Latest Odisha News

BREAKING NEWS

Browsing Category

ସହର

City

ମହିଳାଙ୍କ ଉଲଗ୍ନ ଭିଡିଓ ଉତ୍ତୋଳନ କରି ଯୁବକ ଗିରଫ

ଭୁବନେଶ୍ୱର: ଜଣେ ମହିଳା ଗାଧୁଥିବା ବେଳେ ତାଙ୍କ ଅଜାଣତରେ ଜଣେ ଦୁର୍ବୃତ୍ତ ଉଲଗ୍ନ ଭିଡିଓ ଉତ୍ତୋଳନ କରିଥିଲା । ଏହାପରେ ସେ ଇଣ୍ଟରନେଟ୍‌ରେ ଏହାକୁ ଭାଇରାଲ୍‌ କରିଥିଲା । ମହିଳା ଜଣଙ୍କ ଏ ବିଷୟରେ ଜାଣିବାପରେ ଲିଙ୍ଗରାଜ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାର ତଦନ୍ତ କରି ରବି…

ପର୍ଯ୍ୟଟକଙ୍କ ପାଇଁ ପୁରୀ ପୋଲିସ ପକ୍ଷରୁ ଜାରି ହେଲା ହେଲପ ଲାଇନ ନମ୍ବର

ପୁରୀ: ପୁରୀ କୁ ଆସୁଥିବା ସମସ୍ତ ପର୍ଯ୍ୟଟକ କିଭଳି ସୁରକ୍ଷିତ ରହିବେ ସେ ନେଇ ପୋଲିସ ପକ୍ଷରୁ ଏକ ହେଲ୍ପ ଲାଇନ ନମ୍ୱର ଜାରି କରାଯାଇଛି। ଏହି ନମ୍ବରଟି ହେଉଛି ୬୩୭୦୯୬୭୧୦୦ । ଏଠାକୁ ଆସୁଥିବା ପର୍ଯ୍ୟଟକ କୌଣସି ଅସୁବିଧାରେ ପଡିଲେ ଏହି ନମ୍ବରରେ କଲ କରି ଜଣାଇ ପାରିବେ । ଏହି ନମ୍ବର ୨୪ ଘଣ୍ଟା…

ବିମାନବନ୍ଦର ସ୍ଥାପନ ନେଇ ସପ୍ତମ ପଥପ୍ରାନ୍ତ ସଭା

ବ୍ରହ୍ମପୁର: ବ୍ରହ୍ମପୁର ଆଂକୁଲି ଛକଠାରେ ସପ୍ତମ ପଥପ୍ରାନ୍ତ ସଭା ଓ ପୋଷ୍ଟକାର୍ଡ ବ୍ୟାନେର ଦସ୍ତଖତ ଆନ୍ଦୋଳନ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ବିମାନ ବନ୍ଦର ସ୍ଥାପନ ନେଇ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ କରାଯାଇଛି ।  ବ୍ରହ୍ମପୁରଠାରେ ବିମାନ ବନ୍ଦର ସ୍ଥାପନ ନେଇ…

ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟ ଅଭିମୁଖେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ବର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଝାରପଡା ଜେଲରୁ ବ୍ରହ୍ମପୁର ଜେଲକୁ ନେଇଛି ପୋଲିସ । ଏସଡିଜେଏମ୍ କୋର୍ଟଙ୍କ ଅନୁମତି କ୍ରମେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଜି ସ୍ବତନ୍ତ୍ର ଏସକର୍ଟ ଟିମ୍ ଭୁବନେଶ୍ବର ଝାରପଡା ଜେଲ୍‌ରୁ ବ୍ରହ୍ମପୁର ଏସଡିଜେଏମ୍…

