Latest Odisha News

BREAKING NEWS

Browsing Category

ସହର

City

ପାରାଦୀପରେ ଜାହାଜରେ ୧୪ କରୋନା ପଜିଟିଭ୍

ପାରାଦୀପ: ଜାହାଜରେ କରୋନା । ପାରାଦୀପ ବନ୍ଦରରେ ଏକ ଜାହାଜରୁ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରରର ଏକ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜାହାଜଟି ତାମିଲନାଡୁର ତୁତିକରିନ ବନ୍ଦରରୁ କୋଇଲା ଆଣି ପାରାଦୀପ ବନ୍ଦରରେ ପହଞ୍ଚିଥିଲା…

କ୍ରୀଡା କ୍ଷେତ୍ରରେ ଓଡିଶାକୁ ଦଶନ୍ଧିର ଶ୍ରେଷ୍ଠ ରାଜ୍ୟ ସମ୍ମାନ, ପୁରସ୍କାର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: କ୍ରୀଡା କ୍ଷେତ୍ରରେ ଓଡିଶା ନମ୍ବର ୱାନ । ରାଜ୍ୟକୁ ମିଳିଲା ଦଶନ୍ଧିର ଶ୍ରେଷ୍ଠ କ୍ରୀଡା ପୁରସ୍କାର । କ୍ରୀଡାର ପ୍ରୋତ୍ସାହନ ପାଇଁ ଦଶନ୍ଧିର ଶ୍ରେଷ୍ଠ ରାଜ୍ୟ ଭାବେ ପୁରସ୍କୃତ ହୋଇଛି ଓଡିଶା । ଏହି ପୁରସ୍କାର ପ୍ରଦାନ କରିଛି ସ୍ପୋର୍ଟସ ଷ୍ଟାର । ପୁରସ୍କାର ଗ୍ରହଣ କରିଛନ୍ତି…

ପୁରୀ ସତ୍ୟବାଦୀ ପୋଲିସକୁ ସଫଳତା, ଧରାପଡିଲା ଡ଼କାୟତ ଗ୍ୟାଙ୍ଗ, ୪ ଗିରଫ 

ପୁରୀ: ଏକ ଡ଼କାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ପୁରୀ ସତ୍ୟବାଦୀ ପୋଲିସ । ବିରଗୋବିନ୍ଦପୁର ଲୋକନାଥ ମନ୍ଦିର ନିକଟରେ ଥିବା ମଠ ପଡିଆରୁ ପୋଲିସ ୪ ଡକାୟତଙ୍କୁ ଗିରଫ କରିଛି ।  ସୂଚନା ଅନୁସାରେ, କିଛି ଯୁବକ ପୁରୀ ଭୁବନେଶ୍ୱର ଜାତୀୟ ରାଜପଥରେ ଯାଉଥିବା ଲୋକଙ୍କ ଠାରୁ ଡକାୟତି ଯୋଜନା…

ଅଭାବନୀୟ ଘଟଣା: ୩ ଛୁଆଙ୍କୁ ବିଷ ଦେଇ ନିଜେ ବିଷ ପିଇଲା ମାଆ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳରେ ଅଭାବନୀୟ ଘଟଣା । ୩ ଛୁଆଙ୍କୁ ବିଷ ଦେଇ ମାଆ ନିଜେ ବିଷ ପିଇଛି  । ଘଟଣାରେ ୨ ପୁଅଙ୍କ କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଛଇ । ମାଆ ଓ ଶିଶୁକନ୍ୟାର ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତରିତ…

ଭୁବନେଶ୍ୱରରେ ଏହି କୋଚିଂ ଇନିଷ୍ଟିଚ୍ୟୁଟରୁ ୨୦ କରୋନା ପଜିଟିଭ୍, ସିଲ୍ କଲା ବିଏମସି

ଭୁବନେଶ୍ୱର: ରାଜଧାନୀରେ ଶିକ୍ଷାନୁଷ୍ଠାନ ପରେ କୋଚିଂ ସେଣ୍ଟରରେ କରୋନା । ଭୁବନଶ୍ୱର ସ୍ଥିତ XIMB ପରେ ମୈତ୍ରୀ ବିହାରରେ ଥିବା ଆଲୋନ୍ କୋଚିଂ ଇନିଷ୍ଟିଚ୍ୟୁଟକୁ ଆଜି ସିଲ୍ କରିଛି ବିଏମସି । ୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ପରେ ସର୍ବସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନେଇଛି…

ବଦଳିପାରେ ପାଗ, ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା !

