Latest Odisha News

BREAKING NEWS

Browsing Category

ସହର

City

ଗୋଚରଜମି ଦଖଲ ନେଇ ନାବାଳକକୁ ହତ୍ୟା

ବାରିପଦା : ଗୋଚରଜମି ଦଖଲକୁ ନେଇ ହତ୍ୟାକାଣ୍ଡ । ଦଶମ ଶ୍ରେଣୀ ଛାତ୍ର ହରେକୃଷ୍ଣ ମହାନ୍ତଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣିଲେ ଦୁବୃର୍ତ୍ତ ।। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ମହୁଲବଣୀ ଗାଁରେ । ସରକାରୀ ଗୋଚର ଜମି ଦଖଲକୁ ନେଇ ଉନ୍ମତ୍ତ କାଣ୍ଡ । ବିବାଦ ଯୋଗୁଁ ଚାଲିଗଲା…

ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଧାରଣା

ଢ଼େଙ୍କାନାଳ: ଦରଦାମ୍ ବୃଦ୍ଧି ପ୍ରତିବାଦରେ କଂଗ୍ରେସର ଗଣଧାରଣା । ଢ଼େଙ୍କାନାଳ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଅତ୍ୟାବଶ୍ୟକୀୟ ଜିନିଷପତ୍ରର ଦରଦାମ ବୃଦ୍ଧିକୁ ବିରୋଧ କରାଯାଇଛି । ସେହିଭଳି ପେଟ୍ରୋଲ, ଡିଜେଲର ଦାମ୍ ବୃଦ୍ଧି ବିରୋଧରେ ପେଟ୍ରୋଲ ପମ୍ପ ସମ୍ମୁଖରେ ଢ଼େଙ୍କାନାଳ କଂଗ୍ରେସ…

ଭୁବନେଶ୍ୱର ସ୍ୱିଗି, ଜମାଟୋ ଡେଲିଭରୀ ଏଜେଣ୍ଟଙ୍କୁ ଟିକାକରଣ

ଭୁବନେଶ୍ୱର: ରାଜଧାନୀରେ ଅନଲାଇନରେ ଖାଦ୍ୟ ଦେଉଥିବା ଏଜେଣ୍ଟଙ୍କ ପାଇଁ ସ୍ୱତନ୍ତ୍ର ଟିକାକରଣ ବ୍ୟବସ୍ଥା । ସ୍ୱିଗି ଓ ଜୋମାଟୋ ଏଜେଣ୍ଟଙ୍କୁ ଟିକା ଆଜି ଦିଆଯାଉଛି । ଏଥିପାଇଁ ଗଜପତି ନଗରରେ ଥିବା ସପ୍ତମ ବାଟାଲିୟନ୍ ହାଇସ୍କୁଲ ପରିସରରେ ସ୍ୱତନ୍ତ୍ର ସେଣ୍ଟର କରାଯାଇଛି । ଅନଲାଇନ୍ ଫୁଡ୍…

ଟୀକା ନେଇ ଶିଶୁର ମୃତ୍ୟୁ ଅଭିଯୋଗ

ଯାଜପୁର  : ଟୀକା ନେଇ ଶିଶୁର ମୃତ୍ୟୁ ହୋଇଯାଇଥିବା ଅଭିଯୋଗ । ଏହି ଅଭିଯୋଗ ଆସିଛି ଯାଜପୁର ବିଞ୍ଝାରପୁର ଥାନା ପଂଳପୁର ଅଞ୍ଚଳରୁ । ଏକ ୨୫ ଦିନର ଶିଶୁକୁ ଟୀକା ଦିଆଯିବା ପରେ ତାର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଶିଶୁଟିକୁ ପଂଳପୁର ପ୍ରାଥମିକ ବିଦ୍ୟାଳୟରେ ଡାକ୍ତରଖାନା…

