Latest Odisha News

BREAKING NEWS

Browsing Category

ସହର

City

ଆସନ୍ତାକାଲି ଜାଗର ଯାତ୍ରା, ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କଲେ ସେବାୟତ

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଠପ୍ । ଆଜି ରୋଷହୋମ ପରଠୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ କରିଛନ୍ତି ସେବାୟତ । ମନ୍ଦିରର ବଡ଼ୁ ନିଯୋଗ ଓ ବ୍ରାହ୍ମଣ ନିଯୋଗର ୨ ପ୍ରମୁଖ ଦାବି ପୂରଣ ନେଇ ପ୍ରଶାସନ ତରଫରୁ କୌଣସି ଲିଖିତ ପ୍ରତିଶ୍ରୁତି ମିଳି ନ ଥିବାରୁ ଏପରି ଅସହଯୋଗ…

ଜାଗର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ନୀତି ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ମହାଶିବରାତ୍ରି । ଜାଗର ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସେବାରେ ଅସହଯୋଗ କଲେ ସେବାୟତ । ଆଜି ରୋଷ, ହୋମ ପରେ ମହାପ୍ରଭୁଙ୍କ ନୀତିକାନ୍ତ ବନ୍ଦ ହୋଇଛି । ଏନେଇ ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି । ଅଭିଯୋଗ ହୋଇଛି, କପିଳନାଥ…

କେବେ ରିଲିଜ୍ ହେବ ଓଡିଆ ଫିଲ୍ମ “ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର” ?

ଭୁବନେଶ୍ୱର: ଅପେକ୍ଷାର ଅନ୍ତ କେବେ ହେବ ? କେବେ ସାମ୍ନାକୁ ଆସିବ ଅଭିଷେକ, ଅଙ୍କିତା ଓ ମହିମାଙ୍କ ଟ୍ରାଏଙ୍ଗଲ ଲଭ କେମିଷ୍ଟ୍ରୀ ? କେବେ ରିଲିଜ୍ ହେବ ଫିଲ୍ମ “ତୁମେ ମୋ ଶଙ୍ଖା ତୁମେ ମୋ ସିନ୍ଦୂର” ? କିଛି ଏପରି ପ୍ରଶ୍ନ ଓଡିଆ ଫିଲ୍ମପ୍ରେମୀଙ୍କ ମନରେ ଘୁରିବୁଲୁଥିଲା । ଶେଷରେ ଭୁବନେଶ୍ୱରରେ…

ଶିବରାତ୍ରୀରେ ତାଣ୍ଡବ ରଚିବ ଓଲିଉଡ

ଭୁବନେଶ୍ୱର: ଓଲିଉଡରେ ପୁଣିଥରେ ଆରମ୍ଭ ହୋଇଯାଇଛି ତଗଡା କମ୍ପିଟିସନ୍ । ପରସ୍ପରକୁ ଟକ୍କର ଦେବାକୁ ବକ୍ସ ଅଫିସକୁ ଓହ୍ଲାଇଲେଣି ଗୋଟିଏ ପରେ ଗୋଟିଏ ମୁଭି । ଏହି ଧାରାରେ ସାମିଲ ହୋଇ ରଲିଜ ଅପେକ୍ଷାରେ ରହିଛି ଆକ୍ସନ ଥ୍ରିଲର ମୁଭି ତାଣ୍ଡବ । ନିକଟରେ ଫିଲ୍ମର ଟ୍ରେଲର ରିଲିଜ ହୋଇଥିଲାବେଳେ ଏହାର…

ଶିବରାତ୍ରି ପାଇଁ ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତ ଓ ପୋଲିସ କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଦିନେ ପରେ ମହାଶିବରାତ୍ରି । ଏକାମ୍ର କ୍ଷେତ୍ରରେ କୋଭିଡ୍ କଟକଣା ଭିତରେ ପାଳନ ହେବ । ତାପୂର୍ବରୁ ଲିଙ୍ଗରାଜ ମନ୍ଦିର ସେବାୟତ ଓ ପୋଲିସ କର୍ମଚାରୀଙ୍କର ହେବ କୋଭିଡ୍ ଟେଷ୍ଟ । ଆଜି କୋଭିଡ୍ ଟେଷ୍ଚ କରାଯିବ । ଗତକାଲି ଶିବରାତ୍ରି ନେଇ ବସିଥିବା ସମନ୍ୱୟ କମିଟି ବୈଠକରେ ଏହି…

ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଆଜି ଦାୟିତ୍ୱ ନେବେ ଟୁଇନ୍ ସିଟିର ନୂଆ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗତକାଲି ତାଙ୍କୁ ନୂଆ ନିଯୁକ୍ତି ମିଳିଥିଲା । ୧୯୯୫ ବ୍ୟାଚ୍‌ ଆଇପିଏସ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହା ପୂର୍ବରୁ କ୍ରାଇମବ୍ରାଞ୍ଚର ଏଡିଜି ଥିଲେ । ନିଯୁକ୍ତି ମିଳିବା ପରେ ନୂଆ ପୋଲିସ…

ଭୁବନେଶ୍ବରେ ପ୍ରତିଷ୍ଠା କରାଯାଉ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନର ଏକ କେନ୍ଦ୍ର, ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି…

ଭୁବନେଶ୍ଵର: ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ବା ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି । ଏଥିମଧ୍ୟରୁ ଗୋଟିଏ କେନ୍ଦ୍ର ଭୁବନେଶ୍ବରରେ ପ୍ରତିଷ୍ଠା କରିବାକୁ କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି …

୨୧ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି, କୋଣାର୍କ ବୁଲିବା ସହ ରାଉରକେଲା ଏନ୍ଆଇଟି ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ କୋବିନ୍ଦ

ଭୁବନେଶ୍ବର: ମାର୍ଚ୍ଚ ୨୧ ତାରିଖରେ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସିବେ । ୨୨ ତାରିଖରେ ସେ କୋଣାର୍କ ଯିବାର କାର୍ଯ୍ୟକ୍ରମ ରହିଛି । ଏଠାରେ ଭାରତୀୟ ତୈଳ ନିଗମ ପକ୍ଷରୁ କୋଣାର୍କରେ ନିର୍ମିତ ବ୍ୟାଖ୍ୟାନମାଳା ପରିଦର୍ଶନ କରିବେ ।…

ସରିଲା ମହୁରତ, ଆରମ୍ଭ ହେବ “ମନ ବୁଝେନା ଇସ୍କ ବିନା”ର ସୁଟିଂ

ଭୁବନେଶ୍ୱର: ପ୍ରେମ ପାଇଁ ମନ ବୁଝୁନି । ପ୍ରେମ ବିନା ବଂଚି ହେଉନି । କିଛି ଏପରି କେମିଷ୍ଟ୍ରି ନେଇ ଖୁବଶୀଘ୍ର ଓଲିଉଡ ପରଦାକୁ ଆସିବେ କ୍ରିଷ୍ଣା, ମନୋଜ, କରନ, ବର୍ଷା ଓ ଲକ୍ଷ୍ମୀପ୍ରିୟା । ଖୁବଶୀଘ୍ର ଏହି କଳାକାରଙ୍କୁ ମୁଖ୍ୟ ଭୂମିକାରେ ନେଇ ନିର୍ମାଣ ହେବାକୁ ଯାଉଛି ଫିଲ୍ମ “ମନ ବୁଝେନା…

ଜଙ୍ଗଲ ନିଆଁ ଆୟତ୍ତ ପାଇଁ ୯ ଜଣିଆ ଟାକ୍ସ ଫୋର୍ସ କମିଟି ଗଠନ କଲେ ରାଜ୍ୟ ସରକାର 

ଭୁବନେଶ୍ବର: ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଆକ୍ସନ ମୋଡରେ ରାଜ୍ୟ ସରକାର  । ନିଆଁ ଆୟତ୍ତ ପାଇଁ ଟାସ୍କ ଫୋର୍ସ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ ଜଣିଆ କମିଟି ଗଠନ କରିଛନ୍ତି ସରକାର । କମିଟିର ନାଁ ରହିଛି ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ । ଏହାର ମୁଖ୍ୟ ଭାବେ ଆଜିଠୁ…