Latest Odisha News

BREAKING NEWS

Browsing Category

ସହର

City

ମାଟ୍ରିକ ପିଲାଙ୍କ ଚାପ କମାଇବ ପରୀକ୍ଷା ଦର୍ପଣ :ପୁସ୍ତକ ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ 

ଭୁବନେଶ୍ବର :କରୋନା ସମୟରେ ମାଟ୍ରିକ ପିଲାଙ୍କ ଚାପ କମାଇବାକୁ ବଡ଼ ପ୍ରସ୍ତୁତି । ଆଜିଠାରୁ ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଖରେ ପହଞ୍ଚିବ ପରୀକ୍ଷା ଦର୍ପଣ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଆଜି ଏହି ଟେଷ୍ଟ ପେପରକୁ ଲୋକାର୍ପିତ କରିଛନ୍ତି । ୭ଶହ ପୃଷ୍ଠା ସମ୍ବଳିତ ଏହି…

ରାଜ୍ୟରେ ଆଉ ୧୩୮ ପିଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୬୭

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦ୍‌ୁ କୁମାର ପ୍ରଧାନଙ୍କ ଘରେ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ଚଢଉ ଚାଲିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍ ହେଉଛି । ଶୁଭେନ୍ଦୁଙ୍କ ଖଣ୍ଡଗିରି ହାଉସିଂବୋର୍ଡ କଲୋନୀ ସ୍ଥିତ ଘର, କାକଟପୁର ଶ୍ରୀଚନ୍ଦନପୁର…

ଆଜି ନନ୍ଦନକାନନରେ ପ୍ରାୟ ୧୬ ହଜାର ଲୋକଙ୍କ ଭିଡ ଜମିଲା

ଭୁବନେଶ୍ୱର: ଆଜି ଛୁଟି ଦିନ ହୋଇଥିବାରୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଭିଡ ଦେଖିବାକୁ ମିଳିଥିଲା । ପ୍ରାୟ ୧୬ ହଜାର ୪୭୧ ଜଣ ଯାତ୍ରୀ ନନ୍ଦନକାନନରେ ପହଞ୍ଚିଥିଲେ । ତେବେ କରୋନା ସଂକ୍ରମଣ ଭୟ ଥିବାରୁ ପ୍ରବେଶ ଦ୍ୱାରରେ ସାନିଟାଇଜ କରିବା ସହ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି ।…

ଉଦଘାଟିତ ହେଲା ଆଦିବାସୀ ମେଳା, ପ୍ରଥମ ଥର ପାଇଁ ଇ ମାର୍କେଟିଂ ବ୍ୟବସ୍ଥା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଭର୍ଚୁଆଲ ମୋଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଥିଲେ । ଏହା ଫେବ୍ରୁଆରୀ ୯ ତାରିଖ ଯାଏଁ ଚାଲିବ । ଦିନ ୧୧ଟାରୁ ସନ୍ଧ୍ୟା ୭ଟା ଯାଏଁ ମେଳା ଚାଲିବ । ଚଳିତ ବର୍ଷ ପ୍ରଥମ ଥର ପାଇଁ ଇ ମାର୍କେଟିଂର…

ବ୍ରହ୍ମପୁରରେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ 

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାରେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ । ଜିଲ୍ଲା ସଦର ଥାନା ପକ୍ଷରୁ ସୁକୁଣ୍ଡା ଗାଁରେ ଚଢାଉ କରାଯିବା ବେଳେ ନକଲି କୋଲ୍ଡ ଡ୍ରିଙ୍କସ୍ କାରଖାନା ଠାବ କରାଯାଇଛି । ଚଢାଉ ବେଳେ ବିପୁଳ ପରିମାଣର ନକଲି କୋଲ୍ଡ ଡ୍ରିଙ୍କସ୍ ଜବତ କରିଛି ପୋଲିସ । ଏହାସହ ଲକ୍ଷ…

