Latest Odisha News

BREAKING NEWS

Browsing Category

ସହର

City

ବାରିପଦାରେ ରଥଯାତ୍ରାକୁ ଅନୁମତି ଦାବିରେ ପଦଯାତ୍ରା

ବାରିପଦା: ପୁରୀ ଭଳି କୋଭିଡ୍ କଟକଣାରେ ବାରିପଦାରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ ଦାବି । ଏନେଇ ଆଜି ବାରିପଦାରେ ଶାନ୍ତିପୂର୍ଣ୍ଣ ପଦଯାତ୍ରା ହୋଇଛି । ଏଥିରେ ସାମିଲ ହୋଇଥିଲେ ବିଭିନ୍ନ ସଂଗଠନ ସମେତ ବହୁ ସଂଖ୍ୟାରେ ପୁରୁଷ ଓ ମହିଳା । ମଠମନ୍ଦିର ସୁରକ୍ଷା ସମିତି ପକ୍ଷରୁ ଏକ…

ଓଳଟିଲା କାଙ୍କଡ଼ ବୋଝେଇ ଟ୍ରକ, ଯିଏ ଯେତେ ପାରିଲେ ବୋହି ନେଲେ

ଭୁବନେଶ୍ୱର: ଓଲଟିଲା କାଙ୍କଡ଼ ବୋଝେଇ ଟ୍ରକ୍ । ଭୁବନେଶ୍ୱର ପଳାଶୁଣୀ ଓଭରବ୍ରିଜ ନିକଟରେ ଏକ ଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡ଼ିଲା । ସେଥିଲେ ଥିବା କାଙ୍କଡ ବୋଝେଇ ବସ୍ତା ସବୁ ଏଣେତେଣେ ପଡ଼ିଲା । ଏହାର ଫାଇଦା ନେଇ ରାସ୍ତାରେ ଯାଉଥିବା ଲୋକମାନେ ଘରକୁ ବୋହି ନେଲେ କାଙ୍କଡ଼ । କିଏ ବ୍ୟାଗରେ…

ବାହୁଙ୍ଗିରେ ବୁହାହେଲା ରୋଗୀ , ଅଧାରାସ୍ତାରେ ମୃତ୍ୟୁ

ମହାକାଳପଡ଼ା : ରାସ୍ତା ନଥିବାରୁ ପୁଣି ଏକ ଦୁଃଖଦ ଚିତ୍ର ସାମନାକୁ ଆସିଛି । ଆମ୍ବୁଲାନ୍ସ ପାଖକୁ ଗଲା ବେଳକୁ ଚାଲିଗଲା ରୋଗୀର ଜୀବନ । ଏହିଭଳି ଏକ ଘଟଣା ଘଟିଛି ମହାକାଳପଡ଼ା ଲୁଣିମାଠିଆ ଗାଁରେ । ଏହି ଗାଁ କୌଣସି ଉପାନ୍ତ ଅଞ୍ଚଳ ନୁହେଁ । ଖୋଦ୍ କେନ୍ଦ୍ରାପଡା ଜିଲ୍ଲାରେ । ଗାଁର ନରୋତ୍ତମ…

ଘରୁ ଡାକିନେଇ ଧାନ ବ୍ୟବସାୟୀଙ୍କୁ ବୋମା ମାଡ

ଭୁବନେଶ୍ୱର: ବେଆଇନ୍ ଅସ୍ତ୍ରଶସ୍ତ୍ରର ଅବାଧ କାରବାର ରାଜଧାନୀରେ ଅପରାଧୀଙ୍କର ସାହାସ ବଢାଇଛି । ଦିନ ହେଉ ଅବା ରାତି, ଅପରାଧ ଘଟାଇବାକୁ କୁଣ୍ଠାବୋଧ କରୁନାହାଁନ୍ତି ଅପରାଧୀ । ବାଲିଅନ୍ତା ଥାନା ଅନ୍ତର୍ଗତ କୁଳସାହିରେ ଧାନ ବ୍ୟବସାୟୀଙ୍କୁ ରାତି ଅଧରେ ହୋଇଛି ବୋମା ମାଡ । ମିଳିଥିବା ସୂଚନା…

ଲକ୍ ଡାଉନରେ ଲୁଟ୍ ପାଟ

ରାଉରକେଲା : ସ୍ମାର୍ଟସିଟି ରାଉରକେଲାରେ ଲୁଟ୍ । ଦିନ ଦିପହରରେ ବି ଚାଲିଛି ଲୁଟ୍ ପାଟ । ଲକ୍ ଡାଉନ ଚାଲିଥିବା ବେଳେ ଏହାର ସୁଯୋଗ ନେଇ ବହୁ ଲୁଟ ପାଟ ହେଉଥିବା ଅଭିଯୋଗ ହୋଇଛି । କିଛି ଦିନ ବ୍ୟବଧାନରେ ଏବେ ପୁଣି ସେକ୍ଟର -୨୧ ଅଞ୍ଚଳରେ ଚୋରି । ସେଠାରେ ଥିବା ଏକ ଜାତୀୟ ଗଣମାଧ୍ୟମ…