ଭୁବନେଶ୍ବର: ଆସନ୍ତା ଦୁଇ ଦିନ କାଳବୈଶାଖୀ ଓ ବର୍ଷା ହେବ । ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡଘଡ଼ି ସହ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ଣରେ…

ଟ୍ରାନ୍ସଫର୍ମରକୁ ଧକ୍କା ଦେଲା ମାଛ ବୋଝେଇ ଟ୍ରକ, ୨ ମୃତ

ବ୍ରହ୍ମପୁର: ଟ୍ରାନ୍ସଫର୍ମରରେ ପିଟି ହେଲା ମାଛ ବୋଝେଇ ଟ୍ରକ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଗାଡ଼ି ଡ୍ରାଇଭର ଓ ସୁପରଭାଇଜର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଗୁରୁତର ହୋଇଛନ୍ତି ହେଲପର । ଗଞ୍ଜାମ ଜିଲ୍ଲା ସୁନାପୁର ମେରାଇନ ଥାନା ଅନନ୍ତରାୟପୁରରେ ଗତକାଲି ରାତିରେ ଏହି…

ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ପ୍ରଭାବ

ଭୁବନେଶ୍ୱର: ଦିନରେ ପ୍ରଚଣ୍ଡ ଖରା ଓ ଅପରାହ୍ନରେ ପବନ, ଘୂର୍ଣ୍ଣିଝଡ ସହ ବର୍ଷା । ଏହା ଥିଲା ଆଜିର ଟ୍ୱିନ ସିଟିର ଦୃଶ୍ୟ । ସନ୍ଧ୍ୟା ନ ହେଉଣୁ ଘୂର୍ଣ୍ଣିଝଡରେ ଚାରିଆଡ ଅନ୍ଧାର ହୋଇଯାଇଥିଲା । ହଠାତ୍ ପବନର ବେଗ ୪୦ରୁ ୬୦ କିମି ବେଗରେ ବୋହିଥିଲା । ଆଜିର କାଳବୈଶାଖୀ ସମ୍ପର୍କରେ ପୂର୍ବରୁ…

ରାଜଧାନୀରେ ଗଂଜେଇ ଚାଲାଣ କରୁଥିବା ୨ ମହିଳା ସମେତ ୩ ଗିରଫ

ଭୁବନେଶ୍ୱର: ଗଂଜେଇ ଚୋରା ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ । ଭୁବନେଶ୍ୱର ତମାଣ୍ଡୋ ରାଜରାସ୍ତାରେ ଚେକିଂ ବେଳେ ପ୍ରାୟ ୫୦ କିଲୋଗ୍ରାମ ଗଂଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ ଟଙ୍କା ହେବ । ତେବେ ଏହି ଗଂଜେଇ ଚାଲାଣରେ ସଂପୃକ୍ତ ଥିବା ଦୁଇ ମହିଳାଙ୍କ ସମେତ ତିନି…

କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ମେମୁ ଟ୍ରେନ ଚଳାଚଳ, ଏହି ସମୟରେ ଚାଲିବ ଟ୍ରେନ୍…

ଭୁବନେଶ୍ବର: କଟକରୁ ଭଦ୍ରକ, ପାରାଦୀପ ଓ ପୁରୀକୁ ମେମୁ ଟ୍ରେନ ଚଳାଚଳ । ଆସନ୍ତା ମାସରୁ କଟକରୁ ପୁରୀ, ପାରାଦୀପ ଏବଂ ଭଦ୍ରକ ପର୍ଯ୍ୟନ୍ତ ମେମୁ ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ହୋଇଛି । ପୁରୀ-କଟକ ମେମୁ ୧୨ ଏପ୍ରିଲରୁ ପୁରୀରୁ ପୂର୍ବାହ୍ନ ୮ ଟାରେ ଛାଡି କଟକରେ ପୂର୍ବାହ୍ନ ୧୦ଟା ୪୫ମିନିଟରେ…