ରମାଦେବୀ ଛାତ୍ରୀ ମୃତ୍ୟୁ ମାମଲା: ଜବତ ହେଲା ସ୍କୁଟି, ମିଳିନି ଝରାଫୁଲଙ୍କ ମୋବାଇଲ୍ ଫୋନ୍

ଭୁବନେଶ୍ୱର: ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ରହସ୍ୟ ଉପରୁ ଏଯାଏ ହଟିନି ପରଦା । ଗିରଫ ବୟଫ୍ରେଣ୍ଡ ରାକେଶ ସ୍ୱାଇଁଙ୍କୁ ରିମାଣ୍ଡରେ ନେଇ ତଥ୍ୟ ହାସଲ କରୁଛି ଯାଜପୁର ପୋଲିସ । ଏହାରି ଭିତରେ ଆଜି ମିଳିଛି ସ୍କୁଟି । ସେହି ସ୍କୁଟିରେ ଝରାଫୁଲଙ୍କ ମୃତଦେହ ନେଇ ଯାଜପୁରରେ ଫିଙ୍ଗିଥିଲା ରାକେଶ ଓ…

ରାସ୍ତାକଡ଼ରେ ପଡ଼ିଛି ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ, ହତ୍ୟା ସନ୍ଦେହ

ଭୁବନେଶ୍ୱର: ଶରୀର ପଡ଼ିଛି । ମୁଣ୍ଡ ନାହିଁ । ରାସ୍ତାକଡ଼ରୁ ଉଦ୍ଧାର ହେଲା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ।     ଭୁବନେଶ୍ୱର ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରାସ୍ତାକଡରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିନି ମୃତ ମହିଳାଙ୍କ ପରିଚୟ । ରାସ୍ତା କଡ଼ରେ ଯାଆସ…

ମାସିକ ସାହିତ୍ୟ ପତ୍ରିକା ସମାରୋହର ବାର୍ଷିକ ଉତ୍ସବ ପାଳିତ

ଭୁବନେଶ୍ୱର : ସାହିତ୍ୟ ସେବକ ଦୁର୍ଗା ମାଧବ ମିଶ୍ରଙ୍କ ଶ୍ରାଦ୍ଧ ବାର୍ଷିକୀ ଏବଂ ମାସିକ ସାହିତ୍ୟ ପତ୍ରିକା "ସମାରୋହ"ର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ସାହିତ୍ୟିକା ମନୋରମା ମହାପାତ୍ର ସଭାପତିତ୍ୱ କରି କହିଛନ୍ତି ଯେ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ସାହିତ୍ୟ…

ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ଆଜି ହାଜର ହେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବ୍ରହ୍ମପୁର: ଆଜି ବ୍ରହ୍ମପୁର ଏସଡିଜେଏମଙ୍କ କୋର୍ଟରେ ହାଜର ହେବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ତାଙ୍କୁ କଡ଼ା ସୁରକ୍ଷା ଭିତରେ ଭୁବନେଶ୍ୱର ଝାରପଡ଼ା ଜେଲରୁ ନିଆଯିବ ବ୍ରହ୍ମପୁର । ଟାଟାରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ତାଙ୍କୁ ରିମାଣ୍ଡରେ ନେଇପାରେ ଗୋଳନ୍ଥରା ଥାନା ପୋଲିସ…

କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଚମକିଲା କଟକ-ପୁରୀ ବାଇପାସ୍‌ ରୋଡ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା…

ନନ୍ଦନକାନନର ଦୁଇ ବାଘଛୁଆ ଅସୁସ୍ଥ, ଚେନ୍ନାଇ ବିଶେଷଜ୍ଞଙ୍କ ସହାୟତା ଲୋଡିଲେ କର୍ତ୍ତୃପକ୍ଷ

ଭୁବନେଶ୍ୱର: ନନ୍ଦକାନନ ପ୍ରାଣୀ ଉଦ୍ୟାନରେ ଥିବା ବାଘ ଛୁଆ ଲବ ଓ କୁଶଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସି ନ ଥିବାରୁ କର୍ତ୍ତୃପକ୍ଷ ଚେନ୍ନାଇ ପ୍ରାଣୀ ଉଦ୍ୟାନ ଏବଂ ଭାରତୀୟ ପ୍ରାଣୀ ଚିକିତ୍ସା ପ୍ରତିଷ୍ଠାନର ବିଶେଷଜ୍ଞଙ୍କ ସହାୟତା ଲୋଡିଛନ୍ତି। ଜାନୁଆରୀ ୨୬ ତାରିଖରୁ ଲବର ଛୋଟେଇ ଛୋଟେଇ…