Latest Odisha News

BREAKING NEWS

Browsing Category

ସହର

City

ରାଜ୍ୟରେ ଦୈନିକ ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି: ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ଆହୁରି ଅଣ୍ଡାର ଆବଶ୍ୟକତା ଅଛି । ରାଜ୍ୟରେ ପ୍ରତିଦିନ ରାଜ୍ୟରେ କୋଟିଏ ୧୦ ହଜାର ଅଣ୍ଡା ଉତ୍ପାଦନ ହେଉଛି ସତ ହେଲେ ଦୈନିକ ଆହୁରି ୩ କୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏହି ଉତ୍ତର ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ…

ରାସନକାର୍ଡକୁ ନେଇ ବଡ ତଥ୍ୟ ରଖିଲେ ଯୋଗାଣମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୮୦ ହଜାରରୁ ଅଧିକ ଲୋକଙ୍କ ପାଖରେ ନାହିଁ ରାସନକାର୍ଡ । ରାଜ୍ୟରେ କେତେ ଭୂତ ରାସନକାର୍ଡ ଚିହ୍ନଟ ହେଲାଣି ବୋଲି ଗୃହରେ ପ୍ରଶ୍ନ ଉଠିଥିବାବେଳେ ଏନେଇ ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର । ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ…

ଗୃହ ବୟକଟ୍ କରିଥିବା କଂଗ୍ରେସ ସଦସ୍ୟଙ୍କୁ ବୁଝାସୁଝା କରୁଛି ଶାସକ ଦଳ

ଭୁବନେଶ୍ଵର: ବିଧାନସଭାରୁ ୭ ଦିନ ପାଇଁ ନିଲମ୍ବିତ ହୋଇଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି । ତାରାଙ୍କୁ ବାଚସ୍ପତି ସୁରମା ପାଢ଼ୀ ନିଲମ୍ବନ କରିଥିବାରୁ ଏହାର ପ୍ରତିବାଦରେ କଂଗ୍ରେସ ବିଧାୟକମାନେ ବିଧାନସଭା ନ ଯିବାକୁ ନିଷ୍ପତ୍ତି ନେଇଛନ୍ତି । ବିଧାନସଭା ଚାଲିଥିବାବେଳେ ଗୃହ…

ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ଶାହା

ଭୁବନେଶ୍ଵର: ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୨ ତାରିଖରେ ଆସିବେ ଅମିତ ଶାହ । ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗ ଦେବେ ଗୃହ ମନ୍ତ୍ରୀ । ଏହା ସହ ଦଳୀୟ ନେତାଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।…

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ବାରଣ; ଗାନ୍ଧିମୂର୍ତ୍ତୀ ତଳେ ସାମ୍ବାଦିକଙ୍କ ଧାରଣା

ଭୁବନେଶ୍ଵର: ବିଧାନସଭା ପ୍ରେସ୍ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ । ଗତକାଲି ଗୃହରେ ଘଟିଥିବା ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି । ଯାହାର ପ୍ରତିବାଦରେ ଆଜି ଗାନ୍ଧି ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ସାମ୍ବାଦିକମାନେ । ଏହା ସହ ପ୍ରେସ ଗ୍ୟାଲେରୀକୁ ମଧ୍ୟ ବୟକଟ…

ତାରାଙ୍କ ଉପରୁ ନିଲମ୍ଵନ ହଟାଇବାକୁ ଦାବି; ବାଚସ୍ପତିଙ୍କୁ ଭେଟିଲା ବିଜେଡି ଟିମ୍

ଭୁବନେଶ୍ଵର: କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ କରାଯିବାକୁ ନେଇ ତାଙ୍କ ସମର୍ଥନରେ ବାହାରିଛନ୍ତି ବିଜେଡି ବିଧାୟକମାନେ । ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ବିଜେଡି ବିଧାୟକମାନେ ବାଚସ୍ପତି ସୁରମା ପାଢ଼ୀଙ୍କୁ ଭେଟିଛନ୍ତି । ଏହା ସହ…

୨୪ ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆସନ୍ତା ୨୪ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନା ଅନୁସାରେ ୨୪ ତାରିଖ ଅପରାହ୍ନ ୧ଟା ୩୦ ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି। ପୂର୍ବ ଯୋଜନା ଅନୁସାରେ କଣ୍ଟିଲୋ ନିଳମାଧବଙ୍କୁ ଦର୍ଶନ କରିବେ। ଏ ସମ୍ପର୍କରେ ସୂଚନା…

ବରଗଡ଼-ନୂଆପଡ଼ା ରୋଡ୍ ରେଳ ଲାଇନ ଭାୟା ପଦମପୁର ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ଜାରି

ଭୁବନେଶ୍ୱର: ବରଗଡ଼ ରୋଡ୍-ନୂଆପଡ଼ା ରୋଡ୍ ନୂତନ ରେଳପଥ ଭାୟା ପଦମପୁର ପ୍ରସ୍ତାବିତ ରେଳପଥର ନିର୍ମାଣ କାର୍ଯ୍ୟ ପାଇଁ ପ୍ରସ୍ତୁତିରେ ପୂର୍ବତଟ ରେଳପଥ ଦ୍ରୁତ ଅଗ୍ରଗତି କରୁଛି । ଏହା ଏକ ରଣନୈତିକ ଭାବରେ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଯାହାର ଲକ୍ଷ୍ୟ ହେଉଛି ଆଞ୍ଚଳିକ ସଂଯୋଗୀକରଣକୁ ବୃଦ୍ଧି…

ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ରେକର୍ଡ ସଂଖ୍ୟକ ବୃଦ୍ଧି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପକ୍ଷୀ ଓ କୁମ୍ଭୀର ମାନଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି । ଓଡ଼ିଶା ବନ ବିଭାଗ ଦ୍ୱାରା କରାଯାଇଥିବା ବାର୍ଷିକ ପକ୍ଷୀ ଗଣନାରେ ଏହା ଜଣାପଡିଛି । ଜାନୁଆରୀ ୨୦୨୪-୨୫ର ପ୍ରଥମ ୨ ସପ୍ତାହ ମଧ୍ୟରେ ହୋଇଥିବା ପକ୍ଷୀ ଗଣନା ଅନୁସାରେ ବର୍ତ୍ତମାନେ ରାଜ୍ୟର ବନ୍ୟ ଅଞ୍ଚଳ ଏବଂ…

ରାଜ୍ୟର ୫ ହଜାରରୁ ଅଧିକ ଗାଁରେ ନାହିଁ ସବୁଦିନିଆ ରାସ୍ତା: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୫ ହଜାରରୁ ଉର୍ଦ୍ଧ୍ବ ଗାଁକୁ ରାସ୍ତା ନାହିଁ । ଏନେଇ ଆଜି ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ଞ୍ଚାୟତିରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ । ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀଙ୍କ…