Latest Odisha News

BREAKING NEWS

Browsing Category

ସହର

City

ପୁଲୱାମା ଆକ୍ରମଣର ସହିଦଙ୍କ ସ୍ମୃତିରେ ବିରାଟ ତ୍ରିରଙ୍ଗା ଯାତ୍ରା

ଭୁବନେଶ୍ୱର: ଜମ୍ମୁ କଶ୍ମୀର ପୁଲୱାମା ଆତଙ୍କବାଦୀ ଆକ୍ରମଣକୁ ଆଜି ୨ ବର୍ଷ ପୁରିଛି  । ସହିଦ ବୀର ଯବାନଙ୍କୁ ମନେ ପକାଉଛି ସାରା ଦେଶ । ଏହି ଅବସରରେ ଭୁବନେଶ୍ୱରରେ ବିରାଟ ତ୍ରିରଙ୍ଗା ଯାତ୍ରାର ଆୟୋଜନ କରାଯାଇଛି । ଭୁବନେଶ୍ୱର ଉତ୍କଳ ଷ୍ଟୁଡେଣ୍ଟ ଆସୋସିଏସନ ପକ୍ଷରୁ ବାଣୀବିହାରରୁ…

ଛତ୍ରପୁରରେ ଟ୍ରକ ଚାପାରେ ଯୁବକଙ୍କ ମୃତ୍ୟୁ

ଛତ୍ରପୁର: ଡିଆରଡିଏ ଛକରେ ଟ୍ରକ୍ ଚାପାରେ ଯୁବକଙ୍କ ମୃତ୍ୟୁ । ମୃତକଙ୍କ ନାଁ ସୀତାରାମ ରେଡି। ଘର ଶାନ୍ତିନଗରରେ ବୋଲି ଜଣାପଡିଛି । ତେବେ ସ୍ଥାନୀୟ ଲୋକେ ତାଙ୍କ ମୃତଦେହ ରଖି ରାସ୍ତାରୋକ କରିଛନ୍ତି । ପ୍ରଶାସନ ପକ୍ଷରୁ ସେମାନଙ୍କୁ ବୁଝାଶୁଝା ଚାଲିଛି ।

ଶ୍ରୀମନ୍ଦିର ଭିତର ବେଢ଼ାର ଫଟୋ ପୁଣି ସୋସିଆଲ୍‌ ମିଡିଆରେ ଭାଇରାଲ୍

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ୍‌ ମିଡିଆରେ ଭାଇରାଲ୍ ହୋଇଛି । ଇନ୍‌ଷ୍ଟାଗ୍ରାମ୍‌ରେ ଇଣ୍ଡିଆନ୍‌ ଟେମ୍ପୁଲସ ୟୁଜର ଆଇଡିରେ ଶ୍ରୀମନ୍ଦିର ଭିତର ଫଟୋ ଛଡ଼ାଯାଇଛି । ଦକ୍ଷିଣ ଦ୍ୱାର ଗୁମୁଟ ନିକଟ ସମ୍ପାତ୍ତି ମନ୍ଦିର ଆଗରେ ଉଠାଯାଇଛି ଏହି ଫଟୋ । ଗତ ଦୁଇ ତାରିଖରେ ଏହି ଫଟୋ…

ପରଲୋକରେ ନାଟ୍ୟକାର କୁଞ୍ଜ ରାୟ

ଭୁବନେଶ୍ୱର : ଆଉ ନାହାନ୍ତି ବିଶିଷ୍ଟ ନାଟ୍ୟକାର, ଗାଳ୍ପିକ, ଅନୁବାଦକ, ଔପନ୍ୟାସିକ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ନାଟ୍ୟ ବ୍ୟକିତ୍ୱ କୁଞ୍ଜ ରାୟ । ୭୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । 'ଅଗ୍ନିସ୍ନାନ', 'କେଉଁ ନଦୀ ମୁହାଣରେ',…

ନାଟକ ଏକାଡେମୀ ତରଫରୁ ସନ୍ୟାସୀ ମହାରଣାଙ୍କୁ ମିଳିଲା ୨୦୨୧ ମସିହାର ରଙ୍ଗମଞ୍ଚ ସମ୍ମାନ

ବ୍ରହ୍ମପୁର : ବ୍ରହ୍ମପୁର ନାଟକ ଏକାଡେମୀ ତରଫରୁ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା ପ୍ରଯୋଜକ ନିର୍ଦ୍ଦେଶକ ସନ୍ୟାସୀ ମହରଣାଙ୍କୁ ଚଳିତ ୨୦୨୧ ମସିହା ରଙ୍ଗମଞ୍ଚ ସମ୍ମାନ ପ୍ରଦାନ କରାଯାଇଛି । କରୋନା ମହାମାରୀ ସମୟରେ ସାଧାରଣ ଲୋକଙ୍କୁ ସଚେତନ କରେଇବା ପାଇଁ ଶ୍ରୀ ମହାରଣା ଅନେକ କ୍ଷୁଦ୍ର…