ଆସୁଛି ବର୍ଷା …. ସତର୍କ ରହିବାକୁ ନିର୍ଦେଶ

ଭୁବନେଶ୍ୱର: ଓଡ଼ିଶାକୁ ମୌସୁମୀ ଛୁଇଁଥିବା ବେଳେ ବିଭିନ୍ନ ସ୍ଥାନରେ ବର୍ଷ ଆରମ୍ଭ ହୋଇ ଗଲାଣି । ତେବେ ଆଗକୁ ପ୍ରବଳ ର୍ବୋ ସାଙ୍ଗକୁ ବନ୍ୟା ଆଶଙ୍କା ବି ରହିଛି । ବନ୍ୟା ଜଳ ମାଡିଆସିବ ବୋଲି ଲୋକଙ୍କୁ ସତର୍କ କରିଦିଆଯାଇଛି । ବର୍ଷାକୁ ଦୃଷ୍ଟିରେ ରଖି ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା…

ବିନା ଭକ୍ତରେ ବାରିପଦାରେ ରଥଯାତ୍ରା କରିବାକୁ ଗୁହାରୀ

ବାରିପଦା: ଚଳିତବର୍ଷ ପୁରୀକୁ ବାଦ୍ ଦେଲେ ଅନ୍ୟ ସବୁଠି ରଥଯାତ୍ରା ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । କେବଳ ଶ୍ରୀକ୍ଷେତ୍ରରେ ବିନା ଭକ୍ତରେ ଆୟୋଜିତ ହେବ ପବିତ୍ର ରଥଯାତ୍ରା । କରୋନା ମହାମାରୀର ଦ୍ୱିତୀୟ ଲହରର ଭୟାବହତାକୁ ଦୃଷ୍ଟିରେ ରଖି ସରକାର ନେଇଛନ୍ତି କିଛି ଏପରି ନିଷ୍ପତ୍ତି ।…

ଚଳିତ ଥର କେବଳ ପୁରୀରେ ରଥ ଯାତ୍ରା, ଭକ୍ତଙ୍କୁ ବାରଣ

ପୁରୀ: ଚଳିତ ଥର କେବଳ ପୁରୀରେ ହେବ ମହାପ୍ରଭୁଙ୍କ ରଥଯାତ୍ରା ।  ଭକ୍ତଙ୍କୁ ବାରଣ କେବଳ ପୁରୀ ଛଡ଼ା ଚଳିତ ବର୍ଷ ଅନ୍ୟ ସବୁଠି ରଥଯାତ୍ରା ବନ୍ଦ । ଗତବର୍ଷ ଭଳି ଚଳିତ ବର୍ଷ କେବଳ ପୁରୀରେ କଟକଣା ସହ ରଥଯାତ୍ରା ହେବ । ପୁରୀରେ ରଥ ଯାତ୍ରାକୁ ଛାଡ଼ି ଦେଲେ ରାଜ୍ୟର ଅନ୍ୟ ସବୁ ଜାଗାରେ ରଥ ଯାତ୍ରା…

ରଜ ପାଇଁ ଟ୍ବିନସିଟିରେ ସ୍ପେଶାଲ ଡ୍ରାଇଭ

ଭୁବନେଶ୍ୱର: ରଜ ପାଇଁ ବଢ଼ିଲା କଟକଣା । ନିୟମ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଏନେଇ ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ରଜ ପାଇଁ ଆଜିଠୁ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଛି । ଅନ୍ୟପଟେ କଟକଣା ଉଲ୍ଲଙ୍ଘନ କରି ଦୋକାନ ଖୋଲିଲେ ସିଲ୍ କରାଯିବ…

ତିନି ରଥର ଚକ କାର୍ଯ୍ୟ ସମ୍ପୁର୍ଣ୍ଣ

ପୁରୀ: ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ତିନି ରଥର ମୋଟ ୩୯ଟି ଚକ ସମ୍ପୁର୍ଣ୍ଣ ହୋଇଛି । ବୁଧବାର ସୁଦ୍ଧା ଜନ୍ତାଗାଡ଼ରେ ୩ ଟି ଚକର ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରିଛନ୍ତି ଭୋଇ ସେବାୟତ ମାନେ । ଏଥି ସହ ତିନି ରଥର ଚାରିନାହାକାର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି । ରଥର ଚାରି…

‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ପ୍ୟାକେଜ

ଭୁବନେଶ୍ୱର : ୟାସ ପ୍ରଭାବିତ କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ବା ତା ଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମ ମାତ୍ର ଚାଷୀଙ୍କ ପାଇଁ ଇନପୁଟ…