Latest Odisha News

BREAKING NEWS

Browsing Category

ସହର

City

‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ପ୍ରତି କଲେଜକୁ ୫୦ ହଜାର ଟଙ୍କା ଦେବାକୁ ନବୀନଙ୍କ ଘୋଷଣା 

ଭୁବନେଶ୍ୱର: ପ୍ରଥମେ ‘ମୋ ସ୍କୁଲ’ ପରେ ଏବେ ‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂରେ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ କଲେଜରେ ଛାତ୍ରଛାତ୍ରୀ ଏଥିରେ ଯୋଡ଼ି ହୋଇଥିଲେ । ରାଜ୍ୟର…

ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲର ଉଦଘାଟନ କଲେ ରାଷ୍ଟ୍ରପତି 

ରାଉରକେଲା: ରାଉରକେଲାର ସୁପରସ୍ପେସିଆଲଟି ହସ୍ପିଟାଲ ଉଦଘାଟିତ । ଇସ୍ପାତ ସ୍ନାତକୋତ୍ତର ପ୍ରତିଷ୍ଠାନ ଓ ଆଇଜିଏଚ୍‌ ସୁପର ସ୍ପେଶିଆଲିଟି ହସ୍ପିଟାଲ ଉଦ୍ଘାଟିତ ହୋଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଅତ୍ୟାଧୁନିକ ହସ୍ପିଟାଲକୁ ଲୋକାର୍ପିତ କରିଛନ୍ତି l ଲୋକାର୍ପଣ ହେବା ପରେ ହସ୍ପିଟାଲ…

ଗୋବିନ୍ଦଙ୍କ ଦର୍ଶନ କଲେ ଗୋବିନ୍ଦା, ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ବଲିଉଡ଼ ଷ୍ଟାର ଓ ତାଙ୍କ…

ପୁରୀ: ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୂଙ୍କୁ ଦର୍ଶନ କରିଛନ୍ତି ବଲିଉଡ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ । ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିବା କହିଛନ୍ତି ଗୋବିନ୍ଦା । ମହାପ୍ରଭୁଙ୍କୁ ଅତି ନିକଟକୁ ଦେଖି ବିଭୋର ହୋଇଯାଇଥିଲେ ଗୋବିନ୍ଦା । ଜଗାର ଚକାଆଖି ଦେଖି ଭାବରେ ବୁଡିଗଲେ…

ବ୍ରହ୍ମପୁର ବୁଢ଼ୀ ଠାକୁରାଣୀ ଯାତ୍ରାକୁ ଅନୁମତି, କୋଭିଡ୍ କଟକଣାରେ ପାଳନ ହେବ

ବ୍ରହ୍ମପୁର: କରୋନା କଟକଣାରେ ଚଳିତବର୍ଷ ହେବ ବ୍ରହ୍ମପୁରର ମାଆ ଠାକୁରାଣୀ ଯାତ୍ରା । ଏଥିପାଇଁ ଅନୁମତି ଦେଇଛନ୍ତି ପ୍ରଶାସନ । ପ୍ରଶାସନ ସହ ଆଲୋଚନା ପରେ ଯାତ୍ରା ପାଇଁ ନିଷ୍ପତ୍ତି ହୋଇଛି । କରୋନା କଟକଣା ସହ ପ୍ରଥମ ୭ ଦିନ ଠାକୁରାଣୀ ଯାତ୍ରା ହେବ । ସ୍ଥିତି ଦେଖି ପରବର୍ତ୍ତୀ ସମୟରେ ଯାତ୍ରା…

ଓଡ଼ିଶୀ ନୃତ୍ୟଶିଳ୍ପୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ପରଲୋକରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ…

ଭୁବନେଶ୍ୱର: ପ୍ରଥମ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ଦିବଂଗତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସ୍ଵର୍ଗତ କେଳୁଚରଣ ମହାପାତ୍ର ଓ ତାଙ୍କର ଧର୍ମପତ୍ନୀ…

NIT ସମାବର୍ତ୍ତନ ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ରାଷ୍ଟ୍ରପତି

ରାଉରକେଲା: ଏନଆଇଟିର ୧୮ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରପତି ପରାମର୍ଶ ଦେଇଛନ୍ତି, ଯାହା ନିଜକୁ ସନ୍ତୁଷ୍ଟ କରେ ତାହା କରିବା ପାଇଁ ବାଛନ୍ତୁ ଜ୍ଝ ଏମିତି କର ଯାହା ତୁମକୁ ନିଜ ଆକାଂକ୍ଷା ପୂରଣ ଦିଗର୍ ଅଧିକ ନିକଟତର କରିବ ।…

ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର: ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା, ଶୁଭାରମ୍ଭ କଲେ…

ଭୁବନେଶ୍ଵର: ଡାଏଲ୍ ୧୧୨ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ।…

ଆସୁଛନ୍ତି ରାଷ୍ଟ୍ରପତି: କାଲି ସନ୍ଧ୍ୟାରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ କୋବିନ୍ଦ

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ । ୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ…

ଯାଁଳା ଫାଣ୍ଡିରେ କାର୍‌ରୁ ନରକଙ୍କାଳ ମିଳିବା ଘଟଣା: ମହିଳାଙ୍କ ସ୍କେଚ୍‌ ଜାରି କରିଛି କମିଶନରେଟ୍‌ ପୋଲିସ 

ଭୁବନେଶ୍ବର: ଖୋର୍ଦ୍ଧା ଯାଁଳା ଫାଣ୍ଡିରୁ ଜବତ କାର ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା । ଘଟଣାରେ ପୋଲିସ ଛାନଭିନ୍‌ ଜୋରଦାର କରିଛି । ମହିଳାଙ୍କ ସ୍କେଚ୍‌କୁ କମିଶନରେଟ୍‌ ପୁଲିସ୍‌ ପକ୍ଷରୁ ଜାରି କରାଯାଇଛି । ବେଙ୍ଗାଲୁରୁର ଏକ ଫୋରେନସିକ୍‌ ଲ୍ୟାବ୍‌ ପକ୍ଷରୁ ମହିଳାଙ୍କ ସ୍କେଚ୍‌…

ରାଜ୍ୟରେ ଆଜି ନୂଆ ୮୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୪୮୯କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ…