Latest Odisha News

BREAKING NEWS

Browsing Category

ସହର

City

ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ଯୋଗ ଦିବସ । ସାରା ବିଶ୍ୱ ଏହି ଯୋଗ ଦିବସ ପାଳିବା ସହିତ ବିଭିନ୍ନ ସ୍ଥାନରେ କରାଯାଉଛି ଯୋଗାଭ୍ୟାସ । ଶାରିରୀକ ଓ ମାନସିକ ସ୍ତରରେ ସୁସ୍ଥତା ପାଇଁ ନିୟମିତ ଯୋଗ କରିବା ଜରୁରୀ ହୋଇଛି । ପୁରୀରେ ବାଲୁକା କଳା ମାଧ୍ୟମରେ ଯୋଗ ନେଇ ଲୋକଙ୍କୁ ସଚେତନତା ଦିଆଯାଇଥିବା…

ସ୍ପ୍ରିଣ୍ଟ କିଙ୍ଗ ମିଲଖା ସିଂ

ଭୁବନେଶ୍ୱର:ଇଣ୍ଡିଆନ୍ ଫିଲ୍ଡ ସ୍ପ୍ରିଣ୍ଟ ଲିଜେଣ୍ଡ ମିଲଖା ସିଂ । ଭାରତର ସବୁଠୁ ବଡ ନାମୀ ଖେଳାଳି ହେଉଛନ୍ତି ମିଲ୍‌ଖା । ଖାଲି ସେତିକି ନୁହେଁ ଏସିଆନ୍ ଗେମ୍ସ ଓ କମନୱେଲ୍‌ଥ ଗେମ୍ସରେ ୪୦୦ ମିଟରରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ଏକ ମାତ୍ର ଭାରତୀୟ ହେଉଛନ୍ତି ମିଲଖା । ପଞ୍ଜ।।ବ…

ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

ପୁରୀ : ଦେବସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ନେଇ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଆସନ୍ତା ଦେବସ୍ନାନ ପୂର୍ଣ୍ଣିମାରେ କଣ ସବୁ ନୀତି ରହିବା ଓ ରଥଯାତ୍ରା ପାଇଁ କଣ ସବୁ ନୀତି ରହିବ ଏ ନେଇ ସମସ୍ତ ନୀତିନିର୍ଘଣ୍ଟ ସ୍ଥିର କରାଯାଇଛି । ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…

ଓଡ଼ିଶା-ମୋ ପରିବାର ସଂଯୋଜକଙ୍କୁ ଅକ୍ଷୟଙ୍କ କୃତଜ୍ଞତା ପତ୍ର

ଭୁବନେଶ୍ୱର: ଓଡ଼ିଶା ମୋ ପରିବାର ସଂଯୋଜକଙ୍କୁ କୃତଜ୍ଞତା ପତ୍ର ଦେଲେ ବଲିଉଡ୍ ଷ୍ଟାର ଅକ୍ଷୟ କୁମାର ଓଡ଼ିଶା ମୋ ପରିବାର ସଂଯୋଜକ ସୁବାସ ମହାରଣାଙ୍କୁ ଧନ୍ୟବାଦ ଜଣାଇଛନ୍ତି ବଲିଉଡ୍ ଅଭିନେତା ଅକ୍ଷୟ କୁମାର । ଓଡ଼ିଶା ମୋ ପରିବାର ସଂଯୋଜକ ସୁବାସଙ୍କ ସହାୟତା ପାଇଁ ଅକ୍ଷୟ ଏହି କୃତଜ୍ଞତା…

ଲୁଟେରା ଗ୍ୟାଙ୍ଗ ଗିରଫ

ପୁରୀ : ପୁରୀ ପୋଲିସକୁ ସଫଳତା । ମୋବାଇଲ ଲୁଟ କରୁଥିବା ଏକ ମୋବାଇଲ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ଟାଉନଥାନା ଓ ସମୁଦ୍ରକୂଳ ଥାନା ପୋଲିସର ମିଳିତ ଟିମ ୪ଟି ମୋବାଇଲ ଓ ଦୁଇଟି ବାଇକ ଜବତ କରିଛି  । ଗିରଫ ଅଭିଯୁକ୍ତ ହେଲେ ଦୋଳମଣ୍ଡପ ସାହିର ଆଶୀର୍ବାଦ ଦାଶ, ବଡୁମହାପାତ୍ର ଯାଗାର…

ଭୁବନେଶ୍ଵରିଆଙ୍କୁ ଯୋଗ ପସନ୍ଦ ନୁହେଁ !