ହିମାଳୟରେ ପତାକା ଉତ୍ତୋଳନ, ୧୨ହଜାର ୫ଶହ ଫୁଟ୍‌ ଉଚ୍ଚତାରେ ତ୍ରିରଙ୍ଗା ଉଡ଼ାଇଲେ ୨୩ ଓଡ଼ିଆ

ଭୁବନେଶ୍ବର: ହିମାଳୟରେ ୨୩ ଓଡିଆ ଉଡାଇଛନ୍ତି ତ୍ରିରଙ୍ଗା । ହିମାଳୟର ୧୨,୫୦୦ ଫୁଟ ଉଚ୍ଚତା ଦୟାରା ବୁଗୀୟାଲ ଶୀର୍ଷରେ -୫℃ ରୁ -୧୦℃ ହାଡଭାଙ୍ଗା ଶୀତରେ   ପତାକା ଉତ୍ତୋଳନ କରିଛନ୍ତି । ମହାମାରୀ ସମୟରେ ଅନବରତ ସେବା ଯୋଗାଇଥିବା ଦେବଦୂତଙ୍କ ଉଦ୍ଦେଶ୍ୟରେ ଏହି ପତାକା ଉତ୍ତୋଳନ କରାଯାଇଛି ।…

ମିସାଇଲ୍ ଆକାଶର ସଫଳ ପରୀକ୍ଷଣ, ଡିଆରଡିଓକୁ ସଫଳତା

ବାଲେଶ୍ବର : ଭୂ-ପୃଷ୍ଠରୁ ଆକାଶକୁ ଲକ୍ଷ୍ୟଭେଦ କରୁଥିବା ମିସାଇଲ ଆକାଶର ସଫଳ ପରୀକ୍ଷଣ ହୋଇଛି । ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ମିସାଇଲ ଆକାଶର ସଫଳ ପରୀକ୍ଷଣ କରାଯାଇଛି । ଅପରାହ୍ଣ ୨ଟା ୨୫ରେ ମିସାଇଲ ଆକାଶ-ଏନଜିକୁ ଭୂ-ପୃଷ୍ଠରୁ ଉତକ୍ଷେପଣ କରାଯାଇଥିଲା ।…

ବନ୍ଧାହେଲେ ଠକ ସାମ୍ବାଦିକ

ପୁରୀ: ୱେବ ଚ୍ୟାନେଲ ଖୋଲି ଜଣେ ସାମ୍ବାଦିକ ଲୋକଙ୍କୁ ବ୍ଲାକମେଲ କରୁଥିବାର ଅଭିଯୋଗ । ଏପରି ଠକ ସାମ୍ବାଦିକକୁ ଖଣ୍ଡଗିରି ପୋଲିସ ଆଜି ପୁରୀରୁ ଗିରଫ କରିଛି । ତା ନାଁ ସୌମ୍ୟରଂଜନ ସାମନ୍ତରାୟ । ସେ ଦୁର୍ନୀତି ଲାଇଭ ନାମରେ ଏକ ୱେବ ଚ୍ୟାନେଲ କରି ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟିଥିବା…

ଶିଶୁ ଓ ମହିଳାଙ୍କ ବିରୋଧରେ ଅପରାଧ ରୋକିବାକୁ ସ୍ବତନ୍ତ୍ର ଶାଖା, ୬୨ଟି ବିଭିନ୍ନ ପଦବୀକୁ ମଞ୍ଜୁରୀ

ଭୁବନେଶ୍ବର : ଶିଶୁ ଓ ମହିଳାଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସର୍ବଦା ଗୁରୁତ୍ବ ଦେଇଆସିଛନ୍ତି । ଶିଶୁ ଓ ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବାକୁ ସ୍ବତନ୍ତ୍ର ଶାଖା ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ଟି ବିଭିନ୍ନ ପଦବୀକୁ ସେ ମଞ୍ଜୁର…