କଟକଣା ଭିତରେ ଦେବ ଦମ୍ପତିଙ୍କ ବାହାଘର

ସମ୍ବଲପୁର : ମହମାରୀ ଭିତରେ ବି ସମ୍ପନ୍ନ ହୋଇଛି ଦେବ ଦମ୍ପତିଙ୍କ ବାହାଘର । କୋଭିଡ କଟକଣା ଭିତରେ ସମସ୍ତ ରୀତିନୀତି ସହକାରେ କରାଯାଇଛି ବିବାହ । ସମ୍ବଲପୁରର ଝାଡୁଆପଡାରୁ ନେଇ ମୁଦିପଡା ଓ ବଡ଼ବଜାରରେ ବିବାହ କାର୍ଯ୍ୟ ଅନୁଷ୍ଠିତ ହୋଇଛି । ମନ୍ଦିରରେ ମହାଦେବଙ୍କ ମହାଆଳତୀ କରାଯାଇ…

ଚିକିତ୍ସା ନପାଇ ମୃତ୍ୟୁ ସହ ସଂଗ୍ରାମ କରୁଛି ଯୁବକ

ବାରିପଦା: ଚିକିତ୍ସା ନପାଇ ମୃତ୍ୟୁ ସହ ସଂଗ୍ରାମ କରୁଛି ଯୁବକ । ହସପିଟାଲ କର୍ତ୍ତୃପକ୍ଷଙ୍କ ଅବହେଳା ଅଭିଯୋଗ  । ଆଉ ମୃତ୍ୟୁ ସହ ସଂଗ୍ରାମ କରୁଛି ଜଣେ ଯୁବକ । ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲରେ ଯୁବକ ଜଣକ ଜୀବନ ବଂଚିବାକୁ ସଂଘର୍ଷ କରୁଛନ୍ତି । ପାରିବାରିକ କଳହ ଯୋଗୁ ମହୁଳିଆ…

ଭୁବନେଶ୍ୱରରେ ରାସ୍ତା ମଝିରେ ଜଳିଗଲା ସ୍କୁଟି

ଭୁବନେଶ୍ୱର: ରାସ୍ତା ମଝିରେ ହୁ ହୁ ହୋଇ ଜଳିଗଲା ସ୍କୁଟି । ଚାହୁଁ ଚାହୁଁ କିଛି ସମୟ ଭିତରେ ସ୍କୁଟି ଜଳି ପୋଡ଼ି ଛାରଖାର ହୋଇଯାଇଛି । ଏହି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସାମନାରେ । ସ୍କୁଟି ଆରୋହୀ ପେଟ୍ରୋଲ ପମ୍ପରେ ପେଟ୍ରୋଲ ପକାଇ ଆସଥିଲେ ।…

ରସୁଲଗଡ଼ ଓଭରବ୍ରିଜ ଉପରେ ପିସିଆର ଗାଡ଼ିକୁ ଧକ୍କା ଦେଲା ଟ୍ରକ୍

ଭୁବନେଶ୍ୱର: ରସୁଲଗଡ଼ ଓଭରବ୍ରିଜ୍ ଉପରେ ସଡ଼କ ଦୁର୍ଘଟଣା  । ପିସିଆର ଗାଡ଼ିକୁ ପଛ ପଟୁ ଧକା ଦେଲା ଏକ ମାଲ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ୨ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି  । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫ ଜଣ । ଆଜି ଭୋରରୁ ଏହି ଦୁର୍ଘଟଣା ଘଟିଛି । ପିସିଆର ଗାଡ଼ିକୁ ପଛ ପଟୁ…

ଠିଆ ହୋଇଥିବା ଗାଡ଼ିକୁ ପଛରୁ ପିଟିଲା ପିକଅପ୍ ଭ୍ୟାନ୍, ୨ ମୃତ ଓ ଜଣେ ଗୁରୁତର

କଟକ: ଅଶୁଭ ମଙ୍ଗଳବାର । ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । କଟକ ମଙ୍ଗୁଳି ଛକରେ ରାସ୍ତାକଡ଼ରେ ଠିଆ ହୋଇଥିବା ଏକ ଟ୍ରେଲରକୁ ପଛରୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ । ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛନ୍ତି । ଜଣେ ଗୁରୁତର ଅଛନ୍ତି । ତାଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି…