Latest Odisha News

BREAKING NEWS

Browsing Category

ସହର

City

ଭୂଦାନ ଜମିର ବଣ୍ଟନ ଉପରେ ସ୍ଥଗିତାଦେଶ; ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି

ଭୁବନେଶ୍ୱର: ଭୂଦାନ ଜମିର ବଣ୍ଟନ କ୍ଷେତ୍ରରେ ପ୍ରଚଳିତ ନିୟମାବଳୀର ସମ୍ପୂର୍ଣ୍ଣ ପାଳନ ଏବଂ ସମ୍ପୃକ୍ତ ଜମିର ଅଭିଲେଖର ଯଥାର୍ଥ ଯାଞ୍ଚ ବିନା ହିତାଧିକାରୀମାନଙ୍କ ସପକ୍ଷରେ ବଣ୍ଟନ କରାଯାଉଛି । ଏହା ଫଳରେ ପରବର୍ତ୍ତୀ ସମୟରେ ମ୍ୟୁଟେସନ୍ ଏବଂ ଜମିପଟ୍ଟାରେ ଅନ୍ତର୍ଭୁକ୍ତି ସମୟରେ ବିଭିନ୍ନ ଆଇନଗତ…

ରାଜ୍ୟରେ ଏସ୍ଆଇଆର ପ୍ରକ୍ରିୟାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ

ଭୁବନେଶ୍ବର: ଓଡ଼ିଶାରେ ଶେଷ ହୋଇଛି ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର) ପ୍ରକ୍ରିୟା । ଏଥିସହ ଚିଠା ଭୋଟର୍ ତାଲିକା ପ୍ରକାଶ ପାଇଛି । ଏହି ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଥିବା ତାଲିକାରେ ପ୍ରକାଶ ପାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ…

ପ୍ରବଳ ବର୍ଷାରେ ଉଛୁଳିଲା ନାଳ: ଭୁବନେଶ୍ୱର ବାଣୀବିହାର ନିକଟରେ ଯୁବକ ଭାସିଯାଇ ନିଖୋଜ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଲଗାଣ ବର୍ଷା ଯୋଗୁଁ ସ୍ୱାଭାବିକ ଜୀବନଯାତ୍ରା ପ୍ରଭାବିତ ହୋଇଥିବା ବେଳେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଣୀବିହାର ନିକଟସ୍ଥ ଏକ ଡ୍ରେନ୍‌ର ପ୍ରଖର ସ୍ରୋତରେ ଜଣେ ଯୁବକ ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ଓ ଓଡ୍ରାଫ୍ ଟିମ୍ ପକ୍ଷରୁ…

ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଲା ଲଗାଣ ବର୍ଷା, ୩ ଜିଲ୍ଲା ପାଇଁ ସର୍ବୋଚ୍ଚ ବିପଦ ‘ରେଡ୍ ଆଲର୍ଟ’ ଜାରି

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷାର ରୂପ ଏବେ ଭୟଙ୍କର ହେବାରେ ଲାଗିଛି। ବିଶେଷ କରି ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ବର୍ଷା ଲାଗି ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରେ ବର୍ଷାର ପରିମାଣ ସବୁ ଆକଳନକୁ ପଛରେ ପକାଇ ୧୦୦…

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା: ସମ୍ଭାବ୍ୟ ପରିସ୍ଥିତି ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ସଜାଗ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁଦୃଢ଼ ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ବ୍ୟାପକ ବର୍ଷା ଜାରି ରହିଛି । ରାଜ୍ୟ ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ…

ପ୍ରଶାସନର ଅବହେଳା! ରାଜଧାନୀରେ ପୁଣି ଡ୍ରେନ୍ ନେଲା ଜୀବନ…

ଭୁବନେଶ୍ବର: ମୌସୁମୀ ବର୍ଷାରେ ବେହାଲ ରାଜଧାନୀ । ୩ ଦିନ ହେବ ବର୍ଷା ଜାରି ରହିଥିବା ବେଳେ ଭିଜୁଛି ପୁରା ସହର । ଶୁକ୍ରବାର ଠାରୁ ତୁହାକୁ ତୁହା ବର୍ଷା ଲାଗିରହିଥିବା ବେଳେ ଭୁବନେଶ୍ବରରେ ଭୁଷୁଡିଛି ଡ୍ରେନେଜ ଭିତ୍ତିଭୂମି । ଏହି ସମୟରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଆଜି ଡ୍ରେନରେ…

ଏଣିକି ସିଓଆର ବିନା ଓଡ଼ିଶାରେ ଖୋଲିପାରିବନି ଆଉ କୌଣସି ଘରୋଇ ସ୍କୁଲ୍

ଭୁବନେଶ୍ବର: ସାର୍ଟିଫିକେଟ୍‌ ଅଫ୍‌ ରେକଗ୍‌ନେସନ୍‌ (ସିଓଆର) ବିନା ଓଡିଶାରେ ଆଉ ପ୍ରତିଷ୍ଠା ହୋଇପାରିବନି କୌଣସି ଘରୋଇ ସ୍କୁଲ୍ । ଆରସିଏଫସିଇ ଆଇନ ୨୦୦୯ ଅନୁଯାୟୀ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ନୂତନ ଘରୋଇ ବିଦ୍ୟାଳୟ ଖୋଲିବାକୁ ଥିବା…

ସ୍ବାସ୍ଥ୍ୟମନ୍ତ୍ରୀ ସହ ବୈଠକ ପରେ ଡାକ୍ତରଙ୍କ ଆନ୍ଦୋଳନ ସ୍ଥଗିତ; ଆଜିଠୁ କାମରେ ଯୋଗ ଦେବେ

ଭୁବନେଶ୍ବର: ସ୍ଥଗିତ ରହିଲା ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓମସା) ପକ୍ଷରୁ ଚାଲିଥିବା ଆନ୍ଦୋଳନ । ଏବେ ରାଜ୍ୟରେ ସ୍ୱାଭାବିକ ହେବ ସ୍ୱାସ୍ଥ୍ୟ ସେବା । ରାଜ୍ୟ ସରକାରଙ୍କ ସହ ସଫଳ ଆଲୋଚନା ଏବଂ ମିଳିଥିବା ପ୍ରତିଶ୍ରୁତି ପରେ ଓମସା ଏହି ନିଷ୍ପତ୍ତି ନେଇଛି । ସ୍ୱାସ୍ଥ୍ୟ…

କୃଷି ବିଭାଗ ପକ୍ଷରୁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୪ଟି ନିଗମ ସହ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୪ଟି ନିଗମ ସହ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ସେଗୁଡିକ ହେଲା, ଓଡ଼ିଶା କୃଷି ଶିଳ୍ପ ନିଗମ (OAIC), ଓଡ଼ିଶା କୃଷି ପ୍ରୋତ୍ସାହନ ଏବଂ ପୁଞ୍ଜିଲଗାଣ ନିଗମ (APICOL), ଓଡ଼ିଶା ରାଜ୍ୟ ବିହନ ନିଗମ…

Weather Update: ୬ ଯାଏଁ ପ୍ରବଳ ବର୍ଷା ଆଲର୍ଟ, ଏହି ଦୁଇ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର, ଯାହା ଆଗାମୀ ୨ ଦିନ ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୫ରୁ ୬ ତାରିଖ ପର୍ଯ୍ୟନ୍ତ…