Latest Odisha News

BREAKING NEWS

Browsing Category

ସହର

City

ଆମରଣ ଅନଶନର ପ୍ରଭାବ; ଆସନ୍ତା ୧୮ରୁ ପାରଦର୍ଶୀ ପୋର୍ଟାଲରେ କରିପାରିବେ ଆବେଦନ

ଭୁବନେଶ୍ୱର: ଶିକ୍ଷା ଅଧିକାର ଆଇନତଃ ପ୍ରାଇଭେଟ ସ୍କୁଲରେ ଆର୍ଥିକ ଦୁର୍ବଳ ଶ୍ରେଣୀ ପିଲାମାନେ ୨୫% ସିଟରେ ମାଗଣା ଆଡ଼ମିସନ ପାଇଁ ପାରଦର୍ଶୀ ପୋର୍ଟାଲ ଆବେଦନ ପ୍ରକ୍ରିୟା ଆସନ୍ତା ୧୮ ତାରିଖ ରୁ ଏପ୍ରିଲ ୨୦ ପର୍ଯ୍ୟନ୍ତ ଆବେଦନ କରିପାରିବେ l ଆଜି ଏ ସଂକ୍ରାନ୍ତରେ ଏକ ସଂଶୋଧିତ ନିର୍ଦେଶନାମା…

ଚଣ୍ଡିଖୋଲ ଜଙ୍କସନ୍‌ର ଉନ୍ନତିକରଣ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

ଭୁବନେଶ୍ୱର: ଗମନାଗମନ ଏବଂ ପରିବହନ ଦୃଷ୍ଟିରୁ ବର୍ତ୍ତମାନ ଯାଜପୁର ଏବଂ ଚଣ୍ଡିଖୋଲ ଅଞ୍ଚଳରେ ଟ୍ରାଫିକ୍‌ ବ୍ୟବସ୍ଥାର ସୁଦୃଢ଼ିକରଣ ପାଇଁ ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା । ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ଆମେ ବିକଶିତ…

ପ୍ରକାଶ ପାଇଲା ଓଜେଏସ୍-୨୦୨୩ ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର

ଭୁବନେଶ୍ବର: ଗୁରୁବାର ପ୍ରକାଶ ପାଇଛି ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା (ଓଜେଏସ-୨୦୨୩) ରେଜଲ୍ଟ । ୩୩ ଜଣ ପରୀକ୍ଷାର୍ଥୀ ଯୋଗ୍ୟ ବିବେଚିତ । ୩୩ ଜଣଙ୍କ ମଧ୍ୟରେ ଅଛନ୍ତି ୨୪ ଜଣ ମହିଳା । ରାଜ୍ୟରେ ସିଭିଲ ଜଜ୍ ଭାବେ ନିଯୁକ୍ତି ହେବେ ଏହି ୩୩ ଜଣ । ଏଥିରେ…

ରାଜ୍ୟରେ ୪୦୦୨ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ: ମନ୍ତ୍ରୀ

ଭୁବନେଶ୍ବର: କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଉପରେ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ଉତ୍ତର ରଖି ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ, ରାଜ୍ୟରେ କୃଷିକୁ ଆଗକୁ ବଢାଇବା ପାଇଁ ବ୍ୟାପକ ଜଳସେଚନ ବ୍ୟବସ୍ଥା ଆବଶ୍ୟକ । ଯାହାକୁ…

ଦୁଇ ବର୍ଷରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବଢୁଛି ସାପ କାମୁଡା ଜନିତ ମୃତ୍ୟୁ । ତେବେ ଗତ ଦୁଇ ବର୍ଷ ମଧ୍ୟରେ ସାପ କାମୁଡ଼ାରେ ଯାଇଛି ୧୮୫୯ ଜୀବନ । ରାଜ୍ୟରେ କେତେ ପରିମାଣ ଲୋକ ସାପ କାମୁଡ଼ାରେ ମରିଛନ୍ତି ସେନେଇ ଆଜି ଗୃହରେ ବସ୍ତା ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ ପଚାରିଥିଲେ ଯାହାର ଉତ୍ତରରେ…

ଏଣିକି ଯୁକ୍ତ୨ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏବେ ଯୁକ୍ତ ୨ ପରେ ବିଏଡ କରି ପାରିବେ ଛାତ୍ରଛାତ୍ରୀ । ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇଛି । ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ବରଂ…

ଗିରଫ ହୋଇପାରନ୍ତି ରାଜା! ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ

ଭୁବନେଶ୍ବର: ଗିରଫ ହୋଇପାରନ୍ତି ବିଜେଡି ନେତା ରାଜା ଚକ୍ର । ରାଜା ଚକ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ହଟାଇ ଦେଲେ ହାଇକୋର୍ଟ । ଇଡି ଯାଞ୍ଚ ବେଳେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା ଚକ୍ର । ରାଜାଙ୍କ ସହ ତାଙ୍କର ୪ ଜଣ ସହଯୋଗୀଙ୍କ…

ରାସନ କାର୍ଡରେ ପୂର୍ବ ଭଳି ମିଳିବ ଗହମ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଏଣିକି ପୂର୍ବ ଭଳି ରାସନ କାର୍ଡରେ ମିଳିବ ଗହମ । ଖୁବଶୀଘ୍ର ରାଜ୍ୟବାସୀଙ୍କୁ ରାସନ କାର୍ଡ ମାଧ୍ୟମରେ ଗହମ ଯୋଗାଇ ଦିଆଯିବ । ଏନେଇ ଆଜି ବିଧାନସଭାରେ ପଟାଙ୍ଗୀର କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡାମଙ୍କ ଏକ ପ୍ରଶ୍ନ ରେ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି…

ଆସୁଛି ହୋଲି; ଗାଇଡଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ

ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଇଁ ସଜାଗ କମିଶନରେଟ୍ ପୋଲିସ । ଏନେଇ ଗାଇଡଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ । ଉଭୟ ଦୋଳ ଏବଂ ହୋଲି ପାଇଁ ଟୁଇନ୍ ସିଟିର ସମସ୍ତ ଥାନା ଅଧିକାରୀଙ୍କୁ ହାଇ ଆଲର୍ଟ କରାଯାଇଛି । ନିଶା ସେବନ କରି ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସମିଟ୍‌ କରି…

ବିଧାନସଭାକୁ ମୋବାଇଲ ନେବେ ସାମ୍ବାଦିକ ହେଲେ ଭିଡିଓଗ୍ରାଫି ଉପରେ ରୋକ

ଭୁବନେଶ୍ୱର: ବିଧାନସଭାରେ ହଟିଲା ସାମ୍ବାଦିକଙ୍କ ମୋବାଇଲ କଟକଣା । ସାମ୍ବାଦିକମାନେ ଆନ୍ଦୋଳନ କରିବା ପରେ ନିଷ୍ପତ୍ତି ବଦଳାଇଲେ ସରକାର । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ଧାରଣାରୁ ଓହରିଛନ୍ତି ସାମ୍ବାଦିକ ମାନେ । କଟକଣା ଉଠିଥିଲେ ମଧ୍ୟ ମିଡିଆ ଗ୍ୟାଲେରୀରେ ଫଟୋ…