Latest Odisha News

BREAKING NEWS

Browsing Category

ସହର

City

ଯବାନଙ୍କୁ ଶେଷ ସଲାମ

ସଇଁତଳା :ଯବାନଙ୍କୁ ଶେଷ ସଲାମ । କାନ୍ଦୁଛି ଗାଁ , ଯବାନଙ୍କୁ ହରାଇ ଝୁରୁଛି ଭିଟାମାଟି । ବିରାଟ ଶୋଭାଯାତ୍ରାରେ ଗାଁ ପରିକ୍ରମା କରିବା ପରେ ତାଙ୍କୁ ଶ୍ରଦ୍ଧାଂଜଳି ଦିଆଯାଇଛି । ଶେଷରେ ଗାଁ ମାଟିରେ ଶେଷ କୃତ୍ୟ ସମ୍ପନ୍ନ ହୋଇଛି ଯବାନଙ୍କ । ପଞ୍ଚଭୂତରେ ବିଲୀନ ହୋଇଛନ୍ତି ଯବାନ ଥବୀର ।…

ଭୁବନେଶ୍ୱରରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଦ୍ୱିତୀୟ ଡୋଜ୍ ଟିକା ପାଇଁ ଦରକାର ନାହିଁ ସ୍ଲଟ୍ ବୁକିଂ

ଭୁବନେଶ୍ୱର: ରାଜଧାନୀରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମର ସ୍ୱତନ୍ତ୍ର ବ୍ୟବସ୍ଥା । ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କୁ ଆଜିଠୁ ଆଉ ସ୍ଲଟ ବୁକିଂ କରିବାକୁ ପଡ଼ିବ ନାହିଁ । ସେମାନେ ସିଧାସଳଖ ସେଣ୍ଟରକୁ ଯାଇ ଦ୍ୱିତୀୟ ଡୋଜ୍ ଟିକା ନେଇ…

କ୍ୟୁଏସ ରାଙ୍କିଂରେ ‘ସୋଆ’

ଭୁବନେଶ୍ୱର : ‘ସୋଆ’କୁ ବଡ ସଫଳତା । ପୂର୍ବ ଭାରତର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟିକୁ କ୍ୟୁଏସ୍ ରାଙ୍କିଂ-୨୦୨୨ରେ ସ୍ଥାନ ମିଳିଛି । ଭାରତର ଶ୍ରେଷ୍ଠ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ସୋଆକୁ ସ୍ଥାନ ମିଳିଛି । ସୋଆ ଭାରତୀୟ ବିଶ୍ୱ ବିଦ୍ୟାଳୟ…

ଜିଓ ଗ୍ରାହକ ହ୍ୱାଟ୍‌ସଆପ୍ ଜରିଆରେ କରିପାରିବେ ରିଚାର୍ଜ…

ଭୁବନେଶ୍ୱର: ଜିଓ ଗ୍ରାହକ ମାନଙ୍କ ପାଇଁ ଖୁସିି ଖବର । ଏଣିକି ଗ୍ରାହକ ମାନେ ହ୍ୱାଟସ୍‌ଆପ୍ ଜରିଆରେ କରିପାରିବେ ରିଚାର୍ଜ । ହ୍ୱାଟ୍‌ସଆପ୍ ଜରିଆରେ ରିଚାର୍ଜ କରିପାରିବା ସହିତ ଅର୍ଥ ପୈଠ କରିପାରିବେ । ସେମାନଙ୍କର ପ୍ରଶ୍ନର ଉତ୍ତର ପାଇପାରିବେ ଏବଂ ସେମାନଙ୍କର କିଛି ଯଦି କିଛି ଅଭିଯୋଗ ଥାଏ…