ପୁରୀରେ ପର୍ଯ୍ୟଟକଙ୍କୁ ପୋଲିସର ମାଡ ଅଭିଯୋଗ

ପୁରୀ: ବଙ୍ଗୀୟ ପର୍ଯ୍ୟଟକଙ୍କୁ ପୋଲିସର ମାଡ ଅଭିଯୋଗ । ପଶ୍ଚିମଦ୍ୱାରରେ ଡ୍ୟୁଟିରେ ଥିବା ଜଣେ ପୋଲିସ ମାଡ଼ ମାରିବା ସହ ଭୁଲ ମଗେଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲାର ପ୍ରିୟବ୍ରତ ସାହୁ ତାଙ୍କ ପରିବାର ସହ ଆଜି ଶ୍ରୀମନ୍ଦିରରେ…

ଓଡ଼ିଆ କଣ୍ଠଶିଳ୍ପୀ ସୁଧା ମିଶ୍ରଙ୍କୁ ମିଳିବ ପ୍ରଣବ ପରମ୍ପରା ସମ୍ମାନ

ଭୁବନେଶ୍ୱର : ବିଶ୍ୱ ମାତୃଭାଷା ଦିବସର ପୂର୍ବ ଦିନ ସମ୍ଭାବନା ପକ୍ଷରୁ ଓଡ଼ିଆ କଣ୍ଠଶିଳ୍ପୀ ସୁଧା ମିଶ୍ରଙ୍କୁ ପ୍ରଣବ ପରମ୍ପରା ସମ୍ମାନରେ ସମ୍ବର୍ଦ୍ଧିତ କରାଯିବ ବୋଲି ସମ୍ଭାବନାର ପରିଚାଳନା ଟ୍ରଷ୍ଟି ଦେବପ୍ରସାଦ ପରିଜା ସୂଚନା ଦେଇଛନ୍ତି। ଜୟଦେବ ଭବନ ପରିସରରେ ହେବାକୁ ଥିବା ଏହି…

ପୁଣି ରିମାଣ୍ଡରେ ପାଠକ ବାପା-ପୁଅ

ବ୍ରହ୍ମପୁର: ପୁଣି ପୋଲିସ ରିମାଣ୍ଡରେ ଗଲେ ପାଠକ ବାପା-ପୁଅ । ଆଇଏଫଏସ୍ ଅଫିସର ଅଭୟକାନ୍ତ ପାଠକ ଓ ପୁଅ ଆକାଶ ପାଠକଙ୍କୁ ରିମାଣ୍ଡରେ ନେଇଛି ଗୋଳନ୍ଥରା ଥାନା ପୋଲିସ । ବ୍ରହ୍ମପୁର ମଣ୍ଡଳ କାରାଗାରରୁ ସେମାନଙ୍କୁ ନେଇଛି ପୋଲିସ । ୩ଟି ଠକେଇ ମାମଲାରେ ଉଭୟଙ୍କୁ ପଚରାଉଚରା କରାଯିବ । ଦୁଇ…

 ସାର୍ଥକ ମ୍ୟୁଜିକ ବିରୁଦ୍ଧରେ ରାଜ୍ୟ ମାନବାଧିକାର କମିଶନରେ ଅଭିଯୋଗ

ଭୁବନେଶ୍ୱର : ସାର୍ଥକ ମ୍ୟୁଜିକରେ ପ୍ରସାରିତ ହାଡ଼ି-ହାଡ଼ିଆଣି ଦଣ୍ଡନୃତ୍ୟ କାର୍ଯ୍ୟକ୍ରମଟି ଆକ୍ଷେପ ମୂଳକ ଓ ଗୋଟିଏ ଜାତିର ଚରିତ୍ରକୁ ଅପମାନ କଲାପରି ଏକ ମନଗଢ଼ା ଯୋଜନା ଭିତ୍ତିକ କାର୍ଯ୍ୟକ୍ରମ ବୋଲି ଅଭିଯୋଗ କରି, ଅଲ ଓଡ଼ିଶା ଦଳିତ ସମାଜ କଲ୍ୟାଣ ପରିଷଦ ପକ୍ଷରୁ ଓଡ଼ିଶା ମାନବାଧିକାର…

ମିଳିଲା ମହିଳାଙ୍କ କଟାମୁଣ୍ଡ, ମୃତଦେହଠାରୁ ୨କିମି ଦୂରରେ ମୁଣ୍ଡ

ଭୁବନେଶ୍ବର: ଅନ୍ଧାରୁଆ-ଦାସପୁରରେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣା । ଭରତପୁର ଜଙ୍ଗଲରୁ ମିଳିଲା ମୃତ ମହିଳାଙ୍କ କଟାମୁଣ୍ଡ । ରହସ୍ୟ ଉନ୍ମୋଚନ ପାଇଁ ୨ ଅଭିଯୁକ୍ତଙ୍କୁ ସ୍ପଟକୁ ନେଇଥିଲା ପୋଲିସ । ପୋଲିସ ସହ ଯାଇ କଟାମୁଣ୍ଡ ଦେଖାଇଛନ୍ତି ଦୁଇ ଅଭିଯୁକ୍ତ । ମୃତଦେହ ଠାରୁ ୨ କିମି…