Latest Odisha News

BREAKING NEWS

Browsing Category

ସହର

City

ସୌରୀବନ୍ଧୁ କରଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ତଥା ସୁସାହିତ୍ୟିକ ସୌରୀବନ୍ଧୁ କରଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ସ୍ଥାନୀୟ ଇନଷ୍ଟିଚ୍ୟୁଟ ଅଫ ଇଞ୍ଜିନିୟରସରେ ପାଳିତ ହୋଇଯାଇଛି। ଏହି ଅବସରରେ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇ ସ୍ୱର୍ଗତଃ କରଙ୍କ ସ୍ମୃତି ଚାରଣ କରି ତାଙ୍କର ଅମାୟିକ ବ୍ୟକ୍ତିତ୍ୱ ,…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଲେଶ୍ଵର ମ୍ୟୁନିସିପାଲିଟି ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ୧୫୫ କୋଟିର ପ୍ୟାକେଜ 

ଭୁବନେଶ୍ୱର: ଆଜି ବାଲେଶ୍ୱର ସହର ବିକାଶ ପାଇଁ ୧୫୫ କୋଟିର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ବାଲେଶ୍ୱର ମୁନସିପାଲିଟି ଅଚଂଳରେ ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପ ପାଇଁ ଏହି ପ୍ୟକେଜ ଘୋଷଣା କରାଯାଇଛି । ବାଲେଶ୍ୱର ପୌରାଞ୍ଚଳର ବିକାଶ ସମ୍ପର୍କରେ ଦୁଇ…

କାଳବୈଶାଖୀ ସତର୍କତା, ୨୪ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାରେ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ରାଜ୍ୟର ଆଭ୍ୟନ୍ତର, ଉତ୍ତର, ଦକ୍ଷିଣ ଓ ଉପକୂଳର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି । ଆଜି ଏନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ…

ପଣା ସଂକ୍ରାନ୍ତିରେ ଭକ୍ତଙ୍କୁ ମନ୍ଦିରରେ ପ୍ରବେଶ ମନା: ବିଏମସି, ସଂକ୍ରମଣ ବଢୁଥିବାରୁ କଟକଣା

ଭୁବନେଶ୍ୱର: ଆସନ୍ତାକାଲି ପଣା ସଂକ୍ରାନ୍ତି ପାଇଁ ବିଏମସି ପକ୍ଷରୁ କଡ଼ା କଟକଣା ଜାରି କରାଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମନ୍ଦିରରେ ପଣାସଂକ୍ରାନ୍ତି ପାଳନ ଲାଗି ଭକ୍ତଙ୍କୁ ବାରଣ କରାଯାଇଛି । ଏହାସହ ବଡ ଆକାରରେ କୌଣସି ପୂଜା ହୋଇପାରିବ ନାହିଁ ବୋଲି ବିଏମସି ସଫା ସଫା କହିଛି ।…

୭୩ବର୍ଷରେ ପାଦ ଥାପିଲା ଭୁବନେଶ୍ୱର, କରୋନା ପାଇଁ ଉତ୍ସବ ନାହିଁ

ଭୁବନେଶ୍ୱର: ଆଜି ଭୁବନେଶ୍ୱରର ୭୩ତମ ପ୍ରତିଷ୍ଠା ଦିବସ । ଆଜିର ଦିନରେ ଭୁବନେଶ୍ୱରକୁ ମିଳିଥିଲା ରାଜଧାନୀର ମାନ୍ୟତା । କରୋନା ଯୋଗୁ ଏବର୍ଷ ପ୍ରତିଷ୍ଠା ଦିବସ ନିରାଡମ୍ବର ଭାବରେ ପାଳନ ହୋଇଛି । ଏହି ଅବସରରେ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ବିଧାନସଭା ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା…

ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପର ଦୁଇ ପୂଜକ କରୋନା ପଜିଟିଭ୍, ସାଧାରଣ ଦର୍ଶନ ବାରଣ

ବ୍ରହ୍ମପୁର: ମା’ ବୁଢ଼ୀ ଠାକୁରାଣୀ ଯାତ୍ରାରେ ଦୁଇ ଜଣ ପୂଜକ କରୋନା ସଂକ୍ରମିତ ହୋଇଛନ୍ତି । ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଅସ୍ଥାୟୀ ମଣ୍ଡପର ଦୁଇ ଜଣ ପୂଜକ । ଏହାପରେ ଯାତ୍ରାସ୍ଥଳ ଦେଶୀ ବେହେରା ସାହିକୁ ଜିଲ୍ଲା ପ୍ରଶାସନ ସିଲ କରିଛି । ସମ୍ପୃକ୍ତ ଅଞ୍ଚଳରେ ଜାରି ହୋଇଛି ୧୪୪ ଧାରା । ବୁଢ଼ୀ…

ବାଗ୍‌ଚି ଦମ୍ପତ୍ତିଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ…

ଭୁବନେଶ୍ବର: ସୁବ୍ରତ ବାଗଚି ଓ ସୁସ୍ମିତା ବାଗଚିଙ୍କ ସହ କଥା ହୋଇ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବାଗଚି ଦମ୍ପତ୍ତିଙ୍କର ମହତ କାମ ପାଇଁ ସେ ଉଭୟଙ୍କୁ ପ୍ରଶଂସା କରିଛନ୍ତି । ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଓ ଏକ କେୟାର ସେଟର ପ୍ରତିଷ୍ଠା ପାଇଁ ୩୪୦ କୋଟି…

ପାଣିପାଗ ବିଭାଗର ସତର୍କ ଘଣ୍ଟି, ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ୨୧ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ ସୂଚନା ଜାରି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ, ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲ୍ଲାରେ କାଳବୈଶାଖୀ ଜନିତ…

ରାଜ୍ୟରେ ଖରାଦିନେ ଜଳ ସଙ୍କଟ ଦୂର କରିବାକୁ ସରକାରଙ୍କ ପଦକ୍ଷେପ, ସମସ୍ତ ଜଳ ଯୋଗାଣ କର୍ମଚାରୀଙ୍କ ଛୁଟି ବାତିଲ  

ଭୁବନେଶ୍ବର: ରାଜ୍ୟରେ ଖରାଦିନେ ପାନୀୟ ଜଳର ଉତ୍କଟ ସମସ୍ୟା ଦେଖାଦିଏ । ପାଣିର ଅଭାବ ନେଇ ଲୋକେ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି । ଖରା ଦିନ ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜଳ ଯୋଗାଣ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ଏହାସହ ପାନୀୟ ଜଳ ସମସ୍ୟା…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୯ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ଆଜି ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଭିଡିଓ କନ୍‌ଫେରେନ୍ସିଂ ଜରିଆରେ ବୈଠକ ବସିଥିଲା । ଏଥିରେ ୯ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର । ବୈଠକ ପରେ…