Latest Odisha News

BREAKING NEWS

Browsing Category

ସହର

City

କରୋନାରେ ଆଖି ବୁଜିଲେ ଆଉ ଜଣେ ସାମ୍ବାଦିକ

ଭୁବନେଶ୍ୱର: କରୋନାରେ ଆଜି ପୁଣି ଜଣେ ସାମ୍ବାଦିକଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଟାଇମ୍ସ ଅଫ୍ ଇଣ୍ଡିଆର ବରିଷ୍ଠ ସାମ୍ବାଦିକ ପ୍ରୀତିମାନ ମହାପାତ୍ର ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ…

ଆସୁଛି ଅମ୍ଳାନ୍‌ଙ୍କ “ଲାଗେ ପ୍ରେମ ନଜର”

ଭୁବନେଶ୍ୱର: ନୂଆ ପ୍ରଡକ୍ସନ୍ କମ୍ପାନୀ, ନୂଆ ପ୍ରଯୋଜକ । ସାଥିରେ ଷ୍ଟାରକାଷ୍ଟ କେମିଷ୍ଟ୍ରୀ ବି ନୂଆ । କିଛି ଏପରି କମ୍ବିନେସନ୍ ନେଇ ଖୁବଶୀଘ୍ର ଦର୍ଶକଙ୍କ ସାମ୍ନାକୁ ଆସିବ ଓଡିଆ ଫିଲ୍ମ “ଲାଗେ ପ୍ରେମ ନଜର” । ଏଥିରେ ପ୍ରଥମଥର ପାଇଁ ରିୟା, ପ୍ରିୟା ଓ ରାଗିଣୀ ନାୟିକା ଭାବେ ଏକାଠି ଅଭିନୟ…

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ୨ ବେପାରୀଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍

ବାଲେଶ୍ୱର: କୋଟିଏ ଟଙ୍କାର ବ୍ରାଉନସୁଗର ଜବତ । ବାଲେଶ୍ୱର ସହଦେବଖୁଣ୍ଟା ଅଞ୍ଚଳରୁ ଜବତ କରିଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏହି ଘଟଣାରେ ଦୁଇ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ସେମାନଙ୍କଠାରୁ ଜବତ ହୋଇଛି ୧ କେଜି ୩୬୦ ଗ୍ରାମ ବ୍ରାଉନସୁଗର । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୩୬ ଲକ୍ଷ…

ପର୍ଯ୍ୟଟକ ଧ୍ୟାନ ଦିଅନ୍ତୁ: କାଲିଠୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନ୍ ବନ୍ଦ

ଭୁବନେଶ୍ୱର: ନନ୍ଦନକାନନ ଓ ବଟାନିକାଲ୍ ଗାର୍ଡେନ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଜରୁରୀ ସୂଚନା । ଆସନ୍ତାକାଲିଠାରୁ ବନ୍ଦ ରହିବ ଭୁବନେଶ୍ୱର ଉପକଣ୍ଠରେ ଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ଏହାସହ ବଟାନିକାଲ୍ ଗାର୍ଡେନ ବି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ଏନେଇ ନନ୍ଦନକାନନ…

ଭୁବନେଶ୍ୱରରୁ ବୋଲେରୋ ଲୁଟେରା ଗ୍ୟାଙ୍ଗ ଗିରଫ, କୋଲକାତାକୁ ଲମ୍ବିଛି ଚେର

ଭୁବନେଶ୍ୱର: ରାଜଧାନୀରୁ ସିରିଜ୍ ବୋଲେରୋ ଲୁଟେରା ଗ୍ୟାଙ୍ଗକୁ ଧରିଛି ପୋଲିସ । ୬ ଜଣ ସଦସ୍ୟଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ସେମାନଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ଲୁଟେରା ଗ୍ୟାଙ୍ଗ୍‌ର ଚେର କୋଲକାତା ଯାଏ ଲମ୍ବିଥିବା ସୂଚନା ମିଳିଛି । ଲୁଟେରା ଗ୍ୟାଙ୍କରେ ଆଉ କେଉଁମାନେ…

