Latest Odisha News

BREAKING NEWS

Browsing Category

ସହର

City

ତାତିରୁ କିଛିଟା ଆଶ୍ୱସ୍ତି, ୬ରୁ ପୁଣି ବଢିବ

ଭୁବନେଶ୍ୱର: କମିଲା ତାତି। ହାଲୁକା ଗରମ କମିଛି । ଅଧିକାଂଶ ସ୍ଥାନରେ ପାରଦ ସାମାନ୍ୟ କମିଛି । ବିଶେଷ କରି ଉତ୍ତପ୍ତ ପିଣ୍ଡ ପାଲଟିଯାଇଥିବା ଭୁବନେଶ୍ୱର ୪ ଦିନ ପରେ ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିଛି । ଆସନ୍ତା ୩/୪ ଦିନ ଏମିତି ରହିବ । ୬ରୁ ତାତି ଆହୁରି ବଢ଼ିବ ବୋଲି ଅନୁମାନ କରିଛି…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ମୁଖ୍ୟ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ, କାଲି ହେବ ଟିଆଇ…

ଭୁବନେଶ୍ବର: ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣ ଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ବାଳକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ । ଆସନ୍ତା ୪ ଓ ୫ ତାରିଖ ଦୁଇ ଦିନ ପାଇଁ ରିମାଣ୍ଡ ପ୍ରଦାନ କରିଛନ୍ତି ସ୍ପେଶାଲ ସିଜେଏମ ସିବିଆଇ କୋର୍ଟ । ବିବନକୁ ୫ ଦିନିଆ ରିମାଣ୍ଡ ପାଇଁ ଭୁବନେଶ୍ବର…

ପୁଣି ବଦଳିଲା ସ୍କୁଲ ସମୟ, ଏଣିକି ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ

ଭୁବନେଶ୍ୱର: ପୁଣି ବଦଳିଲା ସ୍କୁଲ ସମୟ । ସକାଳୁଆ ସ୍କୁଲ ନେଇ ବଦଳିଲା ପୂର୍ବ ନିର୍ଦ୍ଧାରିତ ସମୟ । ଏଣିକି ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ରୁ ୯ଟା ପର୍ଯ୍ୟନ୍ତ ହେବ ସ୍କୁଲ । ଏହାସହ ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ୍ ଚାଲିବ ବୋଲି ସୂଚନା ମିଳିଛି ।…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଏବେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା…

୩ ମାସ ପାଇଁ ୧୦ ଜିଲ୍ଲା ଦାୟିତ୍ବରେ ରହିବେ ୧୦ ବରିଷ୍ଠ ଅଧିକାରୀ 

ଭୁବନେଶ୍ବର: ୧୦ ଆକାଂକ୍ଷୀ ଜିଲ୍ଲା ପାଇଁ ୧୦ ଅଧିକାରୀ ନିଯୁକ୍ତ ହୋଇଛନ୍ତି । ୩ ମାସ ପାଇଁ ଜିଲ୍ଲା ଦାୟିତ୍ବରେ ରହିବେ ୧୦ ବରିଷ୍ଠ ଅଧିକାରୀ । ଏହି ଅଧିକାରୀ ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଜଳସେଚନର ସମୀକ୍ଷା କରିବେ । ନୂଆପଡା ଦାୟିତ୍ବରେ ବିଷ୍ଣୁପଦ ସେଠୀ, ରାୟଗଡ଼ା ଦାୟିତ୍ବରେ…

ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ବର: ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ । ଆଇଏଫ୍ଏସ୍‌ ଅଭୟ ପାଠକ ଏବଂ ତାଙ୍କ ପୁଅ ଆକାଶଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଟ୍ରାଭେଲ୍ସ୍ ବିଲ୍‌ ଠକେଇ ମାମଲା​‌ରେ ଉଭୟ ବାପ-ପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ…

ବିଡିଏ ବିଲଡର ପ୍ରୀତି, ସବ ରେଜିଷ୍ଟାରଙ୍କୁ ତାଲା ପକାଇଲେ ଓକିଲ

ଭୁବନେଶ୍ବର: ବିନା ନୋଟିଫିକେସନରେ ସବ ପ୍ଲଟ ରେଜିଷ୍ଟ୍ରେସନ ବନ୍ଦକୁ ନେଇ ତାତିଲେ ଓକିଲ । ଏଥିପାଇଁ ରେଜିଷ୍ଟ୍ରେର ଅଫିସରେ ପକାଇଲେ ତାଲା ପକାଇଲେ ଉତ୍ତ୍ୟକ୍ତ ଓକିଲ । ଯାହାକୁ ନେଇ ରେଜିଷ୍ଟାର ଅଫିସରେ ନାହିଁ ନଥିବା ଅସୁବିଧା ଦେଖାଦେଇଛି । ରେଜିଷ୍ଟ୍ରେସନ ଅଫିସରେ କିଏ ଜମିବାଡି…

ଏକ୍ରାମ କ୍ଷେତ୍ର ବୁଲି ଦେଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ବର : ଲିଙ୍ଗରାଜ ମନ୍ଦିର ଓ ପରିପାଶ୍ୱର୍ରେ ଥିବା ମନ୍ଦିର କୀର୍ତିରାଜି ବୁଲି ଦେଖିଲେ ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡଙ୍ଗୀ । ପ୍ରତ୍ନତତ୍ୱ ବିଭାଗ ନିର୍ଦ୍ଦେଶକଙ୍କ ଆଗ୍ରହ କ୍ରମେ ଆଜି ଏକାମ୍ରକ୍ଷେତ୍ର ବୁଲି ଦେଖିଛନ୍ତି ଭୁବନେଶ୍ୱର ସାଂସଦ ।…

କାଲି ଅର୍ଚ୍ଚିତା-ସବ୍ୟସାଚୀଙ୍କ ବାହାଘର

ଭୁବନେଶ୍ୱର:ରାତି ପାହିଲେ ଓଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବାହାଘର। ଆସନ୍ତାକାଲି ଅଭିନେତ୍ରୀ ଅର୍ଚ୍ଚିତାଙ୍କୁ ବାହା ହେବେ ଅଭିନେତା ସବ୍ୟସାଚୀ । ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ବାହାଘର ହେବ। ଏନେଇ ସୋସିଆଲ ମିଡିଆରେ ସବ୍ୟସାଚୀ ସୂଚନା ଦେଇଛନ୍ତି। ସବ୍ୟ ଓ…

ଏ ଜାତି ଓଡ଼ିଆ, ଏ ମାଟି ଓଡିଶା… ଓଡ଼ିଆ ଗୀତ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ

ଭୁବନେଶ୍ଵର: ଗୀତ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ । ଷ୍ଟୁଡିଓରେ ମ୍ୟୁଜିକ୍ ତାଳେ ତାଳେ ଓଡିଆ ଗୀତ ଗାଇଛନ୍ତି ରାଜ୍ୟପାଳ। ଏ ଜାତି ଓଡ଼ିଆ, ଏ ମାଟି ଓଡିଶା.. ଓଡିଶାର ମାଟି ପାଣି ପବନ ସହ କଳା ସଂସ୍କୃତି ଓ ଐତିହ୍ୟକୁ ଯୋଡି ପ୍ରସ୍ତୁତ ହେଉଛି ସ୍ୱତନ୍ତ୍ର ଦେଶତ୍ମବୋଧକ ସଂଗୀତ । ୧୪ ଜଣ…