ଭୁବନେଶ୍ୱର: ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ। ତା ପୂର୍ବରୁ ଯୋଗ ଅଭ୍ୟାସକୁ ନେଇ ଆସିଥିବା ଏକ ରିପୋର୍ଟରୁ ଭୁବନେଶ୍ଵରବାସୀଙ୍କୁ ଯୋଗ ବେଶୀ ପସନ୍ଦ ନୁହେଁ ବୋଲି ଜଣାପଡ଼ିଛି। କରୋନା ସଂକ୍ରମଣ ଆରମ୍ଭ ହେବା ପୂର୍ବରୁ ଯୋଗକୁ ନେଇ ବହୁତ ଚର୍ଚ୍ଚା ବହୁତ ପ୍ରଚାର ପ୍ରସାର ହୋଇଥିଲା। ଏବେ…

ମିନ୍ନେସୋଟାରେ ଗୁଣ୍ଡିଚା ମନ୍ଦିର

ଭୁବନେଶ୍ୱର: ଆମେରିକା ମିନ୍ନେସୋଟାରେ ଗୁଣ୍ଡିଚା ମନ୍ଦିର । ମିନ୍ନେସୋଟା ମାପଲଗ୍ରୋଭରେ ଗୁଣ୍ଡିଚା ମନ୍ଦିର ଶୁଭ ଉଦଘାଟନ ହୋଇଛି । କୋଭିଡ ମହାମାରୀ ସମୟରେ ଏହି ମନ୍ଦିର ପ୍ରତିଷ୍ଠା ହୋଇଥିବା ବେଳେ ଯୁକ୍ତରାଷ୍ଟ୍ର ଆମେରିକାର ସିନେଟ୍ ସଦସ୍ୟ ଆମି କ୍ଲୋବୁଚର୍ ଓ ମେୟର ମାର୍କ ରିବନ କାଟି…

କଟକରେ ଜଘନ୍ୟ ହତ୍ୟାକାଣ୍ଡ: ଯୁବକଙ୍କୁ ଗଳା କାଟି ହତ୍ୟା, ମହିଳା ଗୁରୁତର

କଟକ:  ଜଘନ୍ୟ ହତ୍ୟାକାଣ୍ଡ । ଫୁଟପାଥରେ ଶୋଇଥିବା ବେଳେ ଯୁବକଙ୍କୁ ଗଳା କାଟି ନିର୍ମମ ହତ୍ୟା । ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛି । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ ଛକ ସିଡିଏ ମାର୍କେଟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଗୁରୁତର ମହିଳାଙ୍କୁ ଚିକିତ୍ସା ପାଇଁ କଟକ ବଡ଼…

ମହା ନିଦ୍ରାରେ ତପୁ ମିଶ୍ର

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତପୁ ମିଶ୍ର । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ରାତି ୧୧ଟାରେ ତପୁଙ୍କ ଦେହାନ୍ତ ହୋଇଛି । ECMO ପାଇଁ ସ୍ଥାନାନ୍ତର ସମ୍ଭବ ନୁହେଁ ବୋଲି କହିଥିଲେ ଡାକ୍ତର । ଦିନକୁ ଦିନ ସ୍ୱାସ୍ଥାବସ୍ଥା ବିଗିଡିଯାଇଥିବା ବେଳେ ଗୁରତର…

ଶିଶୁକୁ ଫେରାଇ ନେବାକୁ ମା’ର ଅନୁରୋଧ

ଯାଜପୁର : ଶିଶୁ କନ୍ୟା ବିକ୍ରି ହେବା ଘଟଣା । ଶିଶୁ କନ୍ୟାକୁ ନେବା ପାଇଁ ଜିଲା ଶିଶୁ ମଙ୍ଗଳ ସମିତିର ଦ୍ୱାରସ୍ଥ ହୋଇଛନ୍ତି ଶିଶୁର ମାଆ । ତେବେ ପୋଲିସ ରିପୋର୍ଟ ମଗାଯିବା ପରେ ଶିଶୁକୁ ହସ୍ତାନ୍ତର କରାଯିବ ବୋଲି ଜଣା ଯାଇଛି । ଯାଜପୁର ଜିଲା ବିଂଝାରପୁର ଥାନା ପଂତେପୁର ମଲିଆ ଗାଁର ଏହି ଶିଶୁ…