ଭୁବନେଶ୍ୱର ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍

ଭୁବନେଶ୍ୱର: କରୋନା କଟକଣାର ଉଲ୍ଲଂଘନ । ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟ ୨୪ ଘଣ୍ଟା ପାଇଁ ସିଲ୍ ହୋଇଛି । କୋଭିଡ୍ ନିୟମ ଉଲ୍ଲଂଘନ ହେଉଥିବାରୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ । ଆସନ୍ତାକାଲି ଶନିବାର ଓ ତାପରଦିନ ରବିବାର ସପ୍ତାହାନ୍ତ ସଟ୍‌ଡାଉନ ରହିଛି । ଏହି…

ପରଲୋକରେ ଯାତ୍ରା ଜଗତର ହାସ୍ୟ ଅଭିନେତା ଜଗବନ୍ଧୁ ରାଉତ

ଭୁବନେଶ୍ୱର: ସତେ ଯେମିତି କଳାକାରଙ୍କ ଉପରେ କରୋନା ଦାଉ ସାଧିଛି । କେତେବେଳେ ବଲିଉଡ ତ ପୁଣି କେତେବେଳେ ଓଲିଉଡରୁ ଶୁଭିଥିଲା ଦେହାନ୍ତ ଭଳି ଦୁଃଖଦ ଖବର । ହେଲେ ଏବେ ଜଲିଉଡରୁ ଆସିଛି ଆଉ ଏକ କୋହଭରା ସମ୍ବାଦ । ପରଲୋକରେ ଓଡିଆ ଯାତ୍ରା ଜଗତର ଲୋକପ୍ରିୟ ହାସ୍ୟ ଅଭିନେତା ଜଗବନ୍ଧୁ ଓରଫ ଜଗା…

ଝାମୁ ଯାତ୍ରା ପାଇଁ କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିର ପରିସରରେ ୧୪୪ ଧାରା

ପୁରୀ: କାକଟପୁର ମା’ ମଙ୍ଗଳାଙ୍କ ମନ୍ଦିରରେ ଜାରି ହେଲା ୧୪୪ ଧାରା । ଆଜି ଶେଷ ଚୈତ୍ର ମଙ୍ଗଳବାରରେ ମା’ଙ୍କର ଝାମୁ ଯାତ୍ରା ହେବ । କରୋନା କାଳରେ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ମଙ୍ଗଳା ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । କୋଭିଡ୍ କଟକଣା ମଧ୍ୟରେ ଝାମୁ ଯାତ୍ରା…

ଦୂର ହେବ ଜଳକଷ୍ଟ

ସମ୍ବଲପୁର:ସମ୍ବଲପୁରକୁ ରାଜ୍ୟ ସରକାରଙ୍କ ୧୮୮ କୋଟିର ଭେଟି, ଦୂର ହେବ ଜଳକଷ୍ଟ । ରାଜ୍ୟ କ୍ୟାବିନେଟର ଏହି ସ୍ବତନ୍ତ୍ର ପ୍ଲାନ ପାଇଁ ଟେଣ୍ଡର ଅନୁମୋଦନ ଶେଷ ହୋଇଛି । ଏହି ଯୋଜନା ଦ୍ବାରା ଜିଲ୍ଲାର ସମସ୍ତ ଉପାନ୍ତ ଅଞ୍ଚଳକୁ ପର୍ଯ୍ୟାପ୍ତ ବିଶୁଦ୍ଧ ଜଳ ଯୋଗାଣ ହୋଇପାରିବ । ସମ୍ବଲପୁର ମହାନଗର…

ଆସିଲା ପୋଷ୍ଟର୍‌, ରିିଲିଜ୍ ଅପେକ୍ଷାରେ “ଅରୁନ୍ଧତୀ”

ଭୁବନେଶ୍ୱର: କରୋନାର କରାଳ ରୂପରେ ବି ଚଳଚଂଚଳ ଓଲିଉଡ । ରିଲିଜ ଅପେକ୍ଷାରେ ଆକ୍ସନ୍ ଷ୍ଟାର ରାଜବୀର ଓ ଏଲିନାଙ୍କ ଅଭିନୀତ ପ୍ରଥମ ଓଡିଆ ଫିଲ୍ମ “ଅରୁନ୍ଧତୀ” । ଆଜି ଏହାର ପୋଷ୍ଟର ସାମ୍ନାକୁ ଆସିଛି । ରମେଶ ରାଉତଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମର ପ୍ରଯୋଜନା ଦାୟିତ୍ୱ ତୁଲାଇଛନ୍ତି ରମେଶ ବାରିକ ।…