ଜୋର ଧରିଛି ତିନି ରଥ ନିର୍ମାଣ କାର୍ଯ୍ୟ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ତିନିରଥର ମୋଟ ୩୯ଟି ଚକ କାମ ସମ୍ପୁର୍ଣ୍ଣ ହୋଇଛି। ବୁଧବାର ସୁଦ୍ଧା ଜନ୍ତାଗାଡ଼ରେ ୩ଟି ଚକର ସିଙ୍ଗଡ଼ା ବାଡ଼ିଆ କାର୍ଯ୍ୟ ଶେଷ କରିଛନ୍ତି ଭୋଇ ସେବାୟତମାନେ । ଏଥିସହ ତିନିରଥର ଚାରି ନାହାକାର ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ହୋଇଛି। ପବିତ୍ର ଅକ୍ଷୟ…

୭ ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଓଡ଼ିଶାରେ ଖୋଲିଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ ଉତ୍କର୍ଷ କେନ୍ଦ୍ର । ଉଦଘାଟିତ ହେଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ୍ ଉତ୍କର୍ଷ କେନ୍ଦ୍ର । କଟକ ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ଏହି କେନ୍ଦ୍ର । କଟକ…

ବିଏମ୍‌ସିକୁ ଆଉ ୨୦ କୋଟି

ଭୁବନେଶ୍ୱର: ବିଏମ୍‌ସିକୁ ଆଉ୨୦ କୋଟି ଟଙ୍କା ପ୍ରଦାନ । କୋଭିଡ ପରିଚାଳନା ନେଇଁ ମୁଖ୍ୟମନ୍ତ୍ରୀ ୨୦କୋଟି ଟଙ୍କା ମଞ୍ଜୁରୀ କରିଛନ୍ତି । ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦କୋଟି ଟଙ୍କା ମଞ୍ଜୁରୀ…

ଆଇପିଏସ୍ ସ୍ତରରେ ଅଦଳବଦଳ, ଦୀପ୍ତେଶ ପଟ୍ଟନାୟକ ଜେଲ୍ ଆଇଜି

ଭୁବନେଶ୍ୱର : ଆଇପିଏସ୍ ସ୍ତରରେ ଅଦଳବଦଳ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି । ଦୀପ୍ତେଶ କୁମାର ପଟ୍ଟନାୟକଙ୍କୁ ଜେଲ୍ ବିଭାଗ ଆଇଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଦୀପ୍ତେଶ ଏବେ ଆଇଜିପି ଭାବରେ କାର୍ଯ୍ୟରତ ଅଛନ୍ତି । ସେହିଭଳି କେନ୍ଦ୍ରାଞ୍ଚଳ…

ଶ୍ରୀମନ୍ଦିରରେ ଭିଡ଼ ନେଇ କଟକଣା

ପୁରୀ : ସାବିତ୍ରୀ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଲାଗିବ ଭିଡ଼ । ଏନେଇ ଏବେଠାରୁ କଟକଣା । ମହାପ୍ରସାଦ ନେବା ପାଇଁ ଭକ୍ତଙ୍କ ବେଶ ଭିଡ଼ ହୋଇ ଥାଏ । ତେବେ କୋଭିଡ ସମୟରେ କିଭଳି ଭକ୍ତଙ୍କ ଗହଳି କମ ରହିବ ଏବଂ ଶୃଙ୍ଖଳିତ ଭାବେ ସମସ୍ତେ ମହା ପ୍ରସାଦ ପାଇ ପାରିବେ ସେନେଇ ପ୍ରଶାସନ ପକ୍ଷରୁ…

ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ

ସୁବର୍ଣ୍ଣପୁର : ଧାନ କିଣାରେ ବ୍ୟାପକ ଅବ୍ୟବସ୍ଥାକୁ ବିରୋଧ । ଖୁବ୍ ଶୀଘ୍ର ସମାଧାନ ଦାବି କରି ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଳା କଂଗ୍ରେସ ପକ୍ଷରୁ ଚାଷୀ ମାନଙ୍କ ସମସ୍ୟା ସୁଧାରିବା ପାଇଁ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି । ସେଥିରେ ଚାଷୀଙ୍କ…