିଛି । ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, କଟକ, ସୁନ୍ଦରଗଡ, ଝାରସୁଗୁଡା,…

ବିନା ଭକ୍ତରେ ଦେବସ୍ନାନ ପୂର୍ଣ୍ଣିମା, ୧୪୪ ଧାରା ଲାଗୁ

ବାରିପଦା : ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ଦେବସ୍ନାନ ପୂର୍ଣ୍ଣିମା । ବିନା ଭକ୍ତରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ହରିବଳଦେଵ ବିଜେ ମହାପ୍ରଭୁଙ୍କ ମନ୍ଦିରରୁ ଜଗତରନାଥ ଜଗନ୍ନାଥ, ବଡଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସହ ସୁଦର୍ଶନ ବଡଦେଉଳରୁ…

ନକଲି ମେଡ଼ିସିନ ହୋଲସେଲର ଗିରଫ

କଟକ : ନକଲି କୋଭିଡ ଔଷଧ ଜବତ ଘଟଣା । ନକଲି ଔଷଧ ହୋଲସେଲର ଶିବ ପ୍ରସନ ଜେନାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ STF । ଗିରଫ ପରେ କଟକ ଜିଲା ଦୌରାଜର୍ଜଙ୍କ କୋର୍ଟରେ ଶିବ ଜେନାକୁ ଏସଟିଏଫ ପକ୍ଷରୁ ହାଜର କରାଯାଇଛି । ଆଉ ଅଦାଲତରେ ହାଜର ପରେ ଚୌଦ୍ଵାର ଜେଲ୍କୁ ପଠାଇ ଦେଇଛନ୍ତି । ୧୪ ଦିନିଆ…

ପାତାଳୀ ଶ୍ରକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା । ଆଜି ବିନା ଭକ୍ତରେ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି l ପାତାଳୀ ଶ୍ରୀକ୍ଷେତ୍ର ସ୍ଥିତ ଜଗତର ନାଥ ଜଗନ୍ନାଥଙ୍କ ପୀଠରେ ତିନି ଠାକୁରଙ୍କ ସ୍ନାନ ପୂର୍ଣ୍ଣିମା…

ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା

ବଲାଙ୍ଗୀର : ବଲାଙ୍ଗୀର ସହର ମଧ୍ୟରେ ଶ୍ରୀ ଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା । ବଢ଼ି ଭୋରରୁ ଶ୍ରୀ ଜୀଉଙ୍କ ନୀତି ନିଘଣ୍ଟ ସହ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା । ଯେଉଁଥିରେ କରୋନା କଟକଣା ସହ ଦେବସ୍ନାନ ପୂଜାର୍ଚ୍ଚନା ଜାରି ରହିଛି । ତେବେ ସହର ମଧ୍ୟରେ ଥିବା ଜଗନ୍ନାଥ ପଡ଼ା ଜଗନ୍ନାଥ ମନ୍ଦିର,…

ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା

କେନ୍ଦ୍ରାପଡା : କେନ୍ଦ୍ରାପଡାର ବଳଦେବଜୀଉ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା । ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ସାନ ଭାଈ ଜଗନ୍ନାଥ ଓ ଭଉଣୀ ସୁଭଦ୍ରାଙ୍କ ସହ ସ୍ନାନ ବେଦୀରେ ବିରାଜିଛନ୍ତି ତୁଳସୀକ୍ଷେତ୍ରର କ୍ଷେତ୍ରଧିପତି ସିଦ୍ଧ ବଳଦେବ ଜୀଉ । ସମସ୍ତ କଟକଣା ଅନୁଯାୟୀ ସ୍ୱତନ୍ତ୍ର…

ବାରିପଦାରେ ମହାପ୍ରଭୁଙ୍କ ସ୍ନାନଯାତ୍ରା

ବାରିପଦା: ଦେବସ୍ନାନ ପୂର୍ଣ୍ଣିମାରେ ବାରିପଦାରେ ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କର ସ୍ନାନନୀତି ଅନୁଷ୍ଠିତ ହୋଇଛି । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ମହାପ୍ରଭୁ । କରୋନା କଟକଣା ଭିତରେ ସ୍ନାନନୀତି ଅନୁଷ୍ଠିତ ହୋଇଛି । ଆଜି ରାତିରେ ଶ୍ରୀଜିଉମାନେ ଅଣସର ବିଜେ କରିବେ । କରୋନା…