Latest Odisha News

BREAKING NEWS

Browsing Category

ସହର

City

୨୮ ତାରିଖରୁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି

ଭୁବନେଶ୍ୱର: ଦୁଇ ମାସ ପରେ ଆସନ୍ତା ୨୮ ତାରିଖରୁ ରୋଗୀଙ୍କ ପାଇଁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି । କୋଭିଡ୍ ସଂକ୍ରମଣ ହ୍ରାସ ପାଇବା ଓ ଏମ୍ସରେ କୋଭିଡ୍ ରୋଗୀଙ୍କ ସଂଖ୍ୟା କମିବା ପରେ ଏହି ନିଷ୍ପତ୍ତି ହୋଇଛି । ଫଳରେ ଏଣିକି ଓପିଡିରେ ଅଣକୋଭିଡ୍ ରୋଗୀଙ୍କ ଚିକିତ୍ସା ହୋଇ ପାରିବ । ଏମ୍ସରେ…

ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତି, କଟକଣା ଭିତରେ ଚାଲିଛି ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ: ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରୁ ବାହାରି ସ୍ନାନ ବେଦୀକୁ ଆସିଛନ୍ତି ଚତୁର୍ଦ୍ଧା ମୂର୍ତ୍ତି । କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଚାଲିଛି ସ୍ନାନ ଯାତ୍ରା । ରାତି ୨ଟାରେ ପୂଜାପଣ୍ଡା, ମୁଦିରସ୍ତ ଓ ପତି ମହାପାତ୍ର ତିନିବାଡରେ ମଙ୍ଗଳାର୍ପଣ କରିବା ପରେ…

ସ୍କୁଲରେ ପଢ଼ାଯିବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲରେ ଛାତ୍ରଛାତ୍ରୀ ପଢ଼ିବେ ‘ବନ୍ଦେ ଉତ୍କଳ ଜନନୀ’ । ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’  । ଏବେ ସ୍କୁଲରେ ଏହି ସଂଗୀତ ପଢ଼ାଯିବ । ନବମ ଓ ଦଶମ ଶ୍ରେଣୀରେ ପ୍ରଥମ ଭାଷା ଓଡ଼ିଆ ବିଷୟରେ ବନ୍ଦେ ଉତ୍କଳ ଜନନୀକୁ ସ୍ଥାନ ମିଳିଛି  । ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ…

ଡକାୟତି ଉଦ୍ୟମ ବିଫଳ, ୬ ଗିରଫ

ପୁରୀ : ଡକାୟତି ଉଦ୍ୟମ ବିଫଳ | ତାଳବଣିଆ ଥାନା ପୋଲିସ ଡକାୟତି ଯୋଜନା କରୁଥିବା ଏକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ।  ପାଟ୍ରୋଲିଂ ସମୟରେ ଖବର ପାଇ ହୁଲୁହୁଲିଆପୋଲ ନିକଟରୁ ଏକ ୬ ଜଣିଆ ଡ଼କାୟତଙ୍କୁ ଗିରଫ କରାଯାଇଛି । ସେମାନେ ହେଲେ ପୁରୀ ମିଶ୍ର ସାହି ଅଧୀନସ୍ଥ ଜଗନ୍ନାଥ ବସ୍ତି ଅଞ୍ଚଳର…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ଦମଦାର ଦୀପ୍

ଭୁବନେଶ୍ୱର: ଓଡ଼ିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ୍ ଏକ୍କା । ଇଣ୍ଡିଆନ୍ ହକି ଟିମ୍‌ର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତ ହୋଇଛନ୍ତି ଦୀପ୍ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଜଣେ ଓଡ଼ିଆ ହେଉଛନ୍ତି ଦୀପ୍ । ସୁନ୍ଦରଗଡ଼ ଲୁଲକିଡି ନାଁରେ ଏକ ଛୋଟ ଗାଁରେ ଜନ୍ମ…

ବେଆଇନ କାଠ ଚୋରା ଚାଲାଣ

ସଇଁତଳା: ଜଙ୍ଗଲରୁ ବେଆଇନ କାଠ ଚୋରା ଚାଲାଣ ବେଳେ ଧରାପଡ଼ିଲା ଗାଡି । ଅଭିଯୁକ୍ତ ଫେରାର । କିଛି ଦିନ ହେଲା ବଲାଙ୍ଗିରରେ ଚୋରା କାଠ ଚାଲାଣ ହେଉଥିଲା । ଜଙ୍ଗଲରୁ ବେଆଇନ୍ କାଠ ଚାଲାଣ ବେଳେ ସଇଁତଳା ବନ ବିଭାଗ ହାତରେ ଧରା ପଡିଛନ୍ତି ଅଭିଯୁକ୍ତ। ସଇଁତଲା ରେଞ୍ଜ ସ୍ଥିତ କରମତଳା ସେକସନ ଅଞ୍ଚଳରେ…

ଟିଟୋର ଦୁଇ ସହଯୋଗୀ ଗିରଫ

କେନ୍ଦ୍ରାପଡା: ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ଗିରଫ । ଦୁଇଜଣକୁ ଉଠାଇନେଲା ଏସଟିଏଫ । ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ତାର ସମ୍ପର୍କୀୟ ଦାଦା ପୁଅ ଭାଇ ବୋଲି ଜଣାପଡିଛି । ଏମାନେ ୨୦୧୮ରେ ୩୬ ଗୁଣ୍ଠ ଜମି ଜବରଦଖଲ କରିଥିବା ଘଟଣା ନେଇ ଚର୍ଚ୍ଚାକୁ ଆସିଥିଲେ । ତା ସହିତ…

ରାଜ୍ୟରେ ନେପାଳି ମାନଙ୍କୁ ଟିକା

ଭୁବନେଶ୍ୱର: ଓଡ଼ିଶ।ରେ ନେପାଳି ମାନେ ନେବେ ଟିକା । ଏନେଇ ସମସ୍ତ ଜିଲ୍ଲାପାଳ ମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଚାଲୁ ରହିଛି । ତେବେ ବାହାରୁ ଆସି ଓଡ଼ିଶାରେ ରହୁଥିବା ନେପାଳି ମାନଙ୍କ ପାଖରେ କୌଣସି ପରିଚୟ ପତ୍ର ନାହିଁ । ଏନେଇ…

ଭ୍ୟାନରୁ ୧କ୍ୱିଣ୍ଟାଲ ୮୦କେଜି ଗଞ୍ଜେଇ ଜବତ

ତରଭା : ପୁଣି ଗଞ୍ଜେଇ ଜବତ । ପିକ୍ ଅପ ଭ୍ୟାନରୁ ଜବତ ହୋଇଛି ଗଞ୍ଜେଇ । ଚଢା ସମୟରେ ୧କ୍ୱିଣ୍ଟାଲ ୮୦କେଜି ଗଞ୍ଜେଇ ଜବତ କରାଯାଇଛି । ସୁବର୍ଣ୍ଣପୁର ତରଭାରେ ଏହି ଗଞ୍ଜେଇ ସବୁ ଚାଲାଣ ହେଉଥିବା ଖବର ପାଇଥିଲା ପୁଲିସ । ଆଉ ଖବର ମିଳିବା ପରେ ଅତର୍କିତ ଚଢାଉ କରି ଏହି ବିପୁଳ ପରିମାଣର ରଗଞ୍ଜେଇ…