Latest Odisha News

BREAKING NEWS

Browsing Category

ସହର

City

ଖଣି ଚୋରି ମାମଲା; ‘ତଦନ୍ତରେ ପ୍ରମାଣ ଆସିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲା ହେମଗିରିର ତେଲେନଡିହି, ରତନସରା, ଭୋଗ୍ରାକଚ୍ଛାର ଆଦି ଅଞ୍ଚଳରେ କୋଇଲା ଖଣି ଲୁଟ ଘଟଣାରେ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ ଜୁଏଲଓରାମ କହିଛନ୍ତି । ସେ କହିଛନ୍ତି ଯେ, ଘଟଣାକୁ ନେଇ ତଦନ୍ତ ଚାଲିଛି ଏଥିରେ ପ୍ରମାଣ ସ୍ପଷ୍ଟ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ…

ରାଜଧାନୀର ବିକାଶ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ବାଚସ୍ପତିଙ୍କ ଆହ୍ୱାନ

ଭୁବନେଶ୍ବର: ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି ସୁରମା ପାଢୀ ଯୋଗଦେଇଥିଲେ । ଶ୍ରୀମତୀ ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।…

ରାମ ମନ୍ଦିର ଆଗରୁ ଶିଶୁ ପୁତ୍ର ଚୋରି ଅଭିଯୋଗ; ପୋଲିସର ତନାଘନା

ଭୁବନେଶ୍ବର: ଭୁବନେଶ୍ବର ଜନପଥରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଛି । ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାମ ମନ୍ଦିର ପାଖରୁ ରାତି ୩ଟା ବେଳେ ଦୁର୍ବୃତ୍ତ ମାନେ ଝାମ୍ପି ନେଇଥିବା ଅଭିଯୋଗ ହୋଇଛି । ଏନେଇ ଖାରବେଳ ନଗର ଥାନାରେ ଅଭିଯୋଗ…

୫ ଦିନ ତାଣ୍ଡବ ରଚିବ କାଳବୈଶାଖୀ; ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ଗରମ ଭିତରେ କାଳବୈଶାଖୀ କାରଣରୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ରାଜ୍ୟର ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ୧୭ ତାରିଖ ଯାଏଁ ବର୍ଷିବ କାଳବୈଶାଖୀ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା ସୂଚନା…

୭୭ତମ ପ୍ରତିଷ୍ଠା ଦିବସ ପାଳୁଛି ମନ୍ଦିରମାଳିନୀ ସହର ଭୁବନେଶ୍ୱର

ଭୁବନେଶ୍ବର: ଆଜି ରାଜ୍ୟ ରାଜଧାନୀର ଜନ୍ମଦିନ । ୭୭ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ବର । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ ଆଜିର ଦିନରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ଆଜିର ଦିନରେ ତତକାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଦ୍ୱାରା ରାଜଧାନୀ…

ଓଡ଼ିଶା ଯାତ୍ରୀ ସମୀକ୍ଷା: ଜନତାଙ୍କ ପାଇଁ ଜନପରିବହନ ସେବାକୁ ପ୍ରାଧାନ୍ୟ

ଭୁବନେଶ୍ୱର: ସହରାଞ୍ଚଳ ପରିବହନ ଅଭିଜ୍ଞତାକୁ ଉନ୍ନତ କରିବା ପାଇଁ ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ‘ଓଡ଼ିଶା ଯାତ୍ରୀ’ ରାଇଡ଼୍ ବୁକିଂ ଆପ୍ ସେବାର ଶୁଭାରମ୍ଭ ହୋଇଥିଲା । ଶୁକ୍ରବାର ଏହାର ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ…

ଜାତୀୟ ସ୍ତରରେ ଚମକିଲା ଓଡ଼ିଶାର ପୂର୍ତ୍ତ ବିଭାଗ; ୪ଟି କୋଠାକୁ ମିଳିଲା ବିଶ୍ୱକର୍ମା ପୁରସ୍କାର-୨୦୨୫

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ପୂର୍ତ୍ତ ବିଭାଗ ଶୁକ୍ରବାର ନୂଆଦିଲ୍ଲୀ ଠାରେ ସମ୍ମାନଜନକ ବିଶ୍ୱକର୍ମା ପୁରସ୍କାର-୨୦୨୫ରେ ସମ୍ମାନିତ ହୋଇଛି । ନୂଆଦିଲ୍ଲୀର ଡ. ବି ଆର୍ ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଏକ ସମାରୋହରେ ଓଡିଶା ସରକାରଙ୍କ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ ବୀର…

ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନ ଗୁଡିକର ଉପନିର୍ବାଚନ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ପଞ୍ଚାୟତ ସ୍ତରରେ ଖାଲି ପଡ଼ିଥିବା ୧୧୩୪ଟି ପଦ ପୂରଣ ପାଇଁ ଉପନିର୍ବାଚନ ନିମନ୍ତେ ପ୍ରାଥମିକ ପଦକ୍ଷେପ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ଆରମ୍ଭ କରାଯାଇଛି । ସେଥିମଧ୍ୟରୁ ୫ଟି ଜିଲ୍ଲା ପରିଷଦ ସଭ୍ୟ, ୪୧ଟି ପଞ୍ଚାୟତ ସମିତି ସଦସ୍ୟ, ୪୫ଟି ସରପଞ୍ଚ, ୨୭୨ଟି ୱାର୍ଡ ମେମ୍ବର…

ଅପରେସନ ପରେ ଆହତ ନାଗସାପ ପେଟରୁ ବାହାରିଲା ୨୩ଟି ଅଣ୍ଡା

ଭୁବନେଶ୍ୱର: ଶୁକ୍ରବାର ସକାଳେ ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଏକ ଖାଲି ପ୍ଲଟ ସଫା କରିବା ବେଳେ ଆହତ ଅବସ୍ଥାରେ ଏକ ନାଗ ସାପ ଉଦ୍ଧାର ହୋଇଛି । କାମ କରୁଥିବା ଲୋକେ ସାପଟିକୁ ଉଦ୍ଧାର କରିବା ସ୍ନେକ ହେଲ୍ପ ଲାଇନ ର ସହାୟତା ଲୋଡିଥିଲେ । ଖବର ପାଇ ସ୍ନେକ ହେଲ୍ପ ଲାଇନ ସଦସ୍ୟ ପୂର୍ଣ୍ଣଚନ୍ଦ୍ର…

ପୁରୁଷଙ୍କୁ ୧୦ ଓ ମହିଳାଙ୍କୁ ୧୫ ଲକ୍ଷ ଟଙ୍କା ଦେୟମୁକ୍ତ ଚିକିତ୍ସା ସୁବିଧା ମିଳୁ: ବିଜେଡି

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା କାର୍ଡ ମଧ୍ୟ ବଣ୍ଟନ କରିଛନ୍ତି । ଏହି ପ୍ରରିପେକ୍ଷିରେ ବିଜେପିକୁ ଟାର୍ଗେଟ୍ କରିଛନ୍ତି ବିଜୁ…