Latest Odisha News

BREAKING NEWS

Browsing Category

ସହର

City

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରୀ ପରେ ଟ୍ବିଟ୍ କରି ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ସୋମବାର ପୁରୀରେ ବିମାନ ବନ୍ଦରକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ଦେଇଛନ୍ତି । ବିମାନ ବନ୍ଦରକୁ ଅନୁମୋଦନ କଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ କିଞ୍ଜାରାପୁଙ୍କୁ…

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ଟମକା ଥାନା…

୮ ତାରିଖରୁ ପୁଣି ଗ୍ରୀଷ୍ମ ରାଜ୍ୟରେ ପ୍ରବାହ, ଆଜି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେବ କାଳବୈଶାଖୀ ଲାଗି ରହିଛି । ଫଳରେ ଅସହ୍ୟ ଗରମରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳୁଛି । ଆହୁରି ଦୁଇ ଦିନ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ପରେ ପୁଣି କଲବଲ କରିବ ତାତି । ମୁଣ୍ଡ ଫଟା ଖରା ସାଙ୍ଗକୁ ଅସହ୍ୟ ଗରମରେ ଛଟପଟ…

ହଠାତ୍ ମାଡ଼ି ଆସିଲା ପ୍ରବଳ ବର୍ଷା ସହ ଝଡ଼, ଭୁବନେଶ୍ୱରରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର: ହଠାତ୍ ମାଡ଼ି ଆସିଲା ପ୍ରବଳ ବର୍ଷା ସହ ଝଡ଼ । ଭୁବନେଶ୍ୱରରେ ତାଣ୍ଡବ ରଚୁଛି କାଳବୈଶାଖୀ । ରାତି ୯ଟାରେ ପ୍ରବଳ ବେଗରେ ପବନ ସହ ବର୍ଷା ହୋଇଛି । ଝଡ଼ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କେବଳ ଭୁବନେଶ୍ବର ନୁହେଁ, କଟକ, ବାଲେଶ୍ବର, କେନ୍ଦୁଝର ସମେତ ରାଜ୍ୟର ବିଭିନ୍ନ…

ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି

ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ ମୁଖ୍ୟମନ୍ତ୍ରୀଙ୍କ ସହିତ ରୋଗୀ…

ମେଡିକାଲ୍‌ କଲେଜ୍ ସିଟ୍‌ ବିକ୍ରି; ୪ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର: ଆସନ୍ତାକାଲି ନିଟ୍ ପରୀକ୍ଷା । ଏହାପୂର୍ବରୁ ହୋଟେଲରେ ମେଡିକାଲ କଲେଜ ସିଟ୍ ପାଇଁ ଚାଲିଥିବା ମୂଲଚାଲ । ଛିଣ୍ଡି ସାରିଥିଲା ରେଟ୍ । ମାତ୍ର ଠିକ୍ ସମୟରେ ପହଞ୍ଚିଗଲା କମିଶନରେଟ ପୋଲିସ । ଏହାପରେ ଏକ ଆନ୍ତଃରାଜ୍ୟ ଗ୍ୟାଙ୍ଗର ୪ ଜଣଙ୍କୁ ମାଡ଼ି ବସିଛି ପୋଲିସ । ଓଡ଼ିଶାରୁ ୨ ଜଣ,…

ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ, ଆଜି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ, ଆଉ ୪ ଦିନ ଜାରି ରହିବ । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ନେଇ ପାଣିପାଗ…

ରାଜ୍ୟରେ ହେବ ଆଉ ୬ଟି ନୂଆ ହୋଟେଲ୍‌ ଏବଂ ରିସର୍ଟ

ଭୁବନେଶ୍ବର: ରାଜ୍ୟରେ ଆଉ ୬ଟି ନୂଆ ହୋଟେଲ୍‌ ଓ ରିସର୍ଟ ଖୋଲାଯିବ । ଏନେଇ ଶୁକ୍ରବାର ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍‌ ୱିଣ୍ଡୋ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହି ହୋଟେଲ ଆଉ ରିସର୍ଟ ଗୁଡିକ ଗଞ୍ଜାମ, ଖୋର୍ଦ୍ଧା, ଅନୁଗୁଳ ଓ କୋରାପୁଟରେ ଖୋଲାଯିବ ।…

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ । ଏହା ସହ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି…

କିଟ୍ ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଲେ ଦୁଇ ମନ୍ତ୍ରୀ

ଭୁବନେଶ୍ବର: ଗୁରୁବାର ରାତିରେ କିଟ୍ ବିଶ୍ବବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ଘଟଣାରେ ତଦନ୍ତ ଆରମ୍